ଭାରତର ଜାତୀୟ ସଙ୍ଗୀତ ସ୍ବରରେ ଝୁମିଲେ ଆମେରିକା ଆର୍ମି ବ୍ୟାଣ୍ଡ

ଓ୍ବାଶିଂଟନ,୧୯।୯: ଆମେରିକାର ମ୍ୟାକୋର୍ଡ ସ୍ଥିତ ଜଏଣ୍ଟ ବେସ ଲେବିସରେ ଭାରତ-ଆମେରିକା ମଧ୍ୟରେ ୧୯ତମ ସଂଯୁକ୍ତ ଯୁଦ୍ଧାଭ୍ୟାସ ଚାଲିଛି। ଏହି ଅବସରରେ ଆମେରିକାର ଆର୍ମି ବ୍ୟାଣ୍ଡ ଭାରତର ରାଷ୍ଟ୍ରଗାନ ବା ଜାତୀୟ ସଙ୍ଗୀତ ‘ଜନ ଗଣ ମନ’ ବଜାଇ ଏହାକୁ ସମ୍ମାନ ଦେଇଛନ୍ତି। ଏହାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଆମେରିକା ଆର୍ମି ବ୍ୟାଣ୍ଡରେ ଉଭୟ ମହିଳା ଓ ପୁରୁଷ ଥିବା ବେଳେ ଏମାନେ ସମସ୍ତେ ଭାରତର ଜାତୀୟ ସଙ୍ଗୀତର ଧୁନ୍‌ରେ ବେଶ୍‌ ଭଲ ପ୍ରଦର୍ଶନ କରିଛନ୍ତି। ସବୁଠାରୁ ମଜା କଥା ହେଲା ଆମେରିକା ଆର୍ମି ବ୍ୟାଣ୍ଡରେ ଥିବା ଜଣେ ଭାରତୀୟ ମୂଳବାସିନ୍ଦା ରଣବୀର କୌର କହିଛନ୍ତି ଭାରତ ସହ ସମରାଭ୍ୟାସ ଏକ ଭିନ୍ନ ଅନୁଭୁତି। ଯଦିଓ ସେ ଆମେରିକା ସେନାରେ ଅଛନ୍ତି ତେବେ ସେ ମୂଳତଃ ଭାରତୀୟ ହୋଇଥିବାରୁ ଏହା ତାଙ୍କୁ ଖୁବ୍‌ ଆନନ୍ଦ ଦେଇଛି। ବିଶେଷ କରି ଭାରତୀୟ ମହିଳା ସେନା ଅଧିକାରୀମାନେ ମଧ୍ୟ ଆମ ସହ ମିଶିବା ଉଭୟଙ୍କ ମଧ୍ୟରେ ଭାବର ଆଦାନ ପ୍ରଦାନ ହେବା ସବୁଠାରୁ ଖୁସିର ମୁହୂର୍ତ୍ତ ବୋଲି କୌର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri