Posted inଖେଳ

ଭାରତୀୟ କ୍ରିକେଟ ଖେଳାଳିଙ୍କ ନିକ୍‌ ନେମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ସମସ୍ତଙ୍କ ଭଳି କ୍ରିକେଟ୍‌ ଖେଳାଳିଙ୍କ ମଧ୍ୟ ଡାକ ନାମ(ନିକ୍‌ ନେମ୍‌) ରହିଛି। ପଡିଆରେ ଖେଳାଳିମାନେ ଡାକ ନାମରେ ହିଁ କଥାବାର୍ତ୍ତା ହୋଇଥାନ୍ତି। ଜାଣନ୍ତୁ କେଉଁ ଖେଳାଳିଙ୍କ କ’ଣ ନାମ ରହିଛି।

ବିରାଟ କୋହଲି: ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଖେଳାଳିମାନେ ‘ଚିକୁ’ ବୋଲି ଡାକିଥାନ୍ତି।

ମହେନ୍ଦ୍ର ସିଂ ଧୋନୀ: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମାହି ବୋଲି ଡାକିଥାନ୍ତି।

ରୋହିତ ଶର୍ମା: ଭାରତୀୟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ରୋହିତ ଶାନା ନାମରେ ପରିଚିତ।

ଅଜିଙ୍କେ ରାହାଣେ: ରାହାଣେଙ୍କୁ ସାଥୀ ଖେଳାଳି ଅଜୁ ବୋଲି ଡାକନ୍ତି।

ଶିଖର ଧାଓ୍ବନ: ଭାରତୀୟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ଶିଖର ଧାଓ୍ବନ ଜ୍ୟାଟ୍‌ ନାମରେ ପରିଚିତ।

ସୁରେଶ ରାଇନା: ରାଇନାଙ୍କୁ ସାଥୀ ଖେଳାଳି ସୋନୁ ବୋଲି ଡାକନ୍ତି।

ସଚିନ ତେନ୍ଦୁଲକର:ତେନ୍ଦୁଲକରଙ୍କୁ ସମସ୍ତେ ସଚିନ ପାଜି ବୋଲି ଡାକନ୍ତି।

ହାର୍ଦ୍ଦିକ ପାଣ୍ଡ୍ୟା: ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ସାଥୀ ଖେଳାଳି ହ୍ୟାରି ବୋଲି ଡାକିଥାନ୍ତି।

ରବିଚନ୍ଦ୍ରନ ଅଶ୍ୱିନ: ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଆଶ୍‌ ନାମରେ ପରିଚିତ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ: ମନୁ, ଇଲାଭେନିଲ, ଦିବ୍ୟାଂଶୁଙ୍କୁ ସ୍ବର୍ଣ୍ଣ

ପୁଟାନ(ଚାଇନା),୨୧।୧୧(ପି.ଟି.)- ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ର ଗୋଟିଏ ଦିନରେ ଭାରତୀୟ ଶୁଟରମାନେ ସର୍ବାଧିକ ସଫଳତା ପାଇଛନ୍ତି। ଯୁବ ଶୁଟର ମନୁ ଭାକର, ଇଲାଭେନିଲ ଭାଲରିଭାନ ଓ ଦିବ୍ୟାଂଶୁ ପାନ୍ବାର...

ଇଣ୍ଡୋ- ପାକ୍‌ ମ୍ୟାଚ୍‌ ବିନା ଟେଷ୍ଟ ଚାମ୍ପିୟନଶିପ୍‌ର ମାନେ କିଛି ନାହିଁ

କରାଚୀ, ୧୮।୩ (ପି.ଟି.)- ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ଟେଷ୍ଟ ମ୍ୟାଚ୍‌ ଆୟୋଜନ କରା ନ ଗଲେ ଅନ୍ତର୍ଜାତୀୟ କ୍ରିକେଟ...

ପ୍ଲେ ଅଫ୍‌ରେ ଏହି ୪ ଟିମ୍‌

ନୂଆଦିଲ୍ଲୀ,୨୨।୫: ଆଇପିଏଲ ୨୦୨୩ର ୧୬ତମ ସିଜନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ ମେ’ ୨୩ରୁ ପ୍ଲେ ଅଫ୍‌ ମ୍ୟାଚ ଖେଳାଯିବ। ଚେନ୍ନାଇ ସୁପର କିଙ୍ଗ୍ସ,...

ଅଷ୍ଟ୍ରେଲିଆ ଜିତିଲା, ଭାରତକୁ କ୍ଷତି

ବ୍ରିସବେନ୍‌,୧୨।୧୨: ଇଂଲଣ୍ଡ ବିପକ୍ଷ ଆଶେସ ସିରିଜର ପ୍ରଥମ ଟେଷ୍ଟରେ ୯ ଉଇକେଟରେ ଏକପାଖିଆ ବିଜୟ ହାସଲ କରି ଅଷ୍ଟ୍ରେଲିଆ ଏକ ଭଲ ଆରମ୍ଭ କରିଛି। ଏହା...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଜନ ନୂଆ ମୋଟେରା ଷ୍ଟାଡିୟମ

ମୁମ୍ବାଇ,୩୧।୮: ଆଉ କିଛି ମାସରେ ଗୁଜରାଟର ଆର୍ଥିକ ରାଜଧାନୀ ଅହମ୍ମଦାବାଦଠାରେ ରାଜ୍ୟର ନୂଆ କ୍ରିକେଟ ଷ୍ଟାଡିୟମ ଉଦ୍‌ଘାଟିତ ହେବ। ୧ ଲକ୍ଷ ୧୦ ହଜାର ଦର୍ଶକ...

ମନୋହରଙ୍କ କାର୍ଯ୍ୟକାଳ ୨ ମାସ ବଢିପାରେ ଆଇସିସି ଅଧ୍ୟକ୍ଷ ପଦ ଦୌଡ଼ରେ ଗେଭ୍ସ ସର୍ବାଗ୍ରେ

ନୂଆଦିଲ୍ଲୀ,୨୪।୪(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଅଧ୍ୟକ୍ଷ ଭାବେ ଶଶାଙ୍କ ମନୋହରଙ୍କ କାର୍ଯ୍ୟକାଳ ଆଉ ୨ ମାସ ବଢିପାରେ। ଜୁନ୍‌ରେ ସେ ପଦ ଛାଡିବେ ବୋଲି...

ଓସିଏ ଆନ୍ତଃ ଜିଲା ସିନିୟର ଟି୨୦ ଲିଗ୍‌ କ୍ରିକେଟ : କଟକ ‘ଏ’, କେନ୍ଦ୍ରାପଡ଼ା, ବାଲେଶ୍ୱରର ବୃହତ୍‌ ବିଜୟ

ଭୁବନେଶ୍ୱର, ୧୬।୧୨(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଭୁବନେଶ୍ୱର ଓ କଟକର ୯ଟି ଭେନ୍ୟୁରେ ଚାଲିଥିବା ଆନ୍ତଃ ଜିଲା ସିନିୟର ପୁରୁଷ ଟି୨୦...

ଗୋଆରେ ଲାଗିବ ମାରାଡୋନାଙ୍କ ବିଶାଳ ପ୍ରତିମା

ପଣଜୀ,୨୬।୧୧: ଆର୍ଜେଣ୍ଟିନାର ମହାନ ଫୁଟବଲର ଡିଏଗୋ ମାରାଡୋନାଙ୍କ ବିୟୋଗରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ସ୍ମୃତିରେ ଏକ ବିଶାଳ ପ୍ରତିମା ସ୍ଥାପନ କରିବେ ବୋଲି...

Advertisement
Archives

Model This Week