ଭାରତୀୟ ଉଚ୍ଚାୟୁକ୍ତଙ୍କ ଇଫତାର୍‌ ପାର୍ଟିରେ ଅତିଥିଙ୍କୁ ଧମକାଇଲେ ପାକିସ୍ତାନ ଅଧିକାରୀ

ଇସଲାମାବାଦ୍‌,୨।୬: ପାକିସ୍ତାନରେ ଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ ପକ୍ଷରୁ ଆୟୋଜିତ ହୋଇଥିବା ଇଫତାର୍‌ ପାର୍ଟିରେ ଏକ ଅଭାବନୀୟ ଘଟଣା ଘଟିଛି । ଏଠାରେ ଯୋଗଦେଇଥିବା ଅତିଥିମାନଙ୍କୁ ପାକିସ୍ତାନ ଅଧିକାରୀମାନେ ଧମକାଇବା ସହିତ ଏକ ଘରେ ବନ୍ଦ କରିଦେଇଥିବା ଅଭିଯୋଗ ହୋଇଛି। ଏନେଇ ପାକିସ୍ତାନରେ ଥିବା ଭାରତୀୟ ଉଚ୍ଚାୟୁକ୍ତ ଅଜୟ ବିସାରିଆ ସୂଚନା ଦେଇଛନ୍ତି। ସ୍ଥାନୀୟ ହୋଟେଲ ସେରେନାରେ ଇଫତାର ପାର୍ଟି ଆୟୋଜିତ ହୋଇଥିଲା। ହୋଟେଲ ବାହାରେ ପାକିସ୍ତାନ ଅଧିକାରୀମାନେ ଘେରାବନ୍ଦୀ କରିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ କୂଟନୈତିକ ଆଲୋଚନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନା ମୁଖ୍ୟ ନିଯୁକ୍ତି ନେଇ ପାକିସ୍ତାନ ସରକାରରେ ମତଭେଦ

ଇସଲାମାବାଦ,୧୯ା୧୧: ପାକିସ୍ତାନ ସରକାରରେ ନୂତନ ସେନା ମୁଖ୍ୟ ନିଯୁକ୍ତିକୁ ନେଇ ମତଭେଦ ତୀବ୍ର ହୋଇଛି। ଶାସକ ମିଳିତ ମଞ୍ଚର ବରିଷ୍ଠ ଅଧିକାରୀମାନେ ଏହି ପ୍ରସଙ୍ଗରେ ବିରୋଧୀ...

ଉଡିବାକୁ ଥିବା ବିମାନର ପଙ୍ଖା ଉପରେ ଚଢିଗଲେ ଯୁବକ

ଲାଗୋସ,୨୧।୭: ନାଇଜେରିଆ ସମାଚାର ଏଜେନ୍ସିର ସୂଚନା ଅନୁଯାୟୀ, ଶୁକ୍ରବାର ମୁର୍ତଲା ମହମ୍ମଦ ଅନ୍ତରାଷ୍ଟ୍ରୀୟ ବିମାନ ବନ୍ଦରରେ ଅଜମାନ ଏୟାର ଲାଇନ୍ସର ଏକ ବିମାନ ଉଡିବା ଲାଗି...

କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା

ଓ୍ବାଶିଂଟନ୍‌,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍‌ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ...

ଟଙ୍କା ଟଳମଳ, ଡଲାର ସବଳ

ଓ୍ବାଶିଂଟନ/ମୁମ୍ବାଇ,୨୩ା୯: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଟଙ୍କା ଦିନକୁ ଦିନ ତଳକୁ ଖସିବାରେ ଲାଗିଥିବାରୁ ଭାରତର ଅର୍ଥନୀତିକୁ ଶକ୍ତ...

ହଣ୍ଡୁରାସରେ ବିମାନ ଦୁର୍ଘଟଣା : ୫ ମୃତ

ଟେଗୁସିଗାଲପା,୧୯।୫: ହଣ୍ଡୁରାସ ଦ୍ୱୀପ ନିକଟରେ ଏକ ବଡ ବିମାନ ଦୁର୍ଘଟଣା ହୋଇଛି। ଶନିବାର ଏହି ଦୁର୍ଘଟଣା ହୋଇଥିବା ବେଳେ ଏଥିରେ ୪ଜଣ କାନାଡା ଓ ଜଣେ...

ବିକ୍ଷୋଭକାରୀଙ୍କ ଉପରକୁ ଗୁଳି ମାଡ: ୫ ମୃତ୍ୟୁ, ୧୦ ଆହତ

ତେହରାନ,୧୭।୧୧: ଇରାନରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ସୁରକ୍ଷା ବାହିନୀ ତେହେରାନର ଏକ ମେଟ୍ରୋ ଷ୍ଟେଶନରେ ବିକ୍ଷୋଭକାରୀଙ୍କ ଉପରକୁ ଗୁଳି ଚଳାଇ ଥିଲେ। ଏଥିରେ...

କୋପ୍‌ ୨୭କୁ ଗ୍ରେଟାଙ୍କ ବର୍ଜନ

ଷ୍ଟକ୍‌ହୋମ୍‌,୪ା୧୧:କ୍ଷମତାରେ ଥିବା ଲୋକେ ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟର ସମାଧାନକୁ ପ୍ରାଥମିକତା ଦେଉନାହାନ୍ତି। ତେଣୁ ଇଜିପ୍ଟରେ ହେବାକୁ ଥିବା କୋପ୍‌ ୨୭ରେ ଯୋଗଦେବେ ନାହିଁ ବୋଲି ସୁଇଡେନ୍‌ର...

ସିସିପିଆଇ ର଼୍ୟାକିଙ୍ଗ: ଜଳବାୟୁ ପରିବର୍ତ୍ତନ ପଦକ୍ଷେପ କ୍ଷେତ୍ରରେ ଶ୍ରେଷ୍ଠ-୫ ଦେଶ ମଧ୍ୟରେ ଭାରତ…

ବର୍ଲିନ,୨୨।୧୧ : ଗ୍ଲୋବାଲ ଜଳବାୟୁ ପରିବର୍ତ୍ତନ ପ୍ରଦର୍ଶନ ସୂଚକାଙ୍କ (ସିସିପିଆଇ) ରେ ଭାରତ ଶ୍ରେଷ୍ଠ ପାଞ୍ଚଟି ଦେଶ ମଧ୍ୟରେ ଏବଂ ଜି -୨୦ ଦେଶ ମଧ୍ୟରେ...

Advertisement
Archives

Model This Week