Advertisement

ଭାରତର ଦାବିକୁ ପାକ୍‌ର ପ୍ରତ୍ୟାଖ୍ୟାନ

ଇସ୍‌ଲାମାବାଦ୍‌, ୫ା୮(ପି.ଟି.): ଭାରତୀୟ ସୀମାପଟେ ମରି ପଡ଼ିଥିବା ଯବାନଙ୍କୁ ନେବା ଲାଗି ଭାରତ କହିଥିବାବେଳେ ପାକିସ୍ତାନ ପକ୍ଷରୁ ଏହାକୁ ପ୍ରତ୍ୟାଖ୍ୟାନ କରାଯାଇଛି। ପାକିସ୍ତାନ ପଟୁ କୌଣସି ସେନା କି ଆତଙ୍କବାଦୀ ନିୟନ୍ତ୍ରଣ ରେଖା(ଏଲ୍‌ଓସି) ଅତିକ୍ରମ କରି ନ ଥିବା ପାକିସ୍ତାନ କହିଛି। ଶନିବାର ପାକିସ୍ତାନର ବର୍ଡର ଆକ୍ସନ ଟିମ(ବ୍ୟାଟ୍‌) ଜମ୍ମୁ-କଶ୍ମୀରର କେରାନ୍‌ ସେକ୍ଟରରେ ସୀମା ଅତିକ୍ରମ କରୁଥିବାବେଳେ ଭାରତୀୟ ଯବାନଙ୍କ ଗୁଳିରେ ନିହତ ହୋଇଥିଲେ। ପ୍ରାୟ ୭ଜଣ ପାକ୍‌ ଯବାନଙ୍କ ଶବ ପଡ଼ିରହିଥିବାବେଳେ ପାକିସ୍ତାନ ଏହାକୁ ଅସ୍ବୀକାର କରିଛି। ପାକିସ୍ତାନ ସେନା ମୁଖପାତ୍ର ମେଜର ଜେନେରାଲ ଆସିଫ ଗଫୁର ଭାରତର ଏଭଳି ଦାବିକୁ ଅଗ୍ରାହ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାନମାରରେ ସେନାକୁ ଆତଙ୍କବାଦୀ ସଂଗଠନ ଘୋଷଣା କରାଗଲା!

ନେପିତା,୨ ।୩: ଲୋକତନ୍ତ୍ର ଭାବେ ଦେଶରେ ଗଠନ କରାଯାଇଥିବା ସରକାରକଙ୍କୁ ଗାଦିଚ୍ୟୁତ କରିଥିବା ମ୍ୟାନମାର ସେନାଙ୍କ ବିରୋଧରେ ପ୍ରଦର୍ଶନ ଚତୁର୍ଥ ସପ୍ତାହରେ ପ୍ରବେଶ କରିଛି ।...

ନିଆଁ ସହ ଖେଳୁଛି ଇରାନ୍‌: ଟ୍ରମ୍ପ୍‌ଙ୍କ ଚେତାବନୀ

ଓ୍ବାଶିଂଟନ,୨।୭: ଇରାନ୍‌ ପରମାଣୁ ଚୁକ୍ତିର ଉଲ୍ଲଂଘନ କରି ନିଆଁ ସହିତ ଖେଳୁଛି ବୋଲି ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍‌ ଚେତାବନୀ ଦେଇଛନ୍ତି। ଇରାନ୍‌ ସୀମାରେ ୟୁରାନିୟମ ପ୍ରବେଶ...

ଇଫତାର ପାର୍ଟିରେ ହିନ୍ଦୁଙ୍କୁ ପରସା ଗଲା ଗୋମାଂସ…

ଢାକା, ୧।୫ : ବାଂଲାଦେଶର ସିଲହଟ୍‌ରେ ଆୟୋଜିତ ହୋଇଥିବା ଏକ ଇଫତାର ପାର୍ଟିରେ ଯୋଗ ଦେଇଥିବା ହିନ୍ଦୁଙ୍କୁ ଗୋମାଂସ ପରସା ଯାଇଛି। ଏନେଇ ଲୋକଙ୍କ ମଧ୍ୟରେ...

ଦକ୍ଷିଣ କୋରିଆ ବାୟୁସୀମାରେ ରୁଷିଆ-ଚାଇନା ଯୁଦ୍ଧ ବିମାନ

ସିଓଲ,୨୩।୭: ଦକ୍ଷିଣ କୋରିଆ ବାୟୁସୀମାରେ ରୁଷିଆ ଯୁଦ୍ଧ ବିମାନ ପ୍ରବେଶ କରିଛି। ଏନେଇ ଦକ୍ଷିଣ କୋରିଆ ଜେଟ୍‌ ବିମାନ ଦଳ ଏହା ଉପରେ ସତର୍କ ଫାଇରିଙ୍ଗ୍‌...

ଚାଇନାକୁ ଦୁଃଖ ଦେଇଛି ୟାଙ୍ଗ୍‌ଜି

ବେଜିଂ/ଓ୍ବାଶିଂଟନ,୨୭ା୭ :କେନ୍ଦ୍ରୀୟ ଚାଇନାରେ ଦେଶର ଦୀର୍ଘତମ ନଦୀ ‘ୟାଙ୍ଗଜି’ ପ୍ରୟଙ୍କରୀ ବନ୍ୟା ଆଣିଛି। ଜୁନ୍‌ ପହିଲାରୁ ଲଗାଣ ବର୍ଷା ଫଳରେ ନଦୀର ଜଳସ୍ତର ୫୦ ଫୁଟ...

ବୋରିସ ଜନସନଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ/ଲଣ୍ଡନ,୧୩।୧୨: ବ୍ରିଟେନରେ ୧୯୨୩ ପରେ ପ୍ରଥମଥର ଲାଗି ଡିସେମ୍ବରରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଆଉ ଏହି ନିର୍ବାଚନରେ କଞ୍ଜରଭେଟିଭ ପାର୍ଟି ବହୁମତରେ ନିର୍ବାଚନ ଜିତିଥିବା...

ରୁଷିଆ ସହ ବୁଝାମଣା ପାଇଁ ବାଇଡେନ୍‌ଙ୍କୁ ଡେମୋକ୍ରାଟ୍‌ଙ୍କ ଚିଠି

ଓ୍ବାଶିଂଟନ୍‌, ୨୬।୧୦: ୟୁକ୍ରେନ୍‌ ଯୁଦ୍ଧ ବନ୍ଦ କରିବା ପାଇଁ ମସ୍କୋ ସହ ଓ୍ବାଶିଂଟନ୍‌ ବୁଝାମଣା କରୁ ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଡେମୋକ୍ରାଟିକ୍‌ ପାର୍ଟିର...

ଚାଇନା ପରେ ସ୍ପେନକୁ ବ୍ୟାପିଲା କରୋନା ଭାଇରସ୍‌: ହୋଟେଲରେ ଫସିଲେ ଶତାଧିକ ଲୋକ

ମାଦ୍ରିଦ୍‌,୨୬।୨: ସାରା ବିଶ୍ବରେ କରୋନା ଭାଇରସ୍‌ ଏବେ କାୟା ବିସ୍ତାର କରି ଚାଲିଛି। ପ୍ରଥମେ ଚାଇନାର ଉହାନ ସହରରୁ ସୃଷ୍ଟ ଏହି ଭାଇରସ୍‌ ସଂକ୍ରମଣ ଏବେ...

Advertisement
Archives

Model This Week