Posted inଜାତୀୟ

ଭାରତଛାଡ଼ ଆନ୍ଦୋଳନର ୭୭ ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ,୯।୮: ଭାରତଛାଡ଼ ଆନ୍ଦୋଳନ ତଥା ଅଗଷ୍ଟ କ୍ରାନ୍ତି ଦିବସର ୭୭ତମ ବାର୍ଷିକୀ ଗୁରୁବାର ପାଳିତ ହୋଇଛି। ଭାରତର ସ୍ବାଧୀନତା ଆନ୍ଦୋଳନରେ ଏହା ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଥିଲା। ୧୯୪୨ ଅଗଷ୍ଟ ୮ରେ ମୁମ୍ବାଇରେ ଅନୁଷ୍ଠିତ ଭାରତୀୟ ଜାତୀୟ କଂଗ୍ରେସ ବୈଠକରେ ମହାତ୍ମା ଗାନ୍ଧୀ ବ୍ରିଟିଶ୍‌ ସରକାରଙ୍କୁ ଭାରତ ଛାଡିଚାଲିଯିବା ପାଇଁ ଆହ୍ବାନ ଦେଇଥିଲେ। ସ୍ବାଧୀନତା ଆନ୍ଦୋଳନରେ ଆତ୍ମ ବଳିଦାନ ଦେଇଥିବା ଶହୀଦଙ୍କ ସ୍ମୃତିଚାରଣ ସହିତ ସ୍ବାଧୀନତା ସଂଗ୍ରାମୀଙ୍କୁ କୃତଜ୍ଞ ରାଷ୍ଟ୍ର ଏହି ଦିନରେ ଶ୍ରଦ୍ଧାଞ୍ଜଳି ଜଣାଇଛି। ଗଠନମୂଳକ ମନୋଭବ ନେଇ ରାଷ୍ଟ୍ର ନିର୍ମାଣରେ ସାମିଲ ହେବାକୁ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ତାଙ୍କ ବାସଭବନରେ ଅନୁଷ୍ଠିତ ଉତ୍ସବରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦ-କ୍ଷମତା ଲୋଭ ନାହିଁ, କିନ୍ତୁ ଜିଦ୍‌ରେ ମୁଁ ଅଟଳ, କହିଲେ ଉଦ୍ଧବ…

ମୁମ୍ବାଇ, ୨୪।୬ : ମହାରାଷ୍ଟ୍ରର ଦ୍ରୁତ ପରିବର୍ତ୍ତନଶୀଳ ଘଟଣାକ୍ରମ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ପଦବୀରେ ତାଙ୍କର କୌଣସି ମୋହ ନାହିଁ।...

କରୋନାକୁ ଡର ନାହିଁ: ପ୍ଲେଗ ସମୟରେ ଡାକ୍ତର ନ ଥିଲେ ଏବେ ଡାକ୍ତର ଅଛନ୍ତି

ଲକ୍ଷ୍ନୌ,୧୬।୪: କରୋନା ସଂକ୍ରମଣକୁ ନେଇ ସାରା ବିଶ୍ୱ ଭୟଭୀତ ହୋଇଯାଇଥିବା ବେଳେ ଏବେ ଜଣେ ୧୨୦ ବର୍ଷର ବୃଦ୍ଧା ସମସ୍ତଙ୍କୁ ସାହାସ ଯୋଗାଇଛନ୍ତି। ଉତ୍ତରପ୍ରଦେଶ ବାନ୍ଦାର...

ରାଜଘାଟରେ କଂଗ୍ରେସର ସତ୍ୟାଗ୍ରହ

ନୂଆଦିଲ୍ଲୀ,୨୩।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ସୋମବାର ଅପରାହ୍ନରେ ଦିଲ୍ଲୀର ରାଜଘାଟରେ କଂଗ୍ରେସ ଏହାର ବିରୋଧରେ ସତ୍ୟାଗ୍ରହ...

ବିଚ୍ଛେଦର ୭୪ ବର୍ଷ ପରେ ଏକାଠି ହେଲେ ଦୁଇ ଭାଇ

ନୂଆଦିଲ୍ଲୀ,୧୨।୧: ୧୯୪୭ରେ ଭାରତ-ପାକିସ୍ତାନ ବିଭାଜନ ବେଳେ ପରସ୍ପରଠୁ ବିଚ୍ଛେଦ ହୋଇଯାଇଥିଲେ ଦୁଇ ଭାଇ। ବିଚ୍ଛେଦ ହେବାର ୭୪ ବର୍ଷ ପରେ ଦୁଇ ଭାଇ ପରସ୍ପରକୁ ଭେଟିଛନ୍ତି...

ଅମୃତସରରୁ ଲଣ୍ଡନ ସିଧା ଉଡିବ ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୧୬ ।୧: ଏୟାର ଇଣ୍ଡିଆ ପକ୍ଷରୁ ଅମୃତସରରୁ ଲଣ୍ଡନ ଓ ବର୍ମିହାମ ପାଇଁ ଅତିରିକ୍ତ ସିଧାସଳଖ ବିମାନ ଯାତ୍ରା ଆରମ୍ଭ ହେବାକୁ ଯାଉଛି । ଏହା...

ପଶ୍ଚିମବଙ୍ଗ ନଦିଆ ଜିଲାରେ ଅଗଷ୍ଟ ୧୮ରେ ପାଳିତ ହେବ ସ୍ବାଧୀନତା ଦିବସ

କୋଲକତା,୧୫।୮: ଦେଶ ସାରା ଗୁରୁବାର ସ୍ବାଧୀନତା ଦିବସ ପାଳିତ ହେଉଛି। ତେବେ ପଶ୍ଚିମବଙ୍ଗର ନଦିଆ ଜିଲାରେ ଅଗଷ୍ଟ ୧୫ ବଦଳରେ ଅଗଷ୍ଟ ୧୮ରେ ସ୍ବାଧୀନତା ଦିବସ...

ନିୟନ୍ତ୍ରଣ ରେଖାରେ ପାକିସ୍ତାନୀ ଡ୍ରୋନ୍‌: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୨୦।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଆର.ଏସ୍‌.ପୁରା ସେକ୍ଟରରେ କିଛି ସମୟ ପାଇଁ ଭାରତୀୟ ସୀମା ଭିତରକୁ...

ବଦ୍ରିନାଥ ଓ କେଦାରନାଥରେ ବର୍ଷା ଓ ତୁଷାରପାତ: ଅଟକିଲା ଯାତ୍ରା

ଡେରାଡୁନ,୧।୫: ବଦ୍ରିନାଥ ଓ କେଦାରନାଥ ଧାମରେ ଲଗାଣ ବର୍ଷା ଓ ତୁଷାରପାତ ଯୋଗୁ ଚାରିଧାମ ଯାତ୍ରାକୁ ବନ୍ଦ କରି ଦିଆଯାଇଛି। ଏନେଇ ପ୍ରଶାସନ ପକ୍ଷରୁ ସୂଚନା...

Advertisement
Archives

Model This Week