Posted inଜାତୀୟ

ଭାରତରେ ହୋଇପାରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୦।୧୧: ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦ ଭାରତରେ ବଡ ଧରଣର ଆକ୍ରମଣ ଯୋଜନା କରୁଥିବା ସୂଚନା ମିଳିଛି। କେତେ ଗୁଡିଏ ଗୁଇନ୍ଦା ସଂସ୍ଥା ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ସୂଚନା ଜଣେ ବରିଷ୍ଠ ଅଧିକାରୀ ଦେଇଛନ୍ତି। ମିଲେଟ୍ରି ଇଣ୍ଟଲିଜେନ୍ସ, ଦି ରିସର୍ଚ୍ଚ ଆଣ୍ଡ ଆନାଲିସିସ ଓ୍ବିଙ୍ଗ(ର) ଓ ଇଣ୍ଟଲିଜେନ୍ସ ବ୍ୟୁରୋ(ଆଇବି) ପକ୍ଷରୁ ସମ୍ଭାବିତ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ସୂଚନା ଦେଇଛନ୍ତି। ଶନିବାର ସୁପ୍ରିମକୋର୍ଟ ଅଯୋଧ୍ୟା ଜମି ବିବାଦ ଉପରେ ଐତିହାସିକ ରାୟ ଦେବା ପରେ ଏବେ ଆତଙ୍କବାଦୀ ସଙ୍ଗଠନ ଗୁଡିକ ଆକ୍ରମଣ ଯୋଜନା କରୁଥିବା ସନ୍ଦେହ କରାଯାଉଛି। ଏଥିପାଇଁ ସୁରକ୍ଷା ଏଜେନ୍ସି ସମସ୍ତ ପ୍ରସ୍ତୁତି ଆରମ୍ଭ କରି ଦେଇଥିବା ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଏହାକୁ ନେଇ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲଙ୍କ ଘରେ ଏହାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକର ଆୟୋଜନ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?