Posted inଜାତୀୟ

ଭାରତରେ ୧୦ ହଜାର ଲୋକଙ୍କ ପାଇଁ ମାତ୍ର ଜଣେ ଡାକ୍ତର: ରିପୋର୍ଟ

ଓ୍ବାଶିଂଟନ,୧୬।୪: ଭାରତରେ ଏବେ ୬ ଲକ୍ଷ ଡାକ୍ତର ଓ ୨୦ ଲକ୍ଷ ନର୍ସ କମ୍‌ ଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ଗବେଷକଙ୍କ କହିବା କଥା ହେଲା ଆଣ୍ଟିବାୟୋଟିକ୍ସ ଦେବାପାଇଁ ଭାରତରେ ପ୍ରଶିକ୍ଷିତ ଡାକ୍ତରଙ୍କ ସଂଖ୍ୟା କମ୍‌ ରହିଛି। ଯେଉଁଥିପାଇଁ ରୋଗୀଙ୍କୁ ଜୀବନ ରକ୍ଷାକାରୀ ଔଷଧ ମିଳିପାରୁ ନାହିଁ। ଆମେରିକାର ସେଣ୍ଟର ଫର୍‌ ଡିଜିଜ୍‌ ଡାଇନାମିକ୍ସ, ଇକୋନୋମିକ୍ସ ଆଣ୍ଡ ପଲିସି (ସିଡିଡିଇପି)ର ରିପୋର୍ଟ ଅନୁଯାୟୀ, ଭାରତରେ ରୋଗୀଙ୍କୁ ୬୫ ପ୍ରତିଶତ ଖର୍ଚ୍ଚ ନିଜେ ବହନ କରିବାକୁ ପଡୁଛି। ଏଥିପାଇଁ ପ୍ରତିବର୍ଷ ୫.୭ କୋଟି ଲୋକ ଗରିବ ହୋଇ ଯାଉଛନ୍ତି। ଆଉ ବିଶ୍ୱରେ ପ୍ରତିବର୍ଷ ଏମିତି ୫୭ ଲକ୍ଷ ଲୋକଙ୍କ ମୃତ୍ୟୁ ହେଉଛି। ଯେଉଁମାନଙ୍କୁ ଆଣ୍ଟିବାୟୋଟିକ୍ସ ଔଷଧ ମାଧ୍ୟମରେ ବଞ୍ଚାଯାଇ ପାରନ୍ତା। ଏହି ମୃତ୍ୟୁ ଗରିବ ଓ ମଧ୍ୟବିତ୍ତ ପରିବାରରେ ଅଧିକ ହେଉଥିବା ଉକ୍ତ ରରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri