Posted inଜାତୀୟ

ଭାରତରେ ୬ ଲସ୍କର ଆତଙ୍କବାଦୀ ପଶିଲେ: ତାମିଲନାଡୁରେ ହାଇଆଲର୍ଟ

ଚେନ୍ନାଇ,୨୩।୮:ଜମ୍ମୁ-କଶ୍ମୀରରୁ ୩୭୦ ଉଚ୍ଛେଦ ପରେ ଦେଶରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଫଳରେ ଏପର୍ଯ୍ୟନ୍ତ ଆତଙ୍କବାଦୀ ଆକ୍ରମଣର କୌଣସି ଘଟଣା ଘଟିନାହିଁ। କଡା ସୁରକ୍ଷା ସତ୍ତ୍ୱେ ଲସ୍କର-ଇ-ତୋଏବାର ୬ ଆତଙ୍କବାଦୀ ତାମିଲନାଡୁ ବାଟ ଦେଇ କୋଏମ୍ବାଟୁରରେ ପଶିଯାଇଥିବା ସୂଚନା ମିଳିଛି। ରାଜ୍ୟରେ ଏନେଇ ହାଇଆଲର୍ଟ ଘୋଷଣା କରାଯାଇଛି। ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ପାକିସ୍ତାନ ଏବଂ ଜଣେ ଶ୍ରୀଲଙ୍କାର ତାମିଲ ଆତଙ୍କବାଦୀ ଥିବା ଜଣାପଡିଛି। ଆତଙ୍କବାଦୀମାନେ ମୁସଲମାନ ହୋଇଥିବାବେଳେ ମୁଣ୍ଡରେ ତିଳକ ଲଗାଇ ହିନ୍ଦୁ ବେଶଭୂଷାରେ ଭାରତରେ ପଶିଥିବାର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଏମ୍‌ପିଙ୍କୁ ହତ୍ୟା ଧମକ: ଲୋଡିଲେ ସହାୟତା

କୋଲକତା,୧।୧୦: ତୃଣମୂଳ କଂଗ୍ରେସ ଏମ୍‌ପି ତଥା ଅଭିନେତ୍ରୀ ନୁଶରତ ଜାହାଁ ଜୀବନରୁ ମାରିଦେବାକୁ ଧମକ ମିଳିଛି। ଏବେ ସେ ଲଣ୍ଡନରେ ଥିବା ଭାରତୀୟ ହାଇ କମିଶନଙ୍କଠାରୁ...

ଏମିତି ପରିବାରଙ୍କୁ ସହଯୋଗ ଦରକାର: ପୀଡିତାଙ୍କ ପିତା

ହାଇଦ୍ରାବାଦ,୬।୧୨: ଦେଶର ସବୁଠାରୁ ଚର୍ଚ୍ଚିତ ଖବର ହାଇଦ୍ରାବାଦ ଏନ୍‌କାଉଣ୍ଟରକୁ ନେଇ ଏବେବି ଆଲୋଚନା ଜାରି ରହିଛି। ପୋଲିସର କାର୍ଯ୍ୟକୁ ସବୁ ମହଲରୁ ପ୍ରଶଂସା ମିଳୁଛି। ଏତିକି...

ଜଳ ସଙ୍କଟରେ ଜୁଝୁଛନ୍ତି ଆଗ୍ରାବାସୀ: ୪ଟଙ୍କାରେ ମିଳୁଛି ବାଲଟିଏ ପାଣି

ଆଗ୍ରା,୨୯।୪: ଆଗ୍ରାରେ ଭୀଷଣ ଖରା ଯୋଗୁ ଲୋକେ ବେହାଲ ହୋଇପଡ଼ିଥିବା ବେଳେ   ଅନ୍ୟପଟେ ଜଳ ସଙ୍କଟ ମୁଣ୍ଡ ବଥାର କାରଣ ପାଲଟିଛି। ସହରର ବହୁ ଅଞ୍ଚଳରେ...

କ୍ୱିକ୍‌ ହିଲର ପରବର୍ତ୍ତୀ ପିଢି ସିକ୍ୟୁରିଟି ସଲ୍ୟୁଶନ

ପୁଣେ,୧୯-୫: କ୍ୱିକ୍‌ ହିଲ ଟେକ୍ନୋଲୋଜି ଲିମିଟେଡ ପକ୍ଷରୁ ପରବର୍ତ୍ତିି ପିଢିର ସାଇବର ସିକ୍ୟୁରିଟି ସଲ୍ୟୁଶନ ଲାଇଟର ସ୍ମାର୍ଟର ଫାଷ୍ଟର ସମ୍ପର୍କରେ ଘୋଷଣା କରାଯାଇଛି। ଏଗୁଡିକ ଲାପଟପ...

ରାମମନ୍ଦିର ଚାନ୍ଦା ଆଦାୟରୁ ଉତ୍ତେଜନା

ଭୋପାଳ,୩୧।୧୨ : ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ମଧ୍ୟପ୍ରଦେଶରେ ଚାନ୍ଦା ଆଦାୟ ବେଳେ ଦୁଇଟି ସ୍ଥାନରେ ଉତ୍ତେଜନା ଦେଖାଦେବା ସହ ସଂଘର୍ଷ ହୋଇଛି। ମଙ୍ଗଳବାର ମଣ୍ଡସୌର...

ଭାଜପାରେ ଯୋଗ ଦେଲେ ଏଏପି ନେତା କପିଲ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଆମ ଆଦମୀ ପାର୍ଟି(ଏଏପି) ନେତା କପିଲ ମିଶ୍ରା ଶନିବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀଠାରେ ଭାଜପା ନେତା ମନୋଜ ତିଓ୍ବାରୀ ଓ ବିଜୟ...

ମୃତ୍ୟୁପରେ ରେଳଲାଇନ୍‌ରେ ମୃତଦେହ ରଖି ବୀମା କ୍ଷତି ପୂରଣ ପାଇଁ ଦିଆଯାଉଥିଲା ଦୁର୍ଘଟଣା ରୂପ

ନୂଆଦିଲ୍ଲୀ,୨୦।୪: ମଣିଷର ଲୋଭ କେବେ ମରେନା। ବେଳେବେଳେ ଲୋଭ ଯୋଗୁ କେତେକ ଏଭଳି କାଣ୍ଡ କରିବସନ୍ତି ଯାହା ମଣିଷ ପଣିଆ ଉପରେ ସୃଷ୍ଟିକରେ ପ୍ରଶ୍ନ ଚିହ୍ନ।...

ଅନନ୍ତନାଗ ଏନ୍‌କାଉଣ୍ଟରରେ ଲସ୍କର କମାଣ୍ଡର ନିହତ

ଶ୍ରୀନଗର,୯।୪: ଦକ୍ଷିଣ କଶ୍ମୀରର ୨ଟି ସ୍ଥାନରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ପ୍ରଥମ ଏନ୍‌କାଉଣ୍ଟର ଅନନ୍ତନାଗର ସିରହମାରେ ହୋଇଥିବା ବେଳେ ଦ୍ୱିତୀୟ ଏନ୍‌କାଉଣ୍ଟର କୁଲଗାମ...

Advertisement
Archives

Model This Week