Posted inଖେଳ

ଭାରତ,ବାଂଲାଦେଶ ଦଳକୁ ଧନ୍ୟବାଦ ଦେଲେ ବିସିସିଆଇ ସଭାପତି

ନୂଆଦିଲ୍ଲୀ,୪।୧୧(ପି.ଟି.)- ଦେଶର ରାଜଧାନୀରେ ଅତ୍ୟଧିକ ପ୍ରଦୂଷଣ ସତ୍ତ୍ୱେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳିଥିବାରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ସୋମବାର ଭାରତୀୟ ଅଧିନାୟକ ରୋହିତ ଶର୍ମା ଓ ବାଂଲାଦେଶ ଦଳକୁ ଧନ୍ୟବାଦ ଜଣାଇଛନ୍ତି। ଦିଲ୍ଲୀ ସରକାର ଏନ୍‌ସିଆର ଅଞ୍ଚଳରେ ସ୍ବାସ୍ଥ୍ୟ ଜରୁକାଳୀନ ସ୍ଥିତି ଘୋଷଣା କରିଛନ୍ତି। ରବିବାର ସକାଳେ ବାୟୁ ମାନ ସୂଚକାଙ୍କ (ଏକ୍ୟୁଆଇ) ୯୯୯ରେ ପହଞ୍ଚତ୍ଥିଲା। ଧୂଳି ଓ ଧୂଆଁର ବହଳ ଆସ୍ତରଣ ଆକାଶକୁ ଘେରି ରଖିଥିଲା। ରୋହିତ ଶର୍ମା ଓ ବାଂଲାଦେଶ ଦଳକୁ ପ୍ରତିକୂଳ ସ୍ଥିତିରେ ଖେଳିବା ପାଇଁ ଧନ୍ୟବାଦ୍‌ ବୋଲି ଗାଙ୍ଗୁଲି ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜ ଘରେ ଇଂଲଣ୍ଡକୁ ପରାଜିତ କରିବା ପରେ ଏପରି କହିଲେ ରୋହିତ ଶର୍ମା

ବର୍ମିଂହାମ,୧୦।୭: ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌କୁ ୪୯ ରନ୍‌ରେ ଜିତି ନେଇଛି ଟିମ୍‌ ଇଣ୍ଡିଆ। ଫଳରେ ୨-୦ରେ ଅଗ୍ରଣୀ...

ଏହି କ୍ରିକେଟର୍‌ଙ୍କ ମସାଜ୍‌ କଲେ ବିରାଟ କୋହଲି: ଦେଖନ୍ତୁ ଭିଡିଓ

ମୁମ୍ବାଇ,୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୨ର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରି ଚାରି ଉଇକେଟ ବିଜୟ ହାସଲ କରିଥିଲା। ୩ଟି ମ୍ୟାଚ୍‌ରେ...

୧୧୨ ରନରେ ସିଏସକେର ବୃହତ ବିଜୟ …

ଜୟପୁର,୧୪।୫ : ଆଇପିଏଲ ୨୦୨୩ର ୬୦ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ(ଆରଆର) ବିପକ୍ଷରେ ରବିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ୧୧୨ ରନରେ ବିଜୟ ହାସଲ କରିଛି। ଧାର୍ଯ୍ୟ...

ଶ୍ରେୟାସଙ୍କ ଶତକ

ହାମିଲଟନ, ୫।୨- ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଶତକ ହାସଲ କରିଛନ୍ତି। ଏହା ତାଙ୍କ ଅନ୍ତର୍ଜାତୀୟ...

୧୪ ଟି୨୦ ମ୍ୟାଚ୍‌ରେ ଗୋଟିଏ ଶତକ, ୭ ଅର୍ଦ୍ଧଶତକ; ଜାଣନ୍ତୁ କିଏ ଏହି ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ, ୫।୯: ଭ୍ରମଣକାରୀ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୨ ରନରେ ବିଜୟୀ ହୋଇଛି। ସାଉଥାମ୍ପଟନରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ...

ଫ୍ରେଞ୍ଚ୍‌ ଓପନ ଟେନିସ: ଜିଡାନସେକ୍‌ ସେମିଫାଇନାଲରେ

ପ୍ୟାରିସ, ୯।୬-ସ୍ଲୋଭାନିଆର ତାମାରା ଜିଡାନସେକ୍‌ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ଖେଳାଳି ଭାବେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ...

ପଡ଼ିଆ ଭିତରେ ବଟଲରଙ୍କ ସହ କୋହଲିଙ୍କ ତୁ ତୁ ମେଁ ମେଁ: ରାଗିଯାଇ…

ଅହମ୍ମଦାବାଦ,୨୧।୩: ଶନିବାର ଖେଳାଯାଇଥିବା ନିର୍ଣ୍ଣାୟକ ଟି୨୦ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଇଂଲଣ୍ଡ ଓପନର ଜୋସ ବଟଲରଙ୍କ ସହ କଥା କଟାକଟି ଦେଖିବାକୁ ମିଳିଥିଲା।...

ସନ୍‌ରାଇଜର୍ସକୁ ହରାଇଲା ସୁପରକିଙ୍ଗ୍ସ

ଦୁବାଇ,୧୪।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସ ୨୦ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା...

Advertisement
Archives

Model This Week