Posted inଜାତୀୟ

ଭାରତର ପରାଜୟରେ ପ୍ରଧାନମନ୍ତ୍ରୀ କହିଲେ ଏମିତି କଥା

ଅହମ୍ମଦାବାଦ୍‌,୧୯।୧୧: ଗୁଜରାଟର ଅହମ୍ମଦାବାଦରେ ରବିବାର ଆଇସିସି କ୍ରିକେଟ ବିଶ୍ୱକପ୍‌ର ଫାଇନାଲ୍‌ ମ୍ୟାଚ୍‌ରେ ଟିମ ଇଣ୍ଡିଆର ପରାଜୟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ରଖିଛନ୍ତି। ପିଏମ ମୋଦି ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି, ପ୍ରିୟ ଟିମ୍‌ ଇଣ୍ଡିଆ, ବିଶ୍ୱକପ ସମୟରେ ତୁମର ପ୍ରତିଭା ଏବଂ ନିଷ୍ଠା ଉଲ୍ଲେଖନୀୟ ଥିଲା। ତୁମେ ମହାନ ଆତ୍ମା ସହିତ ଖେଳି ଦେଶ ପାଇଁ ବହୁତ ଗର୍ବ ଆଣିଥିଲ। ଆମେ ଆଜି ଏବଂ ସର୍ବଦା ଆପଣଙ୍କ ସହିତ ଛିଡା ହୋଇଛୁ।

ପ୍ରଧାନମନ୍ତ୍ରୀ ଅଷ୍ଟ୍ରେଲୀୟ ଦଳକୁ ଏକ ପୋଷ୍ଟ କରି ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ବିଶ୍ୱକପରେ ଚମତ୍କାର ବିଜୟ ପାଇଁ ଅଷ୍ଟ୍ରେଲିଆକୁ ଅଭିନନ୍ଦନ! ସମଗ୍ର ଟୁର୍ଣ୍ଣାମେଣ୍ଟରେ ତାଙ୍କର ପ୍ରଦର୍ଶନ ପ୍ରଶଂସନୀୟ ଥିଲା, ଯାହା ଏକ ବିଜୟରେ ଶେଷ ହୋଇଥିଲା। ଆଜି ତାଙ୍କର ଉଲ୍ଲେଖନୀୟ ଚମତ୍କାର ଇନିଂସ ପାଇଁ ଟ୍ରାଭିସ ହେଡଙ୍କୁ ଅଭିନନ୍ଦନ।
ସୂଚନାଯୋଗ୍ୟ,ପ୍ରଧାନମନ୍ତ୍ରୀ ମୋଦି ଫଶଇନାଲ ମ୍ୟାଚ୍‌ ଦେଖିବା ପାଇଁ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri