ଭାରତରେ କରୋନା ସଂକ୍ରମଣ ତାଲିକା: ମହାରାଷ୍ଟ୍ର ପଛକୁ ଦିଲ୍ଲୀ

ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଇତିମଧ୍ୟରେ ୧୪, ୩୭୮ରେ ପହଞ୍ଚିଛି। ସଂକ୍ରମିତଙ୍କ ତାଲିକାରେ ରାଜ୍ୟ ମଧ୍ୟରେ ମହାରାଷ୍ଟ୍ର ଆଗରେ ରହିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୩ ,୦୦୦ ଟପିଛି। ସେହିପରି ତାଲିକାର ଦ୍ୱିତୀୟ ସ୍ଥାନରେ ଦିଲ୍ଲୀ ରହିଛି। ,ଠାରେ ସଂକ୍ରମିତଙ୍କ ସଂଖ୍ୟା ୧୭,୦୦ ଛୁଇଁଛି। ଏହାପଛକୁ ତାମିଲନାଡୁ ରହିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୧୩,୨୩ ଟପିଛି। ସେହିପରି ଚତୁର୍ଥ ସ୍ଥାନରେ ମଧ୍ୟପ୍ରଦେଶ ରହିଛି। ଏଠାରେ ୧୩,୧୦ ଜଣ ସଂକ୍ରମିତ ଅଛନ୍ତି। ରାଜସ୍ଥାନରେ ସଂକ୍ରମିତଙ୍କ ସଂଖ୍ୟା ୧୨,୨୯ ଥିବାବେଳେ ଗୁଜରାଟରେ ଏହି ସଂଖ୍ୟା ୧୦୯୯ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri