ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଛୁଇଁଲା: ମହାରାଷ୍ଟ୍ରରେ ସର୍ବାଧିକ ୧୦

ନୂଆଦିଲ୍ଲୀ,୩୧।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ୩୯ ଛୁଇଁଛି। ମଙ୍ଗଳବାର କେରଳରେ ଜଣେ ୬୮ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ମଧ୍ୟପ୍ରଦେଶରେ ୪୯ ବର୍ଷ ବୟସ୍କା ଜଣେ ମହିଳାଙ୍କ ଜୀବନ ଯାଇଛି। କେରଳ ମୃତକଙ୍କ କିଡ୍‌ନୀ କାମ ନ କରିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ସେହିପରି ମଧ୍ୟପ୍ରଦେଶର ମୃତ ମହିଳାଙ୍କ ଡାଇବେଟିସ୍‌ ସହିତ ଉଚ୍ଚ ରକ୍ତଚାପ ଥିବା ଜଣାପଡ଼ିଛି। ମହାରାଷ୍ଟ୍ରରେ ସର୍ବାଧିକ ୧୦ ଜଣଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ହୋଇଥିବା କୁହାଯାଉଛି। ସେହିପରି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୪୭ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

‘ଯଦି ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ମୋତେ ବିହାର ଫେରିବାକୁ ପଡିଥାନ୍ତା…’ – ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବିକ୍ରମ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୨୮।୫: ‘ଯଦି ବଙ୍ଗଳାରେ ସରକାର ପରିବର୍ତ୍ତନ ହୋଇନଥାନ୍ତା, ତେବେ ଆମକୁ ସବୁକିଛି ପରିତ୍ୟାଗ କରି ବିହାର ଫେରିଯିବାକୁ ପଡ଼ିଥାନ୍ତା।’ ଏଗୁଡ଼ିକ ହେଉଛି ଝାରଗ୍ରାମର ଜଣେ ଝାଲମୁଢି ବିକ୍ରେତା…

ଅର୍ଦ୍ଧନିର୍ମିତ ବ୍ରିଜ୍ ପାଇଁ ବିପଦରେ ଲୋକଙ୍କ ଜୀବନ, ସମାଧାନ ପାଇଁ ପ୍ରଶାସନକୁ ଦାବି କଲେ ସ୍ଥାନୀୟ ବାସିନ୍ଦା

ଛତ୍ରପୁର,୨୮।୫(ଦିଲ୍ଲୀପ ସାମଲ) : ଗମନାଗମନ ସୁବିଧା ପାଇଁ ସରକାର ବିଭିନ୍ନ ବିକାଶମୂଳକ ପଦକ୍ଷେପ ନେଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ମାତ୍ର ୩ ଶବ୍ଦରେ ଜବାବ ଦେଲେ ବୈଭବ

ନୂଆଦିଲ୍ଲୀ,୨୮।୫: IPL 2026 ଏଲିମିନେଟର ମ୍ୟାଚ ସମୟରେ ସମଗ୍ର ବିଶ୍ୱ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଚମତ୍କାରିତା ଦେଖିଥିଲା। ବୈଭବ ମାତ୍ର 29 ବଲରେ 97 ରନ କରିଥିଲେ,…

ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା କାର୍, ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର,୨୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଢେଙ୍କାନାଳରୁ ଘଟଗାଁ ଯାଉଥିବା ବେଳେ ରାସୋଳ ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri