Posted inଜାତୀୟ

ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନୀ ଆତଙ୍କବାଦୀଙ୍କ ‘ମୁନ୍‌ ମିଶନ୍‌’

ଶ୍ରୀନଗର,୩୦।୯: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ଡେଇଁ ଅନୁପ୍ରବେଶ ପାଇଁ ଆତଙ୍କବାଦୀମାନେ ‘ମୁନ୍‌ ମିଶନ୍‌’ ଯୋଜନା ପ୍ରସ୍ତୁତ କରିଛନ୍ତି। ଅନ୍ୟଦିନ ତୁଳନାରେ ପୂର୍ଣ୍ଣିମା ରାତିରେ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ କରିବା ଲାଗି ଅଧିକ ଉଦ୍ୟମ କରିଥାନ୍ତି। ରାତି ୨ଟାରୁ ଭୋର୍‌ ୫ଟା ମଧ୍ୟରେ ୨୦୨ କିଲୋମିଟର ଲମ୍ବ ଅନ୍ତର୍ଜାତୀୟ ସୀମାରେ ଭାରତ ପକ୍ଷରୁ ଲଗାଯାଇଥିବା ନାଇଟ୍‌ ଭିଜନ୍‌ ଡିଭାଇସ୍‌ ଗୁଡ଼ିକ ଭଲରେ କାମ କରି ନ ଥାଏ। ଏହାର ସୁଯୋଗ ନେଇ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ ଲାଗି ଯୋଜନା କରିଥାନ୍ତି। ଅନ୍ଧାର ରାତିରେ ବାଟ ଜଣାପଡ଼ି ନ ଥାଏ। ତେବେ ପୂର୍ଣ୍ଣିମା ରାତିରେ ଚନ୍ଦ୍ରର ଫିକା ଆଲୋକରେ ବାଟ ସହଜରେ ଜଣା ପଡ଼ିଥାଏ। ତେଣୁ ପୁର୍ଣ୍ଣିମା ରାତିରେ ଭାରତରେ ଅନୁପ୍ରବେଶ ପାଇଁ ଆତଙ୍କବାଦୀମାନେ ପାକିସ୍ତାନୀ ଲଞ୍ଚ୍‌ ପ୍ୟାଡ୍‌ରେ ଅପେକ୍ଷା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ସପ୍ତାହ ମଧ୍ୟରେ କର ପୌର ପରିଷଦ ନିର୍ବାଚନ ଘୋଷଣା, ରାଜ୍ୟ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ…

ନୂଆଦିଲ୍ଲୀ, ୪।୫ : ମହାରାଷ୍ଟ୍ରରେ ସ୍ଥାନୀୟ ପୌର ପରିଷଦ ନିର୍ବାଚନକୁ ନେଇ ରାଜ୍ୟ ସରକାର ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଆସନ୍ତା ୨ ସପ୍ତାହ...

ରାସ୍ତା ବନ୍ଦ କରିପାରିବେନି ବିକ୍ଷୋଭକାରୀ

ନୂଆଦିଲ୍ଲୀ,୧୧ା୨(ପି.ଟି.): ଆନ୍ଦୋଳନ କରିବା ଅଧିକାର ଜନସାଧାରଣଙ୍କର ରହିଛି। ତେବେ ଆନ୍ଦୋଳନ ନାଁରେ ସର୍ବସାଧାରଣ ସ୍ଥାନ ଓ ରାସ୍ତାକୁ ଅବରୋଧ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର...

ଶିବରାଜଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ତୁଳସୀରାମ-ଗୋବିନ୍ଦ ହେଲେ କ୍ୟାବିନେଟ୍‌ ମନ୍ତ୍ରୀ

ଭୋପାଳ,୩।୧: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ମନ୍ତ୍ରିମଣ୍ଡଳରେ ସମ୍ପ୍ରସାରଣ ହୋଇଛି। ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥକ ତୁଳସୀରାମ ସିଲାଓ୍ବଟ ଏବଂ ଗୋବିନ୍ଦ ସିଂ ରାଜପୁତଙ୍କୁ ନୂଆ...

ବଢିଲା ଜ୍ୟାକଲିନ୍‌ଙ୍କ ଅଡ଼ୁଆ

ନୂଆଦିଲ୍ଲୀ,୩୧।୮:ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ସମସ୍ୟା ବଢିବାରେ ଲାଗିଛି। ୨୧୫ କୋଟି ଟଙ୍କା ଠକେଇ ମାମଲାରେ ଦିଲ୍ଲୀର ପଟିଆଲା ହାଉସ କୋର୍ଟ ଜ୍ୟାକଲିନଙ୍କୁ ଡକାଇଛନ୍ତି। ଏହି...

ସିଙ୍ଗାପୁର ଯାଇ ପାରିବେ ନାହିଁ କେଜରିୱାଲ

ନୂଆଦିଲ୍ଲୀ,୨୯ ।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସିଙ୍ଗାପୁର ଗସ୍ତ କରି ପାରିବେ ନାହିଁ । ଦିଲ୍ଲୀ ସରକାରଙ୍କ ପକ୍ଷରୁ ଜାରି ବୟାନରେ କୁହାଯାଇଛି କେନ୍ଦ୍ର...

ଟି-ଶର୍ଟ ପିନ୍ଧି ବିଧାନସଭାକୁ ଆସିଥିଲେ ବିଧାୟକ: ଗୃହରୁ ବିଦା କଲେ ବାଚସ୍ପତି

ଗାନ୍ଧିନଗର,୧୬।୩: ଗୁଜରାଟ ବିଧାନସଭାରେ ଏକ ରୋଚକ ଘଟଣା ଘଟିଛି। ଜଣେ ବିଧାୟକ ଟି-ଶର୍ଟ ପିନ୍ଧି ଗୃହକୁ ଆସିବାରୁ ବାଚସ୍ପତି ତାଙ୍କୁ ବିଦା କରିଦେଇଛନ୍ତି। ସୋମନାଥ ଆସନରୁ...

ସୋସିଆଲ ମିଡ଼ିଆର ବିକାଶ ସହିତ ବଢୁଛି ମିଥ୍ୟା ଖବରର ପ୍ରସାରଣ : ଅନୁରାଗ ଠାକୁର…

ନୂଆଦିଲ୍ଲୀ,୨୯।୧୧ : କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ମଙ୍ଗଳବାର କହିଛନ୍ତି ଯେ ସୋସିଆଲ ମିଡିଆର ଦ୍ରୁତ ବିକାଶ ସହିତ ମିଥ୍ୟା ଖବରର...

ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ହୁଅନ୍ତୁ, ୧୦୦୧ ଶିଡ଼ି ଚଢି ମନ୍ଦିରରେ ପ୍ରାର୍ଥନା କଲେ ଭାଜପା ଏମ୍‌ପି

ବେଙ୍ଗାଲୁରୁ, ୧୯।୭: କର୍ନାଟକରେ ଏବେ ଚାଲିଛି ରାଜନୈତିକ ନାଟକ। କ୍ଷମତା ପାଇଁ ଚାଲିଛି ଜୋରଦାର ଲଢେଇ। ବିଧାନସଭାରେ ଆସ୍ଥା ଭୋଟ ପୂର୍ବରୁ ଭାଜପା ସାଂସଦ ଶୋଭା...

Advertisement
Archives

Model This Week