ଭାରତକୁ ମିସାଇଲ ସିଷ୍ଟମ୍‌ ଯୋଗାଇବ ଇସ୍ରାଏଲ: ୫୦ ନିୟୁତ ଡଲାର ଚୁକ୍ତି ସ୍ବାକ୍ଷର

ଜେରୁଜେଲମ୍‌,୧୮ା୭(ପି.ଟି.): ଇସ୍ରାଏଲ୍‌ ଏରୋସ୍ପେସ୍‌ ଇଣ୍ଡଷ୍ଟ୍ରିଜ୍‌ (ଆଇଏଆଇ) ଭାରତୀୟ ଏବଂ ମାଜାଗନ ଡକ୍‌ ସିପ୍‌ବିଲ୍ଡର୍ସଙ୍କୁ ମଧ୍ୟମ ଦୂରଗାମୀ ଭୂପୃଷ୍ଠରୁ ଆକାଶକୁ ଟାର୍ଗେଟ କରାଯାଇପାରୁଥିବା ମିସାଇଲ ସିଷ୍ଟମ୍‌ (ଏମ୍‌ଆର୍‌ଏସ୍‌ଏଏମ୍‌) ଯୋଗାଇଦେବ। ଏଥିପାଇଁ ୫୦ ନିୟୁତ ଡଲାର ମୂଲ୍ୟର ଚୁକ୍ତିନାମା ସ୍ବାକ୍ଷର ହୋଇଛି। ଏହି ରାଜିନାମା ଏକ ବଡ଼ ଅଗ୍ରଗତି ବୋଲି ଆଇଏଆଇର ସିଷ୍ଟମ୍ସ, ମିସାଇଲ ଏବଂ ସ୍ପେସ୍‌ ଗ୍ରୁପ୍‌ର ସାଧାରଣ ପରିଚାଳକ ବୋଆଜ ଲେଭି କହିଛନ୍ତି। ଭାରତୀୟ ନୌସେନା ସହିତ ଆଇଏଆଇର ଭାଗିଦାରିତା ଏବଂ ସମ୍ପର୍କ ସୁଦୃଢ଼ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଉଣ୍ଡକୁ ଡଲାର ତୁଳନାରେ କରାଯିବ ସଶକ୍ତ, କହିଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ…

ଲଣ୍ଡନ,୧।୧୦ : ଗତ କିଛି ଦିନ ମଧ୍ୟରେ ଆମେରିକୀୟ ଡଲାର ତୁଳନାରେ ବ୍ରିଟିଶ ପାଉଣ୍ଡ ହ୍ରାସ ପାଇଛି। ବ୍ରିଟିଶ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ ତାଙ୍କ ସରକାରଙ୍କ...

ଜଷ୍ଟିନ ବିବର ଅସୁସ୍ଥ, କାମ କରୁନାହିଁ ମୁହଁର ଗୋଟିଏ ଭାଗ

ଓଟାୱା,୧୧ ।୬: ଅସୁସ୍ଥ ହୋଇ ପଡିଛନ୍ତି କାନାଡାର ପପଷ୍ଟାର ଜଷ୍ଟିନ ବିବର । ଏକ ଭାଇରସ ଆକ୍ରାନ୍ତ କରିବା ଫଳରେ ତାଙ୍କ ମୁହଁର ଅଧାଭାଗ ପକ୍ଷାଘାତ...

କୁଏତ୍‌ର ନୂଆ ବିଲ୍‌: ୮ଲକ୍ଷ ଭାରତୀୟ ଚାକିରି ହରାଇବା ଆଶଙ୍କା

କୁଏତ୍‌ ସିଟି,୬।୭: କୁଏତ୍‌ ସରକାର ନୂଆ ଅପ୍ରବାସୀ ବିଲ୍‌ ଆଣିବାକୁ ଯାଉଛନ୍ତି। ଏହା ଦ୍ୱାରା ଏଠାରେ ବାସ କରୁଥିବା ୮ଲକ୍ଷରୁ ଅଧିକ ଭାରତୀୟ ଚାକିରି ହରାଇବାର...

ଆଫଗାନିସ୍ତାନ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଆଇଏସ୍‌

କାବୁଲ,୨୯ ।୪: ଆଫଗାନିସ୍ତାନରେ ବଲ୍‌ଖ ଅଞ୍ଚଳରେ ହର ମଜାର-ଏ-ଶରିଫରେ ମିନି ବସ୍‌ରେ ହୋଇଥିବା ୨ଟି ବିସ୍ଫୋରଣରେ ଅତିକମରେ ୯ ଜଣଙ୍କ ମୃତ୍ୟୁ ହେବା ସହ ୧୩...

ଜୈବ ସୁରକ୍ଷା କେନ୍ଦ୍ର ବିକାଶ କରିବାକୁ ତାଇଓ୍ବାନର ଘୋଷଣା, ଜୈବିକ ଅସ୍ତ୍ର ପ୍ରସ୍ତୁତି କରିବା ଆଶଙ୍କା…

ତାଇପେ,୧୬।୭ : ଜୈବିକ ଯୁଦ୍ଧ ବିରୁଦ୍ଧରେ ପ୍ରତିରକ୍ଷାକୁ ମଜବୁତ କରିବା ପାଇଁ ତାଇୱାନ ଜୈବ ନିରାପତ୍ତା ଅନୁସନ୍ଧାନ ଏବଂ ବିକାଶ କେନ୍ଦ୍ର ଗଠନ ପାଇଁ ଯୋଜନା...

ରୁଷିଆ ଉପରେ ୟୁଟ୍ୟୁବ୍‌ର ସର୍ଜିକାଲ ଷ୍ଟ୍ରାଇକ୍‌…

ମସ୍କୋ,୨୭।୨ : ରୁଷିଆ -ୟୁକ୍ରେନ ମଧ୍ୟରେ ଚାଲିଥିବା ମହାଯୁଦ୍ଧ ମଧ୍ୟରେ  ୟୁଟ୍ୟୁବ ପକ୍ଷରୁ ରୁଷିଆକୁ କଡ଼ ଝଟ୍‌କା ଲାଗିଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ୟୁଟ୍ୟୁବ୍‌ ମଧ୍ୟ...

ମିଳିଲା ମଙ୍ଗଳ ମାଟି ଉପଯୋଗୀ ଉଦ୍ଭିଦ

ନୂଆଦିଲ୍ଲୀ, ୨୫ା୮: ମଙ୍ଗଳରେ ମନୁଷ୍ୟ ରହିପାରିବା ଭଳି ପରିବେଶ ସୃଷ୍ଟି ନିମନ୍ତେ ଗବେଷଣାରତ ବୈଜ୍ଞାନିକମାନେ ନୂଆ ନୂଆ ତଥ୍ୟ ଆବିଷ୍କାର କରୁଛନ୍ତି। ପୃଥିବୀର ନିକଟତମ ଗ୍ରହ...

ଆଉ ଲଢ଼ି ହେବନି ଯୁଦ୍ଧ: ଭାରତ ସହ ଆଲୋଚନା ପାଇଁ ଆଗ୍ରହ ପ୍ରକାଶ କଲେ ଶେହବାଜ…

ଇସଲାମାବାଦ,୧।୮ : ପାକିସ୍ତାନରେ ଚାଲିଥିବା ଗୁରୁତର ଅର୍ଥନୈତିକ ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଭାରତ ସହ ଆଲୋଚନା ପ୍ରସ୍ତାବ ଦେଇଛନ୍ତି। ଭାରତ ବିଷୟରେ ସୂଚନା...

Advertisement
Archives

Model This Week