ଭାରତରେ ୧୧୭୩ କରୋନା ସଂକ୍ରମିତ: ମୃତ୍ୟୁ ସଂଖ୍ୟା ୩୨

ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୭୩ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୩୨ ଛୁଇଁଛି। ପଶ୍ଚିମବଙ୍ଗର ୫୪ ବର୍ଷ ବୟସ୍କା ଜଣେ ମହିଳା କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ। ରବିବାର ବିଳମ୍ବିତ ରାତ୍ରରେ ତାଙ୍କର ମୃତ୍ୟୁ ଘଟିଛି ବୋଲି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ ୮ ଜଣଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ମହାରାଷ୍ଟ୍ରରେ ୧୨, ମଧ୍ୟପ୍ରଦେଶରେ ୮ ଏବଂ ପଞ୍ଜାବରେ ଜଣଙ୍କଠାରେ କରୋନା ସଂକ୍ରମଣ ଚିହ୍ନଟ ହୋଇଛି। ସ୍ଥିତି ନିୟନ୍ତ୍ରିତ ନ ହେଲେ ଭାରତ ଷ୍ଟେଜ୍‌ ଥ୍ରୀକୁ ପ୍ରବେଶ କରିବାର ଆଶଙ୍କା ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଉଡିଆ ଯାତ୍ରା ବେଳେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଆଡଭାଇଜରୀ ଜାରି କଲା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ଡେରାଡୁନ,୧୬।୭: ଶ୍ରାବଣ ମାସ ଆରମ୍ଭ ହୋଇଛି। ଗତ ୨ବର୍ଷ କରୋନା ଯୋଗୁ କାଉଡିଆ ଯାତ୍ରା ବନ୍ଦ ରହିଥିଲା। ତେବେ ଚଳିତ ବର୍ଷ ଭକ୍ତମାନଙ୍କ ପାଇଁ ବୋଲବମ୍‌...

ଚିନ୍ତା ବଢ଼ାଉଛି ସୁରଟ ଲିଙ୍କ୍‌: ଭଦ୍ରକରେ ଆଉ ଜଣେ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି

ଭଦ୍ରକ ଅଫିସ,୯।୫: ଭଦ୍ରକ ଜିଲାରେ ଶନିବାର ସକାଳୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ...

କରୋନା ଟିକା ନେବା ପରେ ବି ଏମ୍ସର ୩୫ ଡାକ୍ତର କରୋନା ପଜିଟିଭ

ନୂଆଦିଲ୍ଲୀ,୯।୪: ଦିଲ୍ଲୀରେ କରୋନା ଆତଙ୍କ ଜାରି ରହିଛି। ଗଙ୍ଗାରାମ ହସ୍ପିଟାଲରେ ପରେ ଏବେ ଦିଲ୍ଲୀ ଏମ୍ସର ୩୫ ଡାକ୍ତର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସବୁଠାରୁ...

କରୋନାରେ ଆଖିବୁଜିଲେ ଏହି ସୁପରଷ୍ଟାର

ଗୁଜୁରାଟୀ ଫିଲ୍ମର ସୁପରଷ୍ଟାର ନରେଶ କାନୋଡିୟାଙ୍କର ୭୭ ବର୍ଷ ବୟସରେ ପରଲୋକ ଘଟିଛି। କରୋନାରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କରୋନାରେ ଆକ୍ରାନ୍ତ...

ଦାନା ବାନ୍ଧୁଛି ସାମୁଦ୍ରିକ ଝଡ଼ ନିସର୍ଗ: ଜୁନ୍‌ ୩ ସନ୍ଧ୍ୟାରୁ ମହାରାଷ୍ଟ୍ର-ଗୁଜରାଟରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ,୧।୬: ଅମ୍ଫନ ପରେ ଏବେ ଦକ୍ଷିଣ-ପଶ୍ଚିମ ଆରବ ସାଗରରେ ସାମୁଦ୍ରିକ ଝଡ଼ ନିସର୍ଗ ଦାନା ବାନ୍ଧୁଛି। ଧୀରେଧୀରେ ଏହା ଘନିଭୂତ ହେବାରେ ଲାଗିଛି। ଜୁନ୍‌ ୩...

ଡାକ୍ତରଙ୍କ ପରେ ଭାଇରାଲ ହେଉଛି ଏହି କରୋନା ଯୋଦ୍ଧାଙ୍କ ଫଟୋ

ଇନ୍ଦୋର,୫ ।୪: ଦେଶରେ ବଢି ଚାଲିଥିବା କରୋନା ସଂକ୍ରମଣ ସମସ୍ତଙ୍କୁ ଚିନ୍ତାରେ ପକାଇଥିବା ବେଳେ କିଛି ଭଲ ଖବର ମଧ୍ୟ ସାମ୍ନାକୁ ଆସୁଛି । ଡାକ୍ତର...

ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ, ୨୩ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣ ପ୍ରସଙ୍ଗରେ ଭାରତ ଓ ଆମେରିକା ମଧ୍ୟରେ ଆଲୋଚନା ହୋଇଛି। ଆମେରିକା ରାଜନୈତିକ ବ୍ୟାପାର ବିଭାଗ ଅନୁସଚିବ ଭିକ୍ଟୋରିଆ ନୁଲାଣ୍ଡ...

ନ୍ୟାୟପାଳିକା ଅକ୍ତିଆର ଲାଗି ଉଦ୍ୟମ: କଂଗ୍ରେସ

ନୂଆଦିଲ୍ଲୀ,୧୭।୧: କେନ୍ଦ୍ର ସରକାର ନ୍ୟାୟପାଳିକାକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣ କରିବା ଲାଗି ଚାହୁଁଛନ୍ତି। ସେଥିପାଇଁ ଯୋଜନାବଦ୍ଧ ଢଙ୍ଗରେ ବିବାଦ ସୃଷ୍ଟି କରାଯାଉଛି ବୋଲି ସୋମବାର କଂଗ୍ରେସ ଅଭିଯୋଗ...

Advertisement
Archives

Model This Week