Posted inଜାତୀୟ

ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ ଜାଣିଶୁଣି କରୁଛି ଅସ୍ତ୍ରବିରତି ଉଲ୍ଲଂଘନ: ସେନାଧ୍ୟକ୍ଷ ବିପିନ ରାଓ୍ବତ

ଚେନ୍ନାଇ,୨୩।୯: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବାପରେ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ସୃଷ୍ଟି କାର୍ଯ୍ୟ ଜାରି ରଖିଛି। ବାଲାକୋଟରେ ପୁଣି ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ସଦସ୍ୟଙ୍କୁ ଆଇଏସ୍‌ଆଇ ଇସାରାରେ ତାଲିମ୍‌ ଦିଆଯାଉଥିବା ଭାରତୀୟ ସେନାଧ୍ୟକ୍ଷ ଜେନେରାଲ ବିପିନ୍‌ ରାଓ୍ବତ୍‌ ଚେନ୍ନାଇଠାରେ ସୋମବାର କହିଛନ୍ତି। ଫେବୃୟାରୀ ୨୬ରେ ଭାରତୀୟ ବାୟୁସେନା ଏୟାର ଷ୍ଟ୍ରାଇକ୍‌ ପରେ ଏଠାରେ ଥିବା ଆତଙ୍କବାଦୀ ଶିବିର ଧ୍ୱଂସ ହୋଇଯାଇଥିଲା। ତେବେ ଏବେ ଏଠାରେ ପୁଣି ଶିବିର ଗଢ଼ି ଉଠିଥିବା ସେ କହିଛନ୍ତି। ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର କରିଛି। ଏଥି ପାଇଁ ଜାଣିଶୁଣି ନିୟନ୍ତ୍ରଣ ରେଖାଠାରେ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ତେବେ ଭାରତୀୟ ଯବାନ ଏହାର କଡ଼ା ମୁକାବିଲା କରିବାକୁ ସର୍ବଦା ପ୍ରସ୍ତୁତ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସ ସିଲ, ଫ୍ଲୋର ଖାଲି, ଜରୁରୀକାଳୀନ ସତର୍କତା… ଆମେରିକାର ପ୍ରତିରକ୍ଷା ବିଭାଗ, ପେଣ୍ଟାଗନରେ ଏହି ବିଶୃଙ୍ଖଳାର କାରଣ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୬: ଆମେରିକାର ପ୍ରତିରକ୍ଷା ବିଭାଗରୁ ପ୍ରମୁଖ ଖବର ଆସିଛି; ଏକ ଜରୁରୀକାଳୀନ ସତର୍କତା ଜାରି କରାଯାଇଛି, ଏବଂ ପେଣ୍ଟାଗନର କିଛି ଅଂଶକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି।…

Extremely Severe Alert: ଆପଣଙ୍କ ଫୋନରେ ଖୁବ ଜୋରରେ ଶବ୍ଦ ସହ ଆସିଥିଲା କି ଆଲର୍ଟ? ଜାଣନ୍ତୁ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ,୧୧।୬; ଯଦି ଆପଣଙ୍କ ମୋବାଇଲ ସ୍କ୍ରିନରେ ହଠାତ ‘ଅତ୍ୟନ୍ତ ଗମ୍ଭୀର ସତର୍କତା’ ଲେଖାଥିବା ଏକ ପପ-ଅପ ମେସେଜ ଝଲସି ଉଠେ, ଏବଂ ତା ସହିତ ଏକ ଜୋରରେ…

ଅବସର ନେବେ ଅକ୍ଷୟ କୁମାର!

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ ‘ୱେଲକମ ଟୁ ଦି ଜଙ୍ଗଲ’ର ଟ୍ରେଲର ରିଲିଜ ହୋଇଛି ଏବଂ ଦର୍ଶକଙ୍କଠାରୁ ଏକ ଚମତ୍କାର ପ୍ରତିକ୍ରିୟା ପାଉଛନ୍ତି; ଅକ୍ଷୟଙ୍କ ପ୍ରଶଂସକମାନେ ଏହାକୁ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମାଗଣା ବସ୍‌ରେ ଯିବେ ନିଟ୍‌ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୧।୬: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ମାଗଣା ବସ୍‌ରେ ଯିବେ ନିଟ୍‌ (UG) ପରୀକ୍ଷାର୍ଥୀ। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ନିର୍ଦ୍ଦେଶ ଜାରି…

ସକ୍ରିୟ ହେଲା ଅଲ ନିନୋ: ମରୁଡ଼ି, ବନ୍ୟା ,ଭୟଙ୍କର ମହାବିନାଶ! ଓଡ଼ିଶାରେ…

ଭୁବନେଶ୍ୱର, ୧୧।୬: ପ୍ରଶାନ୍ତ ମହାସାଗରରେ ‘ଅଲ ନିନୋ’ ସକ୍ରିୟ ହୋଇଯାଇଛି। ବିଶ୍ୱ ପାଣିପାଗ ସଂଗଠନ (WMO) ଏବଂ ପାଣିପାଗ ଏଜେନ୍ସିଗୁଡ଼ିକ ଅନୁଯାୟୀ, ଏହାର ପ୍ରଭାବରେ ସାରା ବିଶ୍ୱରେ…

ମମତା ବାନାର୍ଜୀଙ୍କ ପାଇଁ ଚତୁର୍ଥ ଝଟକା: ଚାରି ଦିନରେ ୪ଟି ଇସ୍ତଫା

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ଦମନକାରୀ ପରାଜୟ ପରେ ତୃଣମୂଳ କଂଗ୍ରେସ ସାମ୍ନାରେ ଥିବା ସଙ୍କଟ ଆହୁରି ଘନିଭୂତ ହେଉଛି। ଦଳ ଭିତରେ ଆରମ୍ଭ…

ରାଜ୍ୟ ସଭା ନିର୍ବାଚନ ଫଳାଫଳ ଘୋଷଣା; ମଧ୍ୟପ୍ରଦେଶରେ ଝଟକା ମଧ୍ୟରେ କଂଗ୍ରେସ ପାଇଁ ରହିଛି ଭଲ ଖବର

ନୂଆଦିଲ୍ଲୀ,୧୧।୬: ଗୁରୁବାର (ଜୁନ ୧୧, ୨୦୨୬), ମଧ୍ୟପ୍ରଦେଶ, ଗୁଜରାଟ ଏବଂ କର୍ନାଟକରୁ ୧୪ ଜଣ ପ୍ରାର୍ଥୀ ନିରପେକ୍ଷ ଭାବରେ ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହୋଇଥିଲେ; କୌଣସି…

ଭାରତୀୟ ଜାହାଜ ଉପରେ ମିଶାଇଲ ଆକ୍ରମଣ, ଶେଷରେ ସ୍ବୀକାର କଲା ଆମେରିକା

ଓ୍ବାଶିଂଟନ,୧୧।୬: ଆମେରିକାର କେନ୍ଦ୍ରୀୟ କମାଣ୍ଡ (CENTCOM) ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଥିବା ସ୍ବୀକାର କରିଛି। ଓମାନ ଉପକୂଳ ନିକଟରେ ଜଣେ ଭାରତୀୟ କର୍ମଚାରୀଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri