Posted inଜାତୀୟ

ଭାରତରେ ପିଆଜ କିଲୋ ୫୦: ଜାଣନ୍ତୁ ବାଂଲାଦେଶ, ପାକିସ୍ତାନରେ କେତେ ରହିଛି ଦାମ୍‌

ନୂଆଦିଲ୍ଲୀ,୭।୧୦: ଗତ କିଛି ଦିନ ଧରି ଅହେତୁକ ଭାବେ ବଢୁଥିବା ପିଆଜ ଦର ଏବେ କିଲୋ ପିଛା ୫୦ ଟଙ୍କା ଟପିଛି। ଫଳରେ ସରକାର ଅନ୍ୟ ଦେଶକୁ ପିଆଜ ରପ୍ତାନି ବନ୍ଦ କରିଦେଇଛନ୍ତି। ଏହାର ପ୍ରଭାବ ପଡୋଶୀ ଦେଶଗୁଡିକ ଉପରେ ପଡିଛି। ଭାରତରେ ପିଆଜ କିଲୋ ୫୦ରୁ ଊର୍ଦ୍ଧ୍ୱ ଟଙ୍କା ଥିବାବେଳେ ବାଂଲାଦେଶରେ କିଲୋ ପିଛା ୧୧୦ରୁ ୧୨୦ ଟଙ୍କାରେ ପହଞ୍ଚିଛି। ସେହିପରି ପାକିସ୍ତାନରେ ପିଆଜ କିଲୋ ୧୦୦ ଟଙ୍କା ରହିଛି। ସୂଚନାଯୋଗ୍ୟ, ତିନିଦିନିଆ ଭାରତ ଗସ୍ତରେ ଆସିଥିବା ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ବାଂଲାଦେଶରେ ପିଆଜ ଦର ଶତକ ମାରିବା ପରେ ଏହାକୁ ବ୍ୟଙ୍ଗ କରି କହିଥିଲେ, ଭାରତରୁ ପିଆଜ ରପ୍ତାନି ବନ୍ଦ ହେବା ପରେ ଆମ ପାଇଁ ଅନେକ ସମସ୍ୟା ଦେଖାଦେଇଛି। କ’ଣ ପାଇଁ ବ୍ୟାନ୍‌ ହୋଇଛି ମୁଁ ଜାଣେନି। ମୁଁ ମୋ ରୋଷେୟାଙ୍କୁ କିନ୍ତୁ କହିଛି ବିନା ପିଆଜରେ ଖାଦ୍ୟ ପ୍ରସ୍ତୁତ କରିବା ପାଇଁ। ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ଉପସ୍ଥିତ ବ୍ୟକ୍ତି ମଧ୍ୟ ହସି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍‌’: ଡେଇଁପାରିବ ୨ ମିଟର

ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍‌ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ…

GEN-Z ,ଆଲ୍ଫାଙ୍କ ମନ ଜିତିବାକୁ ମୋଦି ସରକାରଙ୍କ ମାଷ୍ଟରପ୍ଲାନ୍‌: କଲେ ଏମିତି କାମ, ଦେଶରେ ଚହଳ

ନୂଆଦିଲ୍ଲୀ,୨୦।୮: ଜନ୍ତର-ମନ୍ତରରେ ନିକଟରେ ହୋଇଥିବା ପ୍ରତିବାଦ ପରେ ଜେନ ଜି ଓ ଜେନ ଆଲ୍ଫା ପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏକ…

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା…

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ,…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri