Posted inଜାତୀୟ

ଭାରତୀୟ କୋଷ୍ଟ ଗାର୍ଡରେ ସାମିଲ୍‌ ହେଲା ‘ବରାହ’

ଚେନ୍ନାଇ,୨୫।୯: ଭାରତୀୟ କୋଷ୍ଟ ଗାର୍ଡରେ ‘ବରାହ’ ପାଟ୍ରୋଲିଂ ଜାହାଜ ସାମିଲ୍‌ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୁଧବାର ଆୟୋଜିତ ଏକ ଉତ୍ସବରେ ଏହାକୁ ଚେନ୍ନାଇ ପୋର୍ଟ ଟ୍ରଷ୍ଟ୍‌ଠାରେ କୋଷ୍ଟ ଗାର୍ଡରେ ସାମିଲ୍‌ କରାଇଛନ୍ତି। ଏହା ବହୁବିଧ କାର୍ଯ୍ୟ କରିବାକୁ ସକ୍ଷମ ହୋଇପାରିବ ବୋଲି ରାଜନାଥ କହିଛନ୍ତି। ବରାହ ସାମିଲ୍‌ ହେବା ନେଇ ସେ ଭାରତୀୟ କୋଷ୍ଟ୍‌ ଗାର୍ଡ ଏବଂ ଏଲ୍‌ ଆଣ୍ଡ୍‌ ଟିକୁ ପ୍ରଶଂସା କରିଛନ୍ତି। ଏହାଦ୍ୱାରା କୋଷ୍ଟ ଗାର୍ଡର ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟର ୯୮.୬ ପ୍ରତିଶତ ହୋଇଯିବ ଢ଼ାଙ୍କି: ସୁନା କଙ୍କଣ ଭଳି ହେବ ଦୃଶ୍ୟମାନ

ନୂଆଦିଲ୍ଲୀ, ୨୧।୬: ରାହୁଗ୍ରସ୍ତ ସୂର୍ଯ୍ୟୋପରାଗ ରବିବାର ପୂର୍ବାହ୍ନ ୧୦ଟା ୩୮ ମିନିଟ୍‌ ୧୭ ସେକେଣ୍ଡରେ ଆରମ୍ଭ ହେବ। ସୂର୍ଯ୍ୟର ୯୮.୬ ପ୍ରତିଶତ ଢ଼ାଙ୍କି ହୋଇଯିବ। ଫଳରେ...

୫ ଦିନରେ ୯ ଟପ୍‌ ଆତଙ୍କବାଦୀ କମାଣ୍ଡରଙ୍କ ମୁଣ୍ଡ ଗଡ଼ିଛି…

ଶ୍ରୀନଗର,୧୪।୧୦: ଜମ୍ମୁ-କଶ୍ମୀରରେ ଅପରେଶନ୍‌ ଅଲ୍‌ ଆଉଟ୍‌ ଅନ୍ତର୍ଗତ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ଧରଣର ସଫଳତା ମିଳିଛି। ଅକ୍ଟୋବର ୮ରୁ ୧୩ ଗତ ୫ ଦିନ ମଧ୍ୟରେ...

ହାଇଦ୍ରାବାଦ ପ୍ରାଣୀ ଉଦ୍ୟାନର ୮ ସିଂହ କରୋନା ପଜିଟିଭ୍‌

ହାଇଦ୍ରାବାଦ,୪।୫: ସେଲ୍ୟୁଲାର୍‌ ଏବଂ ମୋଲିକୁଲାର ବାୟୋଲୋଜି (ସିସିଏମ୍‌ବି) ସେଣ୍ଟରରୁ ଜଣାପଡ଼ିଛି ଯେ, ସହରର ନେହେରୁ ପ୍ରାଣୀ ଉଦ୍ୟାନ (ହାଇଦ୍ରାବାଦ ପ୍ରାଣୀ ଉଦ୍ୟାନ)ର ୮ ଏସିଆନ ସିଂହ...

ଉଦ୍ଧବ ଠାକରେ କରୋନା ପଜିଟିଭ୍‌

ମୁମ୍ବାଇ,୨୨।୬: ମହାରାଷ୍ଟ୍ରର ରାଜ୍ୟପାଳ ଭାଗବତ ସିଂ କୋଶିଆରିଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ କଂଗ୍ରେସ ନେତା କମଲ ନାଥ...

ସମାଜବାଦୀ ପାର୍ଟି ନେତାଙ୍କ ଘରେ ଆୟକର ବିଭାଗର ମାରାଥନ ରେଡ: ୧୫ ଘଣ୍ଟାରେ ମିଳିଲା ୧୭ ହଜାର ଟଙ୍କା

ଲକ୍ଷ୍ନୌ,୧୯ ।୧୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଶନିବାର ସମାଜବାଦୀ ପାର୍ଟିର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ନିକଟତମ...

ନୂଆ ବର୍ଷରେ ୬ ରାଜ୍ୟକୁ ଲାଇଟ୍ ହାଉସ୍ ପ୍ରୋଜେକ୍ଟ ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୧ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ଭିଡିଓ କନଫରେନସିଂ ଜରିଆରେ ୬ ରାଜ୍ୟକୁ ଲାଇଟ୍ ହାଉସ୍ ପ୍ରୋଜେକ୍ଟ ଉପହାର ଦେଇଛନ୍ତି । ନୂଆବର୍ଷରେ...

‘ଷଡ଼ଯନ୍ତ୍ର କରି ଫସାଇ ଦିଆଯାଇଛି’

କୋଲକାତା,୩୦।୭: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇ ମନ୍ତ୍ରିମଣ୍ଡଳରୁ ବିଦାହେବା ଓ ତୃଣମୂଳ କଂଗ୍ରେସରୁ ନିଲମ୍ବନ ହେବା ପରେ ପାର୍ଥ ଚାଟାର୍ଜୀ ପ୍ରଥମ...

ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନକୁ ଚ୍ୟାଲେଞ୍ଜ କରିପାରିବେନି ପ୍ରାର୍ଥୀ

ନୂଆଦିଲ୍ଲୀ,୨୭ା୫(ପି.ଟି.):ନିଯୁକ୍ତି ପାଇଁ ଆବେଦନ କରିଥିବା ପ୍ରାର୍ଥୀଙ୍କର ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ ବିରୋଧରେ ଯିବାର ଆଇନଗତ ଅଧିକାର ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏପରିକି ପ୍ରାର୍ଥୀଙ୍କ ନାଁ...

Advertisement
Archives

Model This Week