Posted inଖେଳ

ଭାରତୀୟ ଅଭିନେତ୍ରୀଙ୍କୁ ଅପହରଣ କରିନେଇ ବିବାହ କରିବାକୁ ଚାହୁଁଥିଲେ ଏହି କ୍ରିକେଟର୍‌

ବଲିଉଡ ଏବଂ କ୍ରିକେଟରଙ୍କ ପ୍ରେମ ସମ୍ପର୍କ ବହୁ ପୁରୁଣା। ବହୁ ପୁରୁଖା କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ପ୍ରେମ ଓ ବିବାହ କରିବା ଖବର ସର୍ବଦା ଚର୍ଚ୍ଚାରେ ଥାଏ। ହେଲେ ବିଦେଶୀ କ୍ରିକେଟର ଭାରତୀୟ ଅଭିନେତ୍ରୀଙ୍କ ପଛରେ ପଡିବା କମ୍‌ ଦେଖାଯାଏ। ସେମିତି ଜଣେ କ୍ରିକେଟର୍‌ ଥିଲେ ପାକିସ୍ତାନ ବୋଲର ସୋଏବ୍‌ ଅଖତର୍‌। ସେ ଭାରତୀୟ ଅଭିନେତ୍ରୀ ସୋନାଲି ବେନ୍ଦ୍ରେଙ୍କୁ ଅପହରଣ କରିନେଇ ବିବାହ କରିବାକୁ ଚାହୁଁଥିଲେ। ରାଓଲପିଣ୍ଡି ଏକ୍ସପ୍ରେସ ନାମରେ ପରିଚିତ ସୋଏବ୍‌ ଅଖତର୍‌ ସୋନାଲିଙ୍କ ପାଇଁ ଏତେ ପାଗଳ ଥିଲେ, ଯେ ପର୍ସରେ ତାଙ୍କ ଫଟୋ ରଖୁଥିଲେ। ଭାରତକୁ ଥରେ କ୍ରିକେଟ ଖେଳିବା ପାଇଁ ଆସିଥିବାବେଳେ ସୋନାଲି ସହିତ ସୋଏବ ଅଖତରଙ୍କ ସାକ୍ଷାତ ହୋଇଥିଲା। ପ୍ରଥମ ଦେଖାରେ ହିଁ ସୋଏବ ସୋନାଲିଙ୍କ ଉପରେ ଫିଦା ହୋଇଥିଲେ। ସୋନାଲିଙ୍କ ସଂପର୍କରେ ଥରେ ସୋଏବ ଅଖତର ଥରେ କହିଥିଲେ,ସୋନାଲି ଯଦି ତାଙ୍କ ବିବାହ ପ୍ରସ୍ତାବ ସ୍ବୀକାର କରିବେ ନାହିଁ, ତେବେ ସେ ତାଙ୍କୁ ଅପହରଣ କରି ନେଇଯିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ବତନ୍ତ୍ର ବିମାନରେ ଅଷ୍ଟ୍ରେଲୀୟ ଖେଳାଳି ଘରକୁ ଯିବେ

ମେଲବୋର୍ନ,୨୯।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପରେ ଅଷ୍ଟ୍ରେଲୀୟ ଖେଳାଳିମାନଙ୍କୁ ସ୍ବତନ୍ତ୍ର ଅର୍ଥାତ୍‌ ଚାର୍ଟାର୍ଡ ବିମାନରେ ଘରକୁ ନିଆଯିବା ନେଇ ବିଚାରବିମର୍ଶ ଚାଲିଛି। ଏ ନେଇ...

କବର ସ୍ଥାନରେ କ୍ରିକେଟ ଅଭ୍ୟାସ କରୁଥିଲେ, ସୌରଭ ଗାଙ୍ଗୁଲି ବଦଳାଇଦେଲେ ଭାଗ୍ୟ

ନିଜ ଉପରେ ଯଦି ବିଶ୍ୱାସ ଅଛି ତେବେ କିଛି ବି କାମ ଅସମ୍ଭବ ନୁହେଁ। ଭାରତୀୟ ଦଳର ଜଣେ କ୍ରିକେଟର ମଧ୍ୟ ଅଛନ୍ତି, ଯିଏ କବର...

ଆଜି ଯାହା ଦେଖିଲି ତାହା ଅଦ୍ଭୁତ, ଅସାମାନ୍ୟ ଥିଲା: ଶାସ୍ତ୍ରୀ

ବର୍ମିଂହାମ,୩।୭: ଇଂଲଣ୍ଡ ବିପକ୍ଷ ଏଜବାଷ୍ଟନ ଟେଷ୍ଟରେ ଭାରତୀୟ ଟିମ୍‌ର ନେତୃତ୍ୱ ସମ୍ଭାଳୁଛନ୍ତି ଜସପ୍ରିତ ବୁମ୍‌ରା। ଶନିବାର ଟେଷ୍ଟର ଦ୍ୱିତୀୟ ଦିନରେ ଇଂଲଣ୍ଡ ଦ୍ରୁତ ବୋଲର୍‌ ଷ୍ଟୁଆର୍ଟ...

ପ୍ରଥମ ଗର୍ଲଫ୍ରେଣ୍ଡଙ୍କ ନାଁ ଖୁଲାସା କଲେ ଧୋନୀ: କହିଲେ, ସ୍ତ୍ରୀଙ୍କୁ କହିବ ନାହିଁ

ଭାରତର କିମ୍ବଦନ୍ତୀ କ୍ରିକେଟର୍‌ ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ପ୍ରଶଂସକଙ୍କ ବିଷୟରେ ଜାଣିବାକୁ ଇଚ୍ଛା କରନ୍ତି। ତାଙ୍କ ଜୀବନୀକୁ ନେଇ ଏକ ଫିଲ୍ମ...

ପ୍ରଥମ ଦିନିକିଆ: ଟେଲରଙ୍କ ଶତକ ନିଷ୍ଫଳ: ପାକିସ୍ତାନ ୨୬ ରନରେ ବିଜୟୀ

ରାଓ୍ବଲପିଣ୍ଡି,୩୧।୧୦(ପି.ଟି.): ଜିମ୍ବାଓ୍ବେ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ୨୬ ରନରେ ବିଜୟୀ ହୋଇଛି। ରାଓ୍ବଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ...

ଶ୍ରୀଲଙ୍କା- ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ସିରିଜ ଡ୍ର

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ),୪।୪: ସ୍ଥାନୀୟ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମରେ ଓ୍ବେଷ୍ଟଇଣ୍ଡିଜ ଓ ଭ୍ରମଣକାରୀ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ଶନିବାର...

ଆଇପିଏଲ୍‌ ସ୍ଥଗିତ ହେବାପରେ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଏହି କ୍ରିକେଟର୍‌: ପ୍ରଶଂସକ କହିଲେ ବାଃ ବାଃ

ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) କରୋନା ଭାଇରସ ମହାମାରୀ ହେତୁ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ (ଆଇପିଏଲ)କୁ ଅର୍ନିଦ୍ଦିଷ୍ଟ କାଳ...

ପୁଣି କ୍ରିକେଟକୁ ଫେରିଲେ ଗାଙ୍ଗୁଲି; ଆଇପିଏଲ୍‌ରେ ମିଳିଲା ଏହି ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୩।୧: ପୁଣି ଥରେ କ୍ରିକେଟ ମଇଦାନକୁ ଫେରିଛନ୍ତି ବିସିସିଆଇର ପୂର୍ବତନ ଅଧ୍ୟକ୍ଷ ତଥା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି। ଆଗାମୀ ଦିନରେ ସେ ଆଇପିଏଲ୍‌ର...

Advertisement
Archives

Model This Week