Posted inଖେଳ

ଭାରତକୁ ପ୍ରାରମ୍ଭିକ ଝଟକା

ବର୍ମିଂହାମ,୩୦।୬: ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ବିଶାଳ ୩୩୮ରନ୍‌ ଲକ୍ଷ୍ୟ ନେଇ କ୍ରିଜ୍‌କୁ ଆସିଥିବା ଭାରତୀୟ ଦଳର ଓପନର କେ.ଏଲ ରାହୁଲ ବିନା ଖାତା ଖୋଲି ପାଭେଲିୟନ୍‌ରୁ ଫେରିଛନ୍ତି। ରୋହିତ ଶର୍ମା ଏବଂ ଅଧିନାୟକ ବିରାଟ କୋହଲି ଭାରତୀୟ ପାଳିକୁ ସମ୍ଭାଳିଛନ୍ତି। ୧୦ ଓଭରରେ ୧ ଓ୍ବିକେଟ ହରାଇ ଭାରତ ୨୮ ରନ ସ୍କୋର କରିଛି। ଟସ ଜିଣି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ୫୦ ଓଭରରେ ୭ ଓ୍ବିକେଟ ହରାଇ ୩୩୭ ରନ କରିଥିଲା। ଭାରତ ପକ୍ଷରୁ ମହମ୍ମଦ ସାମି ୧୦ ଓଭରରେ ୬୯ରନ ଦେଇ ୫ଟି ଓ୍ବକେଟ ହାସଲ କରିଥିଲେ। କୁଳଦୀପ ଯାଦବ ଏବଂ ଜଶପ୍ରିତ୍‌ ବୁମରାହ ଗୋଟିଏ ଲେଖାଏଁ ଓ୍ବିକେଟ ହାସଲ କରିଥିଲେ। ସୂଚନାଯୋଗ୍ୟ, ଏହି ମ୍ୟାଚରେ ଇଂଲଣ୍ଡ ପରାସ୍ତ ହେଲେ ସେମିଫାଇନାଲ ଖେଳିବା ଆଶା ମଉଳିଯିବ। ଭାରତ ଏହି ମ୍ୟାଚ ଜିତି ସେମିଫାଇନାଲକୁ ଉନ୍ନୀତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri