Posted inଜାତୀୟ

ଭାରତରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧୩ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। କେବଳ ମଙ୍ଗଳବାର ୧୩ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଭାରତର ୧୫ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୧୨୭ ହୋଇଛି ବୋଲି କୁହାଯାଉଛି। ମହାରାଷ୍ଟ୍ରରେ ସର୍ବାଧିକ ୩୯ ଜଣ କରୋନାରେ ସଂକ୍ରମିତ ଥିବା ବେଳେ ମଙ୍ଗଳବାର ସେଠାରେ ଜଣେ ବୃଦ୍ଧଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାକୁ ନେଇ ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୩ ପହଞ୍ଚିଥିବାରୁ ଲୋକେ ଭୟଭୀତ ହୋଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚେନ୍ନାଇରେ ପହଞ୍ଚିଲେ ଚାଇନା ରାଷ୍ଟ୍ରପତି

ଚେନ୍ନାଇ,୧୧।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିତୀୟ ଅନୌପଚାରିକ ବୈଠକ ପାଇଁ ଚେନ୍ନାଇରେ ପହଞ୍ଚି ସାରିଛନ୍ତି। ମହାବଳିପୁରମ ଗସ୍ତ କରି...

ଦୀପାବଳି ପାଇଁ ଲାଗେ ଗଧ ହାଟ: ଦାମ୍‌ ଲକ୍ଷେ ଟଙ୍କା

ଚିତ୍ରକୂଟ,୧୯।୧୦: ପ୍ରଭୁ ଶ୍ରୀରାମଙ୍କ ତପସ୍ୟା ସ୍ଥଳ ଚିତ୍ରକୂଟରେ ଦୀପାବଳି ଅବସରରେ ୩ ଦିନ ପାଇଁ ମନ୍ଦାକିନୀ ନଦୀ କୂଳରେ ଲାଗେ ଐତିହାସିକ ଗଧ ହାଟ। ଏଠାକୁ...

କରୋନା ସଂକ୍ରମିତ ମହିଳାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିବା ୧୯ ଜଣଙ୍କ ରିପୋର୍ଟ ପଜିଟିଭ

ହାଇଦ୍ରାବାଦ,୧୪।୬: ତେଲେଙ୍ଗାନାର ରଙ୍ଗାରେଡ୍ଡୀରେ ଜଣେ କରୋନା ସଂକ୍ରମିତ ମହିଳାଙ୍କ ଅନ୍ତିମ ସଂସ୍କାରରେ ପ୍ରାୟ ୨୫ଜଣ ପରିଜନ ଯୋଗ ଦେଇଥିଲେ। ଏବେ ଏମାନଙ୍କ ମଧ୍ୟରୁ ୧୯ ଜଣ...

ଅଯୋଧ୍ୟା ମାମଲାରେ ଦେଶବାସୀ ଶାନ୍ତିର ବାର୍ତ୍ତା ଦେଇଛନ୍ତି: ମୋଦି

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅଲ୍‌ ଇଣ୍ଡିଆ ରେଡ଼ିଓର ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇ ଦେଶବାସୀଙ୍କ ପ୍ରଶଂସା କରିଛନ୍ତି। ଅଯୋଧ୍ୟା ମାମଲା ରାୟକୁ...

କଂଗ୍ରେସରେ ବିଦ୍ରୋହର ସ୍ବର

ନୂଆଦିଲ୍ଲୀ,୧୨।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ କଂଗ୍ରେସରେ ବିଦ୍ରୋହ ସ୍ବର ଉଠିଛି। ମହାମେଣ୍ଟର ପରାଜୟ ପାଇଁ କଂଗ୍ରେସ ଦାୟୀ ବୋଲି ଦଳରେ...

ଟ୍ରକ୍‌-ଅଟୋ ଧକ୍କାରେ ୧୨ ମୃତ

ହାଇଦ୍ରାବାଦ,୫ା୮(ଆଇଏଏନ୍‌ଏସ୍‌): ତେଲେଙ୍ଗାନାର ମହାବୁବ୍‌ନଗର ଜିଲାରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ଜଣ ଶ୍ରମିକ ପ୍ରାଣ ହରାଇଥିବାବେଳେ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ଶ୍ରମିକମାନେ...

ସାମାନ୍ୟ ସୁସ୍ଥ ହେଲେ ପୂର୍ବତନ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୯।୮: ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏବେବି କୋମାରେ ରହି ଚିକିତ୍ସିତ ହେଉଛନ୍ତି। ତାଙ୍କର ବ୍ରେନ୍‌ ସର୍ଜରୀ ପରେ ଫୁସ୍‌ଫୁସ୍‌ରେ ସଂକ୍ରମଣ ହୋଇଥିବାରୁ ଏବେ...

ସାଢ଼େ ୮ ଲକ୍ଷ ଟଙ୍କାର ପିଆଜ ଚୋରି

ପାଟନା,୨୪।୯: ଦିନକୁ ଦିନ ପିଆଜ ଦାମ ଆକାଶ ଛୁଆଁ ହେବାରେ ଲାଗିଛି। ଏବେ ଏହା ବଜାରରେ କିଲୋ ପିଛା ୮୦ ଟଙ୍କାରେ ପହଞ୍ଚିଛି। ପିଆଜ କାରବାରରେ...

Play 250+ Trending Games
Archives

Model This Week

Why Dharitri