ଭାରତରୁ ଆସୁଥିବା ଲୋକଙ୍କ ପ୍ରତି ରୋକ ଲଗାଇଲା ଏହି ଦେଶ, କହିଲା ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ

କାନ୍‌ବେରା,୨।୫: ଭାରତରେ ବର୍ତ୍ତମାନ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରତିଦିନ ଲକ୍ଷଲକ୍ଷ ନୂଆ ମାମଲା ସାମ୍ନାକୁ ଆସୁଛି। ଏହାକୁ ଦୃଷ୍ଟିରେ ରଖି ବିଶ୍ୱର କେତେକ ଦେଶ ନିଜ ଦେଶର ନାଗରିକଙ୍କ ସୁରକ୍ଷା ପାଇଁ ଭାରତ ନ ଯିବା ଏବଂ ଭାରତରୁ ଆସୁଥିବା ଲୋକଙ୍କ ପ୍ରତି ରୋକ ଲଗାଇଛନ୍ତି। ଅଷ୍ଟ୍ରେଲିଆ ମଧ୍ୟ ନିଜ ଦେଶର ନାଗରିକମାନଙ୍କୁ କହିଛି, ଆପଣମାନେ ଭାରତ ଯିବେ ତ ସମସ୍ୟାରେ ପଡ଼ିବେ। ତେଣୁ ଭାରତ ଯାଆନ୍ତୁ ନାହିଁ। ସେହିପରି ଭାରତରୁ ଅଷ୍ଟ୍ରେଲିଆ ଆସୁଥିବା ବ୍ୟକ୍ତିବିଶେଷଙ୍କ ପ୍ରତି ପ୍ରତିବନ୍ଧକ ଲଗାଇଛି। ଅଷ୍ଟ୍ରେଲିଆ କହିଛି, ଯଦି ଏହି ନିୟମ କିଏ ଉଲ୍ଲଂଘନ କରେ ତେବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କରୋନା ସମୟରେ ଭାରତରୁ ଅଷ୍ଟ୍ରେଲିଆ ଆସୁଥିବା ଲୋକଙ୍କୁ ୫ ବର୍ଷର ଜେଲ୍‌ଦଣ୍ଡ ଏବଂ ଜରିମାନା ଲଗାଇବ ବୋଲି ଅଷ୍ଟ୍ରେଲିଆ କହିଛି।

ଅଷ୍ଟ୍ରେଲିଆର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଭାରତରେ ଯେତେଦିନ ପର୍ଯ୍ୟନ୍ତ କରୋନା ସଂକ୍ରମଣ ବୃଦ୍ଧି ପାଇଚାଲିଥିବ ଏହି ନିୟମ ସେତେଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ପୁଣି ଝଟ୍‌କା: ଲଦାଖ ପ୍ରସଙ୍ଗରେ ଭାରତ ସମର୍ଥନରେ ବାହାରିଲା ଏହି ଦେଶ

ଟୋକିଓ,୩।୭: ଲଦାଖ ଗଲୱାନ ଉପତ୍ୟକାରେ ସଂଘର୍ଷ ପରେ ଭାରତ ଓ ଚାଇନା ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ଏହି ବିବାଦକୁ ନେଇ ଶୁକ୍ରବାର ଜାପାନ...

ବାହାର ରାଜ୍ୟର ଲୋକଙ୍କ ପାଇଁ ଗଞ୍ଜାମରେ ଅତିଥି ଟ୍ରାନ୍‌ଜିଟ୍‌ କ୍ୟାମ୍ପ୍‌

ଛତ୍ରପୁର,୯ା୪(ଡି.ଏନ୍‌.ଏ.): ବାହାର ରାଜ୍ୟର ଶ୍ରମିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅତିଥିଙ୍କ ମର୍ଯ୍ୟାଦା ଦିଆଯାଇଛି। ଏମାନଙ୍କ ରହିବା ପାଇଁ ଜିଲା...

ପାକିସ୍ତାନରେ ପହଞ୍ଚିଲେ ୧୭ ଜଣିଆ ଆମେରିକା ପ୍ରତିନିଧି ଦଳ

ଇସଲାମାବାଦ୍‌,୭।୯: ପାକିସ୍ତାନରେ ଆମେରିକାର ୧୭ ଜଣିଆ ପ୍ରତିନିଧି ଦଳ ପହଞ୍ଚିଛନ୍ତି। ଶନିବାର ପାକିସ୍ତାନରେ ପହଞ୍ଚିଥିବା ପ୍ରତିନିଧି ଦଳ ଆଫଗାନିସ୍ତାନ ସମସ୍ୟା ନେଇ ପାକିସ୍ତାନ ପ୍ରତିପକ୍ଷଙ୍କ ସହିତ...

ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇ ଭୋ ଭୋ କାନ୍ଦିଲେ ଏହି କୁନି କଳାକାର

ବେଜିଂ,୧୦।୩: ୮ ବର୍ଷର କୁନି କଳାକାର ଆଲାନ କିମ୍‌ ଭାବପ୍ରବଣ ହୋଇଯାଇଥିବା ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଆଲାନଙ୍କୁ ଫିଲ୍ମ ‘ମିନାରୀ’ରେ...

ଆମେରିକାରେ ବିସ୍ଫୋରଣ: ଜଣେ ପୋଲିସ ଅଧିକାରୀଙ୍କ ସମେତ ଚାଲିଗଲା ୧୦ ଜଣଙ୍କ ଜୀବନ

ଓ୍ବାଶିଂଟନ୍‌,୨୩।୩: ଆମେରିକାର କୋଲୋରୋଡର ବୋଲ୍ଡରରେ ଥିବା ଏକ ଭିଡ଼ ବହୁଳ ସୁପରମାର୍କେଟରେ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ଜଣେ ପୋଲିସ କର୍ମଚାରୀଙ୍କ ସମେତ ୧୦ ଜଣଙ୍କର...

ବଡ଼ ନିଷ୍ପତ୍ତି ନେଲେ ମୋଦି ସରକାର: ହସ୍ପିଟାଲରେ ନିର୍ମାଣ ହେବ ୫୫୧ ଅକ୍ସିଜେନ୍‌ ପ୍ଲାଣ୍ଟ୍‌…

ନୂଆଦିଲ୍ଳୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଥିବାବେଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବ ଯୋଗୁ କରୋନା ଆକ୍ରାନ୍ତଙ୍କ ସମେତ ଅନ୍ୟ...

ପରିବାରର ପ୍ରତ୍ୟାଖ୍ୟାନ ପରେ କରୋନା ମୃତକଙ୍କ ସଂସ୍କାର କରୁଛି ୟୁଥ ଓ୍ବେଲ ଫେୟାର ଏନ୍‌ଜିଓ

ହାଇଦ୍ରାବାଦ,୧୭।୮: ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୦ ହଜାର ଛୁଇଁଥିବା ବେଳେ ଏବେ ଏହା ବେଳକୁ ବେଳ ଉଗ୍ର ରୂପ ଧାରଣ କରିବାକୁ ଯାଉଛି। ତେବେ...

ଯୁଦ୍ଧଠୁ କମ୍‌ ନୁହେଁ ପ୍ରତିଦ୍ୱନ୍ଦ୍ୱିତା

ନ୍ୟୁୟର୍କ,୯ା୫: ୧୯୬୧ରେ ସୋଭିଏଟ ସଂଘ ମହାକାଶକୁ ପ୍ରଥମଥର ପାଇଁ ମଣିଷ ପଠାଇବା ପରେ ଆମେରିକାର ଆମତ୍ବିଶ୍ୱାସ ଉପରେ ବିଦ୍ୟୁତ୍‌ ଆଘାତ ଭଳି ଝଟକା ଲାଗିଥିଲା। ଏବେ...

Advertisement


Archives

Model This Week

Why Dharitri