Posted inଜାତୀୟ

ଭାରତଠାରୁ କେହି ଇଞ୍ଚେ ଜମି ନେଇପାରିବନି: ମୋଦି

ନୂଆଦିଲ୍ଲୀ,୧୯ା୬-ଭାରତ ସୀମା ମଧ୍ୟରେ ଚାଇନା ପ୍ରବେଶ କରିନାହିଁ କିମ୍ବା କୌଣସି ଘାଟିକୁ ଦଖଲ କରିନାହିଁ। ଭାରତଠାରୁ କେହି ଇଞ୍ଚେ ବି ଜମି ନେଇପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକ ଶେଷରେ ଗଣମାଧ୍ୟମକୁ କହିଛନ୍ତି। ଭାରତର ୨୦ ଯବାନ ଶହୀଦ ହୋଇଛନ୍ତି। କିନ୍ତୁ ଭାରତ ମାତା ପ୍ରତି ଯେଉଁମାନେ ଦୁଃସାହସ ପ୍ରଦର୍ଶନ କରିଥିଲେ ସେମାନେ ଶିକ୍ଷା ପାଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ଭାରତ ପାଖରେ ଯେଉଁ ସାମର୍ଥ୍ୟ ରହିଛି, କେହି ଆମର ଇଞ୍ଚେ ହେଲେ ବି ଜମି ଉପରେ ଆଖି ପକାଇବାକୁ ସାହସ କରିବ ନାହିଁ। ଏକସଙ୍ଗେ ଏକାଧିକ କ୍ଷେତ୍ରରେ ପହଞ୍ଚତ୍ବାର ସାମର୍ଥ୍ୟ ଭାରତ ପାଖରେ ରହିଥିବା ପ୍ରଧାନମନ୍ତ୍ରୀ କହିଥିଲେ। ସୀମା ପ୍ରସଙ୍ଗରେ ସବୁ ଦଳ ସରକାରଙ୍କ ପଛରେ ରହିଥିବା ସର୍ବଦଳୀୟ ବୈଠକରେ ମତ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri