
ମାଞ୍ଚେଷ୍ଟର,୧୦।୭- ୨୪୦ ରନ୍ ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳକୁ ପ୍ରାରମ୍ଭିକ ଝଟ୍କା ଲାଗିଛି। ଫୁଲ ଫର୍ମରେ ଥିବା ରୋହିତ ଶର୍ମା ମାତ୍ର ୧ ରନ୍ ଆଉଟ୍ ହୋଇଛନ୍ତି। ମ୍ୟାଟ ହେନ୍ରୀଙ୍କ ବଲରେ ରୋହିତ ଉଇକେଟକିପର ଟମ ଲଥାମଙ୍କ ହାତରେ କ୍ୟାଚ୍ ହୋଇଥିଲେ।
ମାଞ୍ଚେଷ୍ଟର,୧୦।୭- ୨୪୦ ରନ୍ ବିଜୟ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଦଳକୁ ପ୍ରାରମ୍ଭିକ ଝଟ୍କା ଲାଗିଛି। ଫୁଲ ଫର୍ମରେ ଥିବା ରୋହିତ ଶର୍ମା ମାତ୍ର ୧ ରନ୍ ଆଉଟ୍ ହୋଇଛନ୍ତି। ମ୍ୟାଟ ହେନ୍ରୀଙ୍କ ବଲରେ ରୋହିତ ଉଇକେଟକିପର ଟମ ଲଥାମଙ୍କ ହାତରେ କ୍ୟାଚ୍ ହୋଇଥିଲେ।
ବାରବାଡସ,୨୯।୫(ପିଟି)- ଇଣ୍ଡିଜ ଅଲରାଉଣ୍ଡର କିରନ ପୋଲାର୍ଡ ବୁଧବାର ୩ୟ ଥର ପାଇଁ ବାପା ହୋଇଛନ୍ତି। ଏ ସମ୍ପର୍କରେ ଇନ୍ଷ୍ଟାଗ୍ରାମରେ ଫଟୋ ଶେୟାର କରି ପୋଲାର୍ଡ ସୂଚନା...
ମୁମ୍ବାଇ,୧୬।୪: ମହେନ୍ଦ୍ର ସିଂ ଧୋନୀ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ପାଇଁ ପ୍ରଥମ ଖେଳାଳି ଭାବେ ୨୦୦ ତମ ମ୍ୟାଚ୍ ଖେଳିଛନ୍ତି। ଧୋନୀଙ୍କ ଏହି...
ଢାକା,୨୩ା୨(ଏଏଫ୍ପି): ଢାକାଠାରେ ଖେଳାଯାଉଥିବା ଜିମ୍ବାଓ୍ବେ ବିପକ୍ଷ ଏକମାତ୍ର କ୍ରିକେଟ ଟେଷ୍ଟ ମ୍ୟାଚରେ ନାଜମୁଲ ହୋସେନ ଏବଂ ମୋମିନୁଲ ହକ୍ଙ୍କ ଅର୍ଦ୍ଧଶତକ ସହାୟତାରେ ବାଂଲାଦେଶ ନିଜ ସ୍ଥିତିକୁ...
ନୂଆଦିଲ୍ଲୀ, ୨୯ା୫ (ପି.ଟି.)-ଭାରତୀୟ ଅଲିମ୍ପିକ ଆସୋସିଶନ (ଆଇଓଏ) ସଭାପତି ନରିନ୍ଦର ବାତ୍ରାଙ୍କ ପିତା କରୋନାଭାଇରସ୍ରେ ସଂକ୍ରମିତ ହୋଇଛନ୍ତି। ତାଙ୍କର ଦୁଇ ଆଟେଣ୍ଡାଣ୍ଟ ଏବଂ ବାସଭବନରେ ପ୍ରହରା...
ମୁମ୍ବାଇ,୨୭।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦ୍ୱାରା ଧାର୍ଯ୍ୟ ୨୦୬ ରନ୍ର ବିଜୟ ଲକ୍ଷ୍ୟ ପିଛା କରୁଥିବା ପଞ୍ଜାବ କିଙ୍ଗ୍ସକୁ ପାଓ୍ବାରପ୍ଲେରେ ବିସ୍ଫୋରକ ଆରମ୍ଭ ଦେଇଛନ୍ତି...
ମାନାମା,୯ା୩ (ଏଏଫ୍ପି)- ବାହାରିନ୍ ଫର୍ମୁଲା ଓ୍ବାନ ଗ୍ର୍ରାଁ ପ୍ରି ବିନା ଦର୍ଶକରେ ଅନୁଷ୍ଠିତ ହେବ। କରୋନା ଭାଇରସ ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏହି ନିଷ୍ପତ୍ତି...
ଭୁବନେଶ୍ୱର, ୩ା୬ (ସ୍ପୋଟର୍ସ ବ୍ୟୁରୋ)-ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ଏବଂ ଓଡ଼ିଶା ରାଜ୍ୟ ସନ୍ତରଣ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଚାଲିଥିବା ୬୦ତମ ରାଜ୍ୟ...
ନୂଆଦିଲ୍ଲୀ, ୨୬।୧୦(ପି.ଟି.)- ଅଭିଜ୍ଞ ଟେନିସ ତାରକା ଲିଆଣ୍ଡର ପେସ୍ ଭାରତୀୟ ଡେଭିସ କପ୍ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୨୦୧୮ ଏପ୍ରିଲ ପରେ ପ୍ରଥମଥର ପାଇଁ ସେ...