ଭାରତୀୟ କଏଦିଙ୍କ ତାଲିକା ହସ୍ତାନ୍ତର କଲା ପାକିସ୍ତାନ

ଇସଲାମାବାଦ,୧।୭: ପାକିସ୍ତାନ ଜେଲରେ ବନ୍ଦିଥିବା ପ୍ରାୟ ୨୬୧ ଜଣ କଏଦିଙ୍କର ଏକ ତାଲିକା ପାକିସ୍ତାନ ଇସଲାମାବାଦରେ ଥିବା ଭାରତୀୟ ହାଇକମିଶନଙ୍କୁ ହସ୍ତାନ୍ତର କରିଛି। ଏମାନଙ୍କ ମଧ୍ୟରୁ ୫୨ ସାଧାରଣ ନାଗରିକ ହୋଇଥିବା ବେଳେ ୨୦୯ ମତ୍ସଜୀବି ଅଛନ୍ତି। ସୂଚନାଯୋଗ୍ୟ, ୨୦୦୮ରେ ହୋଇଥିବା ଚୁକ୍ତି ଅନୁଯାୟୀ ଭାରତ ଓ ପାକିସ୍ତାନ ବର୍ଷକୁ ୨ ଥର ଉଭୟ ଦେଶରେ ଥିବା କଏଦୀମାନଙ୍କର ତାଲିକା ଅଦଳ ବଦଳ କରିଥାଆନ୍ତି। ଜାନୁୟାରୀ ୧ ଓ ଜୁଲାଇ ୧ରେ ଏହା ଅଦଳ ବଦଳ କରାଯାଇଥାଏ। ସୋମବାର ଜୁଲାଇ ୧ ତାରିଖ ଥିବାରୁ ପାକିସ୍ତାନ ଏହି ତାଲିକା ହସ୍ତାନ୍ତର କରିଛି। ଭାରତରେ ଥିବା ପାକିସ୍ତାନୀ କଏଦୀଙ୍କ ତାଲିକା ମଧ୍ୟ ଭାରତ ପାକିସ୍ତାନ ହାଇକମିଶନଙ୍କୁ ହସ୍ତାନ୍ତର କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri