Posted inଜାତୀୟ

ଭାରତରେ ପ୍ରବେଶ ପାଇଁ ଆବଶ୍ୟକ ସ୍ବାସ୍ଥ୍ୟ ପ୍ରମାଣପତ୍ର

ନୂଆଦିଲ୍ଲୀ,୬ା୩(ପି.ଟି.): ଭାରତ ସରକାର ଭିଜା ଉପରେ ଅତିରିକ୍ତ କଟକଣା ଜାରି କରିଛନ୍ତି। କରୋନା ସଂକ୍ରମିତ ଇଟାଲୀ ଏବଂ ଦକ୍ଷିଣ କୋରିଆରୁ ଆସିଥିବା କିମ୍ବା ସେଠାକୁ ଯାଇଥିବା ବ୍ୟକ୍ତି ଭାରତରେ ପ୍ରବେଶ କରିବାକୁ ହେଲେ ସେମାନଙ୍କୁ କରୋନା ନେଗେଟିଭ୍‌ ପ୍ରମାଣପତ୍ର ଦେଖାଇବାକୁ ହେବ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଏହି ଘୋଷଣା କରାଯାଇଛି। ମାର୍ଚ୍ଚ ୧୦ ତାରିଖଠାରୁ କରୋନା ସଂକ୍ରମଣ ହ୍ରାସ ପାଇବା ପର୍ଯ୍ୟନ୍ତ ଏହି କଟକଣା ସାମୟିକ ଭାବେ ଲାଗୁ ହେବ। ସରକାର ଦୁଇଦିନ ପୂର୍ବରୁ ଇଟାଲୀ, ଇରାନ ଓ ଦକ୍ଷିଣ କୋରିଆ ଏବଂ ଜାପାନ ନାଗରିକଙ୍କ ପାଇଁ ସମସ୍ତ ନିୟମିତ ଓ ଇ-ଭିଜାକୁ ସ୍ଥଗିତ ରଖିଥିଲେ। ଗତମାସଠାରୁ ଚାଇନା ନାଗରିକଙ୍କ କ୍ଷେତ୍ରରେ ଏହି କଟକଣା ଲାଗୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ନିର୍ଭୟା ଦୋଷୀଙ୍କୁ ଫାଶୀ

ନୂଆଦିଲ୍ଲୀ/ଔରଙ୍ଗାବାଦ,୧୯ା୩: ଦିନକ ପରେ ଅର୍ଥାତ୍‌ ଶୁକ୍ରବାର ସକାଳ ୫ଟା ୩୦ରେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ଫାଶୀଖୁଣ୍ଟରେ ଝୁଲାଯିବ। ଏଥିପାଇଁ ତିହାର...

ସମ୍ବର ପାଇଁ ମା’, ଭଉଣୀଙ୍କୁ ହତ୍ୟା

ବେଙ୍ଗାଲୁରୁ,୧୫।୧୦: ଘରେ ତିଆରି ସମ୍ବର ସୁଆଦିଆ ନ ଲାଗିବାରୁ ଜଣେ ଯୁବକ ତାଙ୍କ ମା’ ଓ ଭଉଣୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଏଭଳି ଲୋମ...

କରୋନା ସହ ଲଢିବା ପାଇଁ ରେସ୍ତୋରାଁରେ ମିଳୁଛି ଆୟର୍ବେଦୀୟ ଥାଳି ସହ ଆଲକୋହଲିକ କାଢା

ନୂଆଦିଲ୍ଲୀ,୩ ।୧୦: କରୋନା ମହାମାରୀ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଲୋକେ ବାହାରେ ଖାଦ୍ୟ ଗ୍ରହଣ କରିବାକୁ ମଧ୍ୟ ସାମାନ୍ୟ ଭୟ...

ବିଜୟ ପରେ ଦ୍ରୌପଦୀ ମୁର୍ମୁଙ୍କ ଘରକୁ ଯିବ ପୂରା ମୋଦି କ୍ୟାବିନେଟ

ନୂଆଦିଲ୍ଲୀ,୨୧ ।୭: ରାଷ୍ଟ୍ରପତି ନିର୍ବାଚନର ମତଗଣନା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇବାକୁ ସମ୍ପୂର୍ଣ୍ଣ ମୋଦି କ୍ୟାବିନେଟ ତାଙ୍କ ଘରେ ପହଞ୍ଚିବେ । କୁହାଯାଉଛି କି...

ପାକିସ୍ତାନୀ ଆତଙ୍କବାଦୀଙ୍କ ମୁକାବିଲା: ସେନା ପକ୍ଷରୁ ଜାରି ରହିଛି ଅପରେଶନ୍‌ ତୃମ୍‌ଖାଲ୍‌

ଶ୍ରୀନଗର,୧୬।୧୦: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଯୋଜନାବଦ୍ଧ ଭାବେ ୨୪ରୁ ଅଧିକ ତାଲିମ୍‌ପ୍ରାପ୍ତ ପାକିସ୍ତାନୀ ଆତଙ୍କବାଦୀ ଜମ୍ମୁ-କଶ୍ମୀରର ଗାନ୍ଦରବଲସ୍ଥିତ ତୃମ୍‌ଖାଲ୍‌ ଜଙ୍ଗଲରେ...

ଉଛୁଳିଲାଣି ଯମୁନା: ଆସିପାରେ ସବୁଠାରୁ ବଡ଼ ବନ୍ୟା

ନୂଆଦିଲ୍ଲୀ,୧୯।୮: ଆଗକୁ ଅଛି ଜନ୍ମାଷ୍ଟମୀ। ହେଲେ ଏବେଠାରୁ ଉଛୁଳିଲାଣି ଯମୁନା। ଲଗାଣ ବର୍ଷା ଫଳରେ ଯମୁନା ନଦୀର ଜଳସ୍ତର ଏବେ ବିପଦ ସଙ୍କେତ ଉପରେ ପ୍ରବାହିତ...

ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଉତ୍ତର ପ୍ରଦେଶରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଗିରଫ

ଲକ୍ଷ୍ନୌ,୮।୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସଜିଦ୍‌ ଜମି ବିବାଦ ମାମଲାର ରାୟ ଶୁଣାଣି ପରବର୍ତ୍ତୀ ଯେ କୌଣସି ଅପ୍ରୀତିକର ପରିସ୍ଥିତି ସହ ମୁକାବିଲା କରିବାକୁ ଉତ୍ତର...

ପେଗାସସ୍‌: ଶାସକଙ୍କ ଅସ୍ତ୍ର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୭: ବିଶ୍ୱବ୍ୟାପୀ ପୁନଶ୍ଚ ଶିରୋନାମା ମଣ୍ଡନ କରିବାରେ ଲାଗିଛି ପେଗାସସ୍‌ ସ୍ପାଏଓ୍ବେର। ଖବରଦାତା, ମାନବାଧିକାର କର୍ମୀ, ବିଜ୍‌ନେସ୍‌ ଏକ୍‌ଜିକ୍ୟୁଟିଭ୍‌, ରାଜନେତାମାନଙ୍କ ଉପରେ ଗୁପ୍ତଚରଗିରି କରିବା ପାଇଁ...

Advertisement
Archives

Model This Week