Posted inଜାତୀୟ

ଭାରତରେ ଇରାନ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୧୫ା୧(ପି.ଟି.): ଇରାନର ବହିର୍ବ୍ୟାପାର ମନ୍ତ୍ରୀ ଜଭାଦ୍‌ ଜରିଫ୍‌ ୩ ଦିନିଆ ଭାରତ ଗସ୍ତରେ ଆସି ମଙ୍ଗଳବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଇରାନ-ଆମେରିକା ମଧ୍ୟରେ ତିକ୍ତତା ବଢ଼ୁଥିବାବେଳେ ଜରିଫ୍‌ଙ୍କ ଭାରତ ଗସ୍ତ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ମନେହୁଏ। ବୁଧବାର ଜରିଫ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିକାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଜରିଫ୍‌ଙ୍କ ସହ ଆଲୋଚନା କରିବେ। ଇରାନ ମିଲିଟାରୀ କମାଣ୍ଡର ମେଜର ଜେନେରାଲ ସୋଲେମାନୀଙ୍କୁ ଆମେରିକା ଡ୍ରୋନ୍‌ ଆକ୍ରମଣ କରି ହତ୍ୟା କରିବା ପରେ ଉପୁଜିଥିବା ତିକ୍ତତାକୁ ଦୂରକରିବା ଲାଗି ଭାରତ ପ୍ରୟାସ କରିବ। ଶୁକ୍ରବାର ସେ ସମସ୍ତ କାର୍ଯ୍ୟକ୍ରମ ଶେଷକରି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଗଣା ବିଅର ପାଇଲେ କରୋନା କଥା ଚିନ୍ତା କରୁଛି କିଏ

ବାଙ୍ଗାଲୋର,୨୨।୪ : କରୋନାର ଦ୍ୱିତୀୟ ଲହର ଯୋଗୁ ଦେଶରେ ଦୈନିକ ସଂକ୍ରମଣ ପ୍ରତ୍ୟେକ ଦିନ ରେକର୍ଡ କରୁଛି। ଏହା ସତ୍ତ୍ୱେ ବଦଳି ନାହିଁ ଲୋକଙ୍କ ମାନସିକତା।...

ଗୋଟିଏ ଆମ୍ବୁଲାନ୍ସରେ ୨୨ ମୃତଦେହ ଶ୍ମଶାନ ଯିବା ଘଟଣା: ହାଇକୋର୍ଟ ମାଗିଲେ ଜବାବ

ମୁମ୍ବାଇ,୨୭।୪: ମହାରାଷ୍ଟ୍ରରେ କରୋନା ପରିସ୍ଥିତି ଭୟାବହ ହୋଇଛି। ଏଠାରେ ପ୍ରତିଦିନ ଶହ ଶହ ଲୋକ ପ୍ରାଣ ହରାଉଛନ୍ତି। ଏହାସହ ମୃତଦେହ ପୋଡିବା ପାଇଁ ଶ୍ମଶାନରେ ଯାଗା...

ମମତାଙ୍କ ଉପରୁ ବିଶ୍ୱାସ ହରାଉଛନ୍ତି ତୃଣମୂଳ ବିଧାୟକ: ଦିଲ୍ଲୀପ ଘୋଷ

କୋଲକାତା,୨୮।୧୧: ତୃଣମୂଳରେ ଜାରି ରହିଥିବା ଘର କଳି ଏବେ ବାହାରକୁ ଆସିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରୁ ତୃଣମୂଳ କଂଗ୍ରେସ ବିଧାୟକମାନେ ବିଶ୍ୱାସ ହରାଉଛନ୍ତି।...

ବାର୍ଡ ଫ୍ଲୁ ଆତଙ୍କ: କେରଳରେ ବିପର୍ଯ୍ୟୟ ଘୋଷଣା, ଚିକେନ୍‌-ଅଣ୍ଡା ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫।୧: ମହାମାରୀ କରୋନା ପରେ ଏବେ ଦେଶରେ ନୂଆ ସଙ୍କଟ ଦେଖାଦେଇଛି। ଦେଶର ଅନେକ ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ ସୃଷ୍ଟି ହୋଇଛି। ରାଜସ୍ଥାନ, ମଧ୍ୟପ୍ରଦେଶ...

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ନିଜ ଗଳା କାଟିଲେ ଅଭିଯୁକ୍ତ

ଛତରପୁର,୧୮।୯: ମଧ୍ୟ ପ୍ରଦେଶର ଛତରପୁର ଜିଲା ଅଦାଲତରେ ଜଣେ ଅଭିଯୁକ୍ତ ଗଳା କାଟି ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ମଙ୍ଗଳବାର ଜଣେ ୩୨...

ପ୍ଲାଜ୍‌ମା ଥେରାପିରୁ ସୁଫଳ ମିଳୁନି: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ, ୨୪ା୧୦: କରୋନା ରୋଗୀଙ୍କ ଲାଗି ପ୍ଲାଜ୍‌ମା ଥେରାପି ବିଶେଷ ଫଳପ୍ରଦ ହେବ ବୋଲି କୁହାଯାଇଥିବାବେଳେ ଏହାର କୌଣସି ସୁଫଳ ମିଳୁ ନ ଥିବା ଇଣ୍ଡିଆନ୍‌...

୨୦୨୦: ସରିନାହିଁ ଆନ୍ଦୋଳନ, ରାଜନୀତି

ପୁରୁଣା ବର୍ଷ ୨୦୧୯ ଧରାପୃଷ୍ଠରୁ ବିଦାୟ ନେଇସାରିଛି ଆଉ ପୃଥିବୀରେ ପାଦ ଦେଇଛି ନୂଆବର୍ଷ ୨୦୨୦। ନୂତନବର୍ଷ ସାଙ୍ଗରେ ନେଇ ଆସିଛି ୩୬୬ର (ଅଧିବର୍ଷ) ସମ୍ଭାବନାମୟ...

ରାସ୍ତାରେ ଖେଳିଲେ ମୀନ

ବାରାଣସୀ,୩୦।୯: ସମସ୍ତେ ପୋଖରୀ ଓ ନଦୀମାନଙ୍କରେ ମାଛ ପହଁରୁଥିବାର ଦେଖିଥିବେ। ହେଲେ କେବେ ରାସ୍ତା ଉପରେ ମାଛ ପହଁରୁଥିବାର ଦେଖିଛନ୍ତି। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି...

Advertisement


Archives

Model This Week

Why Dharitri