ଭାରତୀୟ ଉଚ୍ଚାୟୁକ୍ତଙ୍କ ଇଫତାର୍‌ ପାର୍ଟିରେ ଅତିଥିଙ୍କୁ ଧମକାଇଲେ ପାକିସ୍ତାନ ଅଧିକାରୀ

ଇସଲାମାବାଦ୍‌,୨।୬: ପାକିସ୍ତାନରେ ଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ ପକ୍ଷରୁ ଆୟୋଜିତ ହୋଇଥିବା ଇଫତାର୍‌ ପାର୍ଟିରେ ଏକ ଅଭାବନୀୟ ଘଟଣା ଘଟିଛି । ଏଠାରେ ଯୋଗଦେଇଥିବା ଅତିଥିମାନଙ୍କୁ ପାକିସ୍ତାନ ଅଧିକାରୀମାନେ ଧମକାଇବା ସହିତ ଏକ ଘରେ ବନ୍ଦ କରିଦେଇଥିବା ଅଭିଯୋଗ ହୋଇଛି। ଏନେଇ ପାକିସ୍ତାନରେ ଥିବା ଭାରତୀୟ ଉଚ୍ଚାୟୁକ୍ତ ଅଜୟ ବିସାରିଆ ସୂଚନା ଦେଇଛନ୍ତି। ସ୍ଥାନୀୟ ହୋଟେଲ ସେରେନାରେ ଇଫତାର ପାର୍ଟି ଆୟୋଜିତ ହୋଇଥିଲା। ହୋଟେଲ ବାହାରେ ପାକିସ୍ତାନ ଅଧିକାରୀମାନେ ଘେରାବନ୍ଦୀ କରିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ କୂଟନୈତିକ ଆଲୋଚନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟେମେନରେ ଜାତିସଂଘ ମିଶନର ମୁଖ୍ୟ ଅଭିଜିତ୍‌ ଗୁହା

ଜାତିସଂଘ,୧୪ା୯(ପି.ଟି.): ୟେମେନରେ ଜାତିସଂଘ ମିଶନର ମୁଖ୍ୟ ଭାବେ ଅବସରପ୍ରାପ୍ତ ଭାରତୀୟ ସେନା ଅଧିକାରୀ ଲ୍ୟୁଟନାଣ୍ଟ ଜେନେରାଲ ଅଭିଜିତ୍‌ ଗୁହାଙ୍କୁ ଦାୟିତ୍ୱ ମିଳିଛି। ଜାତିସଂଘ ମହାସଚିବ ଆଣ୍ଟୋନିଓ...

କରୋନାରୁ ଆରୋଗ୍ୟ ଲାଭ କରି କାର୍ଯ୍ୟରେ ଯୋଗଦେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୭।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କରୋନାରୁ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିବା ପରେ ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଆରୋଗ୍ୟ ହୋଇ ଫେରିବା ପରେ...

ସାଇକେଲ ଚୋରକୁ ୩ ବର୍ଷ ଜେଲ୍‌

ବ୍ରସେଲ୍ସ୍‌,୬।୨: ସାଇକେଲ ଚୋରି କରିଥିବା ଜଣେ ବ୍ୟକ୍ତିଙ୍କୁ ବେଲଜିୟମ୍‌ର ଅଦାଲତ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ କରିଛନ୍ତି। ଜଜ୍‌ କହିଛନ୍ତି ଯାହାର ସାଇକେଲ ଚୋରି ହୋଇଥିଲା...

କରୋନା ସଂକ୍ରମିତଙ୍କ ମଧ୍ୟରୁ ପ୍ରତି ହଜାରେ ଲୋକଙ୍କ ମଧ୍ୟରୁ ପ୍ରାୟ ୯ ଜଣଙ୍କ ଘଟିଥାଏ ମୃତ୍ୟୁ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୬।୩: କରୋନା ସଂକ୍ରମଣ ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ସୃଷ୍ଟି ଉପରେ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ତେବେ...

କରୋନା ପରେ ଆଫ୍ରିକାରେ ନୂଆ ବିପଦ

ଖାର୍ଟୁମ୍‌, ୧୯।୯: କରୋନା ମହାମାରୀ ସଂକ୍ରମଣ ପରେ ଆଫ୍ରିକାର ବହୁ ଦେଶରେ ଏବେ ନୂଆ ବିପଦ ଦେଖାଦେଇଛି। ପ୍ରବଳ ବର୍ଷା ଯୋଗୁ ପୂର୍ବ ଆଫ୍ରିକାର ନଦୀଗୁଡ଼ିକରେ...

ପାକିସ୍ତାନ ସଡ଼କ ଦୁର୍ଘଟଣା: ୧୩ ମୃତ ୫ ଗୁରୁତର

କରାଚି,୨୭ ।୯: ପାକିସ୍ତାନରେ ହାଇଦ୍ରାବାଦରୁ କରାଚି ଆସୁଥିବା ଏକ ବସ୍ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ୧୩ ଜଣଙ୍କ ମୃତ୍ୟୁ ହେବାସହ ୫ ଜଣ ଗୁରୁତର...

ହ୍ବାଇଟ୍‌ ହାଉସ୍‌ରେ ଟ୍ରମ୍ପ୍‌ ପାଳିଲେ ଦୀପାବଳି, ସମଗ୍ର ବିଶ୍ୱବାସୀଙ୍କୁ ଦେଲେ ଏହି ବାର୍ତ୍ତା

ଓ୍ବାଶିଂଟନ,୧୫ା୧୧: କେବଳ ଭାରତ ନୁହେଁ, ବିଦେଶରେ ମଧ୍ୟ ପାଳନ କରାଯାଇଛି ଆଲୋକର ପର୍ବ ଦୀପାବଳି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସ୍ତ୍ରୀ ମେଲାନିୟା...

ଧନୀ ହେବା ଲାଗି ପାକିସ୍ତାନକୁ ଏମିତି ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ, ଭିଡିଓ ଦେଖିଲେ ହସି ହସି ଗଡ଼ିବେ

ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯାହାକୁ ଦେଖିଲେ ହସିହସି ଗଡ଼ିବେ। ଅତୀତରେ ଏହିପରି ଅନେକ ମଜାଦାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି...

Advertisement


Archives

Model This Week