ଭାରତର ଆତ୍ମାକୁ ବିଜୟୀ କରାଇଛନ୍ତି ଦିଲ୍ଲୀବାସୀ: କେଜରିଓ୍ବାଲଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏଏପି ଏକ୍‌ଜିଟ୍‌ ପୋଲ୍‌ ଅନୁମାନ ସତ୍ୟରେ ପରିଣତ ହୋଇଛି। ଦିଲ୍ଲୀବାସୀ ପୁଣିଥରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପ୍ରତି ନିଜର ସମର୍ଥନ ଜଣାଇଛନ୍ତି। ଏନେଇ ଏଏପିର ରାଜନୈତିକ ରଣନୀତିକାର ପ୍ରଶାନ୍ତ କିଶୋର ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦିଲ୍ଲୀବାସୀ ଭାରତର ଆତ୍ମାକୁ ବିଜୟୀ କରାଇଥିବା ସେ କହିଛନ୍ତି। ଏହାପରେ ପ୍ରଶାନ୍ତ ଏଏପିର ଦଳୀୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କୁ ଭେଟିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁସେନା କର୍ମଚାରୀଙ୍କୁ ଜାଇକା ସଂକ୍ରମଣ ଭୟ

କାନପୁର, ୩୦।୧୦: ଉତ୍ତରପ୍ରଦେଶର ପୋଖରପୁରରେ ଜାଇକା ଭୂତାଣୁ ଚିହ୍ନଟ ହୋଇଛି। ଏନେଇ ଦିଲ୍ଲୀ ଏବଂ ଲକ୍ଷ୍ନୌରୁ ଡାକ୍ତରୀ ଟିମ୍‌ ଯାଇ ଉକ୍ତ ଅଞ୍ଚଳର ୩ କି.ମି...

ପରଲୋକରେ ଉତ୍ତରାଖଣ୍ଡ ଅର୍ଥମନ୍ତ୍ରୀ

ଡେରାଡୁନ,୫।୬: ଉତ୍ତରାଖଣ୍ଡର ଅର୍ଥମନ୍ତ୍ରୀ ପ୍ରକାଶ ପନ୍ତଙ୍କ ବୁଧବାର ପରଲୋକ ଘଟିଛି। ଦୀର୍ଘ ଦିନରୁ ଅସୁସ୍ଥ ଥିବା ପ୍ରକାଶ ଆମେରିକାର ୟୁନିଭର୍ସିଟି ଅଫ୍‌ ଟେକ୍ସାସ୍‌ ହସ୍ପିଟାଲରେ ଚିକିତ୍ସାଧୀନ...

୨ ଟଙ୍କାରେ ଭେଣ୍ଡିଂ ମେଶିନ୍‌ରୁ ମିଳୁଛି ମାସ୍କ୍‌…

ହୁବଲି,୧୦।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ମାସ୍କ୍‌ ପିନ୍ଧିବା ଅପରିହାର୍ଯ୍ୟ ବୋଲି ଏଥିରେ ଉଲ୍ଲେଖ କରାଯାଇଛି।...

ମୋବାଇଲ୍‌ ବ୍ୟବହାର ନ କରିବା ପାଇଁ ଜମ୍ମୁ-କଶ୍ମୀର ଟ୍ରାଫିକ୍‌ ପୋଲିସର ବିଭ୍ରାନ୍ତି ଜନକ ସାଇନ୍‌ ବୋର୍ଡ: ଭିଡ଼ିଓ ଭାଇରାଲ

ଶ୍ରୀନଗର,୨୦।୬: ଜମ୍ମୁ-କଶ୍ମୀର ଟ୍ରାଫିକ୍‌ ପୋଲିସ ଦ୍ୱାରା ଲଗାଯାଇଥିବା ଏକ ସାଇନ୍‌ ବୋର୍ଡ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ ଜାତୀୟ ରାଜପଥ ମୋଗଲ ରୋଡ୍‌ଠାରେ...

ଶତ୍ରୁଙ୍କୁ କଡ଼ା ଜବାବ ଦେବ ଓ୍ବେଷ୍ଟର୍ଣ୍ଣ କମାଣ୍ଡ

ନୂଆଦିଲ୍ଲୀ,୮।୯: ଭାରତ-ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ପରିସ୍ଥିତିକୁ ଦେଖି ବାୟୁସେନା ସବୁ ମୁହୂର୍ତ୍ତର ସାମ୍ନା କରିବାକୁ ପ୍ରସ୍ତୁତ ହୋଇ ରହିଛି। ବାୟୁସେନା ଏବେ ଉଚ୍ଚସ୍ତରୀୟ...

ନାଚିଲେ କେନ୍ଦ୍ରମନ୍ତ୍ରୀ, କମେଣ୍ଟ କଲେ ମୋଦି

ଦିଲ୍ଲୀ,୧।୧୦: ଅରୁଣାଚଳ ପ୍ରଦେଶ କାଜଲଙ୍ଗା ଗାଁର କେନ୍ଦ୍ରୀୟ ବିଦ୍ୟାଳୟ ପ୍ରକଳ୍ପ ସମୀକ୍ଷା ପାଇଁ ଯାଇଥିଲେ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁ। ପାରମ୍ପରିକ ରୀତିନୀତିରେ ସେଠାରେ...

ଚେନ୍ନାଇ ଜଳ ସଙ୍କଟ: ଭେଲୋରରୁ ଆସିଲା ପ୍ରଥମ ପାଣି ବୋଝେଇ ଟ୍ରେନ୍‌

ଭେଲୋର,୧୨।୭: ଚଳିତ ବର୍ଷ ଗ୍ରୀଷ୍ମ ଋତୁରେ ଚେନ୍ନାଇରେ ଦେଖା ଦେଇଥିଲା ଉତ୍କଟ ଜଳ ସଙ୍କଟ। ଏହାକୁ ଦୂର କରିବା ପାଇଁ ତାମିଲନାଡୁରୁ ଟ୍ରେନ୍‌ ଯୋଗେ ପାଣି...

ମାଗଣାରେ କୃଷକଙ୍କ ଚୁଟି, ଦାଢ଼ି କାଟୁଛନ୍ତି ସେଲୁନ ମାଲିକ

ନୂଆଦିଲ୍ଲୀ: ନୂଆ କୃଷି ଆଇନ ବିରୋଧରେ ୩ ସପ୍ତାହରୁ ଅଧିକ ଦିନ ହେଲା ଦିଲ୍ଲୀର ସିଙ୍ଘୁ ସୀମାରେ ଆନ୍ଦୋଳନ କରୁଛନ୍ତି କୃଷକମାନେ। ଏହି ଆନ୍ଦୋଳନକୁ ବିଭିନ୍ନ...

Advertisement
Archives

Model This Week