ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ରାଖୀ ପଠାଇଲେ ଛାତ୍ରୀଛାତ୍ର

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସ୍ବାମୀ ବିବେକାନନ୍ଦ ପବ୍ଲିକ୍‌ ସ୍କୁଲର ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନୂଆଦିଲ୍ଲୀସ୍ଥିତ ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ୧୫୦ ରୁ ଅଧିକ ରାଖୀ ପଠାଇଛନ୍ତି। ସ୍କୁଲର ଅଧ୍ୟକ୍ଷ ଶିବରାମ ନାଏକଙ୍କ ସହଯୋଗରେ ଡାକ ଯୋଗେ ଏହି ରାଖୀ ପଠାଯାଇଛି। ଯବାନମାନେ ଦେଶର ସୁରକ୍ଷା କବଚ। ସେମାନଙ୍କର ନିଷ୍ଠାପର ସେବା ଓ ଦେଶପ୍ରେମ ଯୋଗୁ ଦେଶ ସୁରକ୍ଷିତ ରହିଥାଏ। ଏହି ବିଦ୍ୟାଳୟର ଅଧ୍ୟକ୍ଷ, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଛାତ୍ରୀଛାତ୍ରଙ୍କ ଏହି କାର୍ଯ୍ୟ ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ଉପସ୍ଥିତ ଅତିଥି ସୁତମ ନାଏକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପିକା ଆତ୍ମହତ୍ୟା ମାମଲା: ଝାରପୋଖରିଆ ଆଇଆଇସି ନିଲମ୍ବିତ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ମୟୁରଭଞ୍ଜ ଜିଲାରେ ବଳାତ୍କାରର ଶିକାର ହୋଇ ଜଣେ ଅଧ୍ୟାପିକା ପୋଲିସଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଭଳି ଘଟଣା ରାଜ୍ୟରେ ଆଲୋଡନ ସୃଷ୍ଟି...

ସାମୁଦ୍ରିକ ବୋଟ୍‌ ଅଚଳ: ବସି ଦରମା ନେଉଛନ୍ତି କର୍ମଚାରୀ

ପାରାଦୀପ,୨୩ା୨(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ପରିସରରେ ରାଜ୍ୟ ମତ୍ସ୍ୟ ବିଭାଗ ପକ୍ଷରୁ ସମୁଦ୍ରରେ ପାଟ୍ରୋଲିଂ ପାଇଁ କିଣା ଯାଇଥିବା ବୋଟ ୩ ବର୍ଷ ହେଲା ଅଚଳ...

ଡିସେମ୍ବର ୧୫ ସୁଦ୍ଧା ନିର୍ବାଚନ ସାରି ଫଳ ଘୋଷଣା କର

କଟକ ଅଫିସ,୨୦।୧୦: କରୋନା ଯୋଗୁ ଗତ ୭ ମାସ ହେବ ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନ ବନ୍ଦ ରହିଥିଲା।...

ଲକ୍ଷାଧିକ ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ: ବ୍ୟବସାୟିକ ପ୍ରତିଷ୍ଠାନରେ ଚଢ଼ାଉ

ଦେବଗଡ଼, ୯।୯(ଡି.ଏନ୍‌.ଏ.): ଦେବଗଡ ଜିଲା ତିଲେଇବଣି ବ୍ଲକ ସୁଗୁଡା ସ୍ଥିତ ସଚିନ ଟ୍ରେଡର୍ସରେ ଜିଏସ୍‌ଟି ବିଭାଗ ପକ୍ଷରୁ ଶୁକ୍ରବାର ଚଢାଉ କରାଯାଇଛି। ଟ୍ରେଡର୍ସ ମାଲିକଙ୍କ ବ୍ୟବସାୟିକ...

ମୁକ୍ତିକାନ୍ତଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ

ଢେଙ୍କାନାଳ ଅଫିସ, ୨୧।୮-ଢେଙ୍କାନାଳର ଶିଶୁ ପ୍ରତିଭା ମୁକ୍ତିକାନ୍ତ ଦାଶଙ୍କୁ ରାଜ୍ୟସ୍ତରୀୟ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୧୯ରେ ସମ୍ମାନିତ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ...

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବେଦାନ୍ତଙ୍କୁ ଚିଠି ଲେଖି କଲେ ତାଗିଦ

ସମ୍ବଲପୁର,୧୧ା୮(ଶୁଭାଶିଷ ପାଢୀ): ଝାରସୁଗୁଡ଼ା ବେଦାନ୍ତ କମ୍ପାନୀରୁ ବାହାରୁଥିବା ଫ୍ଲାଏଆଶ ସମ୍ବଲପୁର ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ପକାଯାଉଛି । ଏହାକୁ ନେଇ ରାଜ୍ୟ ପ୍ରଦୂଷଣ...

ପାର୍ସଲ ବଗିରୁ ସାମଗ୍ରୀ ଚୋରି ଘଟଣାର ପର୍ଦ୍ଦାଫାଶ: ଷ୍ଟେଶନ ମାଷ୍ଟର ସମେତ ୩ ଗିରଫ

ଭଦ୍ରକ ଅଫିସ, ୪ା୧୨- ବିଭିନ୍ନ ଟ୍ରେନର ପାର୍ସଲ ଭ୍ୟାନରେ ପଠାଯାଉଥିବା ପ୍ୟାକେଟ୍‌କୁ ଚତୁରତାର ସହ ଖୋଲି ସେଥିରୁ ସାମଗ୍ରୀ ଚୋରି କରାଯିବା ଘଟଣାର ପର୍ଦ୍ଦାଫାଶ ହୋଇଛି।...

ଆଦିବାସୀ ମହିଳାଙ୍କୁ ମାଡ଼ ଅଭିଯୋଗ: ପୋଲିସ ତଦନ୍ତ ଆରମ୍ଭ

ରାଉରକେଲା ଅଫିସ,୭।୧୦: ସୁନ୍ଦରଗଡ଼ ଜିଲା ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ଖରିଆବାହାଲ ବସ୍ତିରେ ବସବାସ କରୁଥିବା ଜଣେ ଆଦିବାସୀ ମହିଳାଙ୍କୁ ନିସ୍ତୁକ ମାଡ଼ ମାରିବା ସହ...

Advertisement
Archives

Model This Week