ଭାରତର ମୁଦ୍ରାସ୍ଫୀତି ଅନୁମାନ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୨୨ା୭: ଏସିଆନ ଡେଭଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି) ଚଳିତ ଆର୍ଥିକ ବର୍ଷରେ ଭାରତର ମୁଦ୍ରାସ୍ଫୀତି ଅନୁମାନକୁ ୪.୧୦ ପ୍ରତିଶତକୁ ହ୍ରାସ କରିଛି। ଟଙ୍କାର ମୂଲ୍ୟ ବୃଦ୍ଧି ପାଇବା ତଥା ଦେଶର ଜିଡିପି ପୂର୍ବାନୁମାନ ହ୍ରାସ କରିବା ଯୋଗୁ ଅନ୍ତର୍ଜାତୀୟ ବ୍ୟାଙ୍କ ମୁଦ୍ରାସ୍ଫୀତି ଅନୁମାନ ହ୍ରାସ କରିବାକୁ ବାଧ୍ୟ ହୋଇଛି। ଏସିଆନ ଡେଭଲପ୍‌ମେଣ୍ଟ ଆଉଟଲୁକ୍‌, ୨୦୧୯ ସଂକ୍ରାନ୍ତ ରିପୋର୍ଟ ପ୍ରକାଶ କରି ଏଡିବି କହିଛି ଯେ, ଦକ୍ଷିଣ ଏସିଆ କ୍ଷେତ୍ରରେ ମୁଦ୍ରାସ୍ଫୀତି ହ୍ରାସ କରିବାରେ ଭାରତ ମୁଖ୍ୟ କାରକ ହେବ। ଏଥିପୂର୍ବରୁ ଏଡିବି ଭାରତର ମୁଦ୍ରାସ୍ଫୀତି ଅନୁମାନ ୪.୩୦ ପ୍ରତିଶତ ରହିବ ବୋଲି କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁତ୍ର ସନ୍ତାନର ଜନକ ହେଲେ ଆକାଶ, ଶ୍ଳୋକା

ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରଜିର ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କ ପରିବାରକୁ ନବଜାତକଙ୍କ ପ୍ରବେଶ ହୋଇଛି। ଏବେ ମୁକେଶ ଏବଂ ନୀତା ଅମ୍ବାନୀ ଜେଜେ ବାପା, ଜେଜେ ମା...

ଜେକେ ଟାୟାରର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୪ା୯: ଦେଶର ପ୍ରମୁଖ ଟାୟାର କମ୍ପାନୀ ଜେକେ ଟାୟାର ଆଣ୍ଡ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ...

ସରକାରଙ୍କ ସାମ୍ନାରେ ୬ ବଡ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୨-୧: ଏବେ ବଜେଟ ପ୍ରସ୍ତୁତି ପ୍ରକ୍ରିୟା ଜାରି ରହିଛି। ଫେବୃୟାରୀ ପହିଲାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ...

ବଜେଟକୁ ନେଇ ସୋସିଆଲ ମିଡିଆ କ୍ୟାମ୍ପେନ

ନୂଆଦିଲ୍ଲୀ,୨୦-୧: ବଜେଟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ଉପରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଏକ ସୋସିଆଲ ମିଡିଆ କ୍ୟାମ୍ପେନ୍‌...

ମେ’ରେ ଜିଏସ୍‌ଟି ଆଦାୟ ୧ ଲକ୍ଷ କୋଟି ଟପିଲା

ନୂଆଦିଲ୍ଲୀ,୨-୬: ମେ’ରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଆଦାୟ ୧ ଲକ୍ଷ କୋଟି ଟଙ୍କା ଟପିଛି। ଗତ ବର୍ଷ ଏହି ସମୟରେ ଏହା ୯୪,୦୧୬ କୋଟି...

ରୁଚି-ଫ୍ରୋଜିଟ୍‌ର ୨ ନୂଆ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୭।୮: ପୂର୍ବ ଭାରତର ଅଗ୍ରଣୀ ଖାଦ୍ୟ ପ୍ରସ୍ତୁତକାରୀ ଉଦ୍ୟୋଗ ତଥା ଓଡ଼ିଶାର ୧ନଂ. ମସଲା ଉଦ୍ୟୋଗ ରୁଚି ଦ୍ୱାରା ପରିଚାଳିତ ଫ୍ରୋଜିଟ୍‌ର ୨ଟି ନୂଆ ଫୁଡ୍‌...

ଯୁବବର୍ଗଙ୍କୁ ଗୁଣାତ୍ମକ ତାଲିମ

ଭୁବନେଶ୍ୱର୨୨।୧୨: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ୍‌ (ଡିସିବିଏଲ୍‌)ର ସହଯୋଗୀ ସଂସ୍ଥା ଡାଲମିଆ ଭାରତ ଫାଉଣ୍ଡେଶନ (ଡିବିଏଫ୍‌) ଦ୍ୱାରା ଦୀକ୍ଷା ଶିକ୍ଷାନବିସଙ୍କ ପାଇଁ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମ...

ସେନ୍‌ସେକ୍ସ ୧୯ ପଏଣ୍ଟ ଖସିଲା

ନୂଆଦିଲ୍ଲୀ: ଗତ ୬ ସେସନ ହେବ ଭାରତୀୟ ପୁଞ୍ଜିବଜାରର କାରବାର ଊର୍ଦ୍ଧ୍ୱଗାମୀ ହୋଇ ଚାଲିଥିବା ବେଳେ ମଙ୍ଗଳବାର ଏଥିରେ ସାମାନ୍ୟ ପ୍ରଭାବ ପଡିଛି। ବମ୍ବେ ଷ୍ଟକ୍‌...

Advertisement
Archives

Model This Week