Posted inଜାତୀୟ

ଭାରତରେ ଆମେରିକା ବୈଦେଶିକ ମନ୍ତ୍ରୀ ପୋମ୍ପିଓ: ଆଜି ମୋଦିଙ୍କୁ ଭେଟିବେ

ନୂଆଦିଲ୍ଲୀ,୨୬।୬: ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକ ପୋମ୍ପିୟୋ ତିନିଦିନିଆ ଭାରତ ଗସ୍ତରେ ଆସିଛନ୍ତି ମାଇକ ପୋମ୍ପିୟୋ। ଏହି ଗସ୍ତ ଅବସରରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବୈଦେଶିକ ମନ୍ତ୍ରୀ ସୁବ୍ରମଣ୍ୟମ ଜୟଶଙ୍କରଙ୍କୁ ମାଇକ ପୋମ୍ପିୟୋ ଭେଟିବାର କାର୍ଯ୍ୟକ୍ରମ ରହିଛି। ଜୁଲାଇ ପ୍ରଥମ ସପ୍ତାହରେ ଜାପାନରେ ଜି-୨୦ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଥିବାବେଳେ ପୋମ୍ପିଓଙ୍କ ଭାରତ ଗସ୍ତ କୁଟନୈତିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଏହି ଗସ୍ତବେଳେ ଆମେରିକା-ଭାରତ ଦ୍ୱିପାକ୍ଷିକ ସମ୍ପର୍କ ଉପରେ ଆଲୋଚନା ହେବ। ଉଭୟ ଦେଶର ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି ମାଇକ। ସୂଚନାଯୋଗ୍ୟ,ଭାରତ ଆସିବା ପୂର୍ବରୁ ମାଇକ ପୋମ୍ପିୟୋ ଆମେରିକାର ଏକ ସମ୍ମିଳନୀରେ କହିଥିଲେ, ମୋଦି ଅଛନ୍ତି ତ ସବୁ ସମ୍ଭବ। ଦୁଇଦେଶ ମଧ୍ୟରେ ସମ୍ପର୍କ ଆହୁରି ଦୃଢ ହେବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଭାରତରେ ସୁନା ଆମଦାନୀରେ ବମ୍ପର ହ୍ରାସ, PM ମୋଦିଙ୍କ ଅପିଲ ନା ଆଉ କିଛି କାରଣ? ଜାଣନ୍ତୁ…

ନୂଆଦିଲ୍ଲୀ,୭।୯: ଭାରତରେ ସୁନାର ଚାହିଦା ଏବଂ ଆମଦାନୀକୁ ନେଇ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳୁଛି। ପ୍ରକାଶିତ ତଥ୍ୟ ଅନୁସାରେ, ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ…

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri