Posted inଜାତୀୟ

ଭାରତକୁ ୧ ବିଲିୟନ ଡଲାର ଦେବ ବିଶ୍ୱବ୍ୟାଙ୍କ

ନୂଆଦିଲ୍ଲୀ,୧୫।୫: କରୋନା ମହାମାରୀର ସଙ୍କଟ ମଧ୍ୟରେ ବିଶ୍ୱ ବ୍ୟାଙ୍କ ଭାରତକୁ ୧ ବିଲିୟନ ଡଲାର ବା ପାଖାପାଖି ୭,୫୦୦ କୋଟି ଟଙ୍କାର ସୋସିଆଲ ପ୍ରୋଟେକ୍ସନ ପ୍ୟାକେଜ(ସମାଜିକ ସୁରକ୍ଷା ପ୍ୟାକେଜ)ଦେବାକୁ ଘୋଷଣା କରିଛି। ଏହା ଭାରତ ସରକାରଙ୍କ କାର୍ଯ୍ୟକ୍ରମ ସହ ଜଡିତ। ବିଶ୍ୱ ବ୍ୟାଙ୍କର ଭାରତ ମୁଖ୍ୟ ଜୁନେଦ କମଲ ଅହମ୍ମଦ କହିଛନ୍ତି, ଏହା ପିଏମ୍‌ ଗରିବ କଲ୍ୟାଣ ଯୋଜନା ପାଇଁ ମଧ୍ୟ ସହାୟକ ହେବ। ଦେଶରେ କରୋନା ଭାଇରସ ରୋଗୀଙ୍କ ଉନ୍ନତ ସ୍କ୍ରିନିଂ, କୋଭିଡ-୧୯ ହସ୍ପିଟାଲର ନବୀକରଣ ଏବଂ ଲ୍ୟାବ ର୍ନିମାଣ ପାଇଁ ବିଶ୍ୱ ବ୍ୟାଙ୍କର ଏହି ପାଣ୍ଠି ବ୍ୟବହାର କରାଯାଇପାରିବ। ସୂଚନାଯୋଗ୍ୟ, ଭାରତର ସ୍ବାସ୍ଥ୍ୟ କ୍ଷେତ୍ରକୁ ସମର୍ଥନ କରିବା ପାଇଁ ଗତ ମାସରେ ଏକ ବିଲିୟନ ଆମେରିକୀୟ ଡଲାର ସହାୟତା ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଇନସ୍‌ ୪୦ ଡିଗ୍ରୀରେ ତ୍ରିରଙ୍ଗା ଉଡାଇଥିଲେ ସହକାରୀ ସେନାଧ୍ୟକ୍ଷ ହୁନ୍‌

ଚଣ୍ଡିଗଡ଼,୭।୧: ୧୯୮୪ରେ ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ‘ଅପରେଶନ ମେଘଦୂତ’ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ସହକାରୀ ସେନାଧ୍ୟକ୍ଷ(ଅବସରପ୍ରାପ୍ତ) ଜେନରାଲ ପିଏନ୍‌ ହୁନ୍‌ଙ୍କର ସୋମବାର ସନ୍ଧ୍ୟାରେ...

ଆଉଜଣେ ଫୁଡ ଡେଲିଭରି ବୟ କରୋନା ପଜିଟିଭ

ହାଇଦ୍ରାବାଦ,୨୦।୪: ଦିଲ୍ଲୀ ପରେ ଏବେ ଚିନ୍ତାରେ ପଡିଯାଇଛନ୍ତି ହାଇଦ୍ରାବାଦ ବାସିନ୍ଦା। ରବିବାର ଏଠାରେ ଜଣେ ଫୁଡ୍‌ ଡେଲିଭରି ବୟ କରୋନା ପଜିଟିଭ ଚିହ୍ନଟ ହେବା ପରେ...

‘ଆମ ଯବାନମାନେ ଶହୀଦ ହେଉଛନ୍ତି, ତୁମେ ଟି୨୦ ଖେଳିବ’

ହାଇଦ୍ରାବାଦ୍‌,୧୯।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଟି ବିଷୟରେ ମୁହଁ ଖୋଲୁ ନାହାନ୍ତି। ପ୍ରଥମତଃ ବଢ଼ୁଥିବା ତୈଳ ଦର ଓ ଦ୍ୱିତୀୟଟି ହେଲା ଲଦାଖରେ ଆମ ସୀମା...

ଟିପୁ ସୁଲତାନ୍‌ ଜୟନ୍ତୀ ନେଇ କର୍ନାଟକରେ ପୁଣି ରାଜନୀତି: ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ଚିଠି ଲେଖିଲେ ଭାଜପା ବିଧାୟକ

ବେଙ୍ଗାଲୁର୍‌,୩୦।୭: କର୍ନାଟକ କ୍ଷମତା ଦଖଲ ଡ୍ରାମା ଶେଷ ହେବା ପରେ ଏବେ ଟିପୁ ସୁଲତାନ୍‌ ଜୟନ୍ତୀ ପାଳନ ନେଇ ଆରମ୍ଭ ହୋଇଛି ରାଜନୀତି। ଏହାକୁ ପାଳନ...

ବାମ ସରକାରର ସଂସ୍କରଣ ଟିଏମ୍‌ସି

ନୂଆଦିଲ୍ଲୀ, ୮।୨: ପଶ୍ଚିମବଙ୍ଗର ସାମ୍ପ୍ରତିକ ସ୍ଥିତି ପାଇଁ ସେଠାର ରାଜନୀତିକୁ ଦାୟୀ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କେବଳ ଭାଜପା ବେଙ୍ଗଲରେ ଅସଲ ପରିବର୍ତ୍ତନ ଆଣିପାରିବ...

ଅଧ ରାତିର କାହାଣୀ: ସାଗରଙ୍କୁ ହକି ବାଡିରେ ୩୦ରୁ ୪୦ ମିନିଟ୍‌ ପର୍ଯ୍ୟନ୍ତ ପିଟିଥିଲେ ସୁଶୀଲ

ନୂଆଦିଲ୍ଲୀ,୪।୮: ଜାତୀୟ ରେସଲିଂ ଚାମ୍ପିଅନ ସାଗର ଧନଖର ହତ୍ୟା ମାମଲାରେ ପୁଣି ନୂଆ ଖୁଲାସା ହୋଇଛି। ରେସଲର ସୁଶୀଲ କୁମାର ଏବଂ ତାଙ୍କ ସହଯୋଗୀମାନେ ଛତ୍ରସାଲ...

ଆଜି ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭଗଓ୍ବନ୍ତ

ଚଣ୍ଡିଗଡ, ୧୬।୩: ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି)ର ବିପୁଳ ପରିମାଣରେ ବିଜୟ ପରେ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଭଗଓ୍ବନ୍ତ ମାନ। ସ୍ବାଧୀନତା...

ସାଙ୍ଗ ଆଙ୍ଗୁଠି ଚମଡ଼ା ନେଇ ରେଲ୍‌ଓ୍ବେ ପରୀକ୍ଷା

ଭଦୋଦରା, ୨୬ା୮:ରେଳ ବିଭାଗରେ ଚାକିରି ପାଇବା ପାଇଁ ଜଣେ ଆଶାୟୀ ଅଜବ ଉପାୟ ବାଛିଛନ୍ତି। ଆବେଦନକାରୀଙ୍କ ସାଙ୍ଗ ଡମି କ୍ୟାଣ୍ଡିଡେଟ୍‌ ଭାବେ ପରୀକ୍ଷା କେନ୍ଦ୍ରକୁ ଯିବା...

Advertisement
Archives

Model This Week