ଭାରତୀୟ ଚ୍ୟାନେଲ ପ୍ରସାରଣ କରିବାରୁ ଜବତ ହେଲା କରାଚିର କେବଲ୍‌ ନେଟଓ୍ବର୍କ

ଇସଲାମାବାଦ,୧୯।୮: ପାକିସ୍ତାନରେ ଭାରତୀୟ ଚ୍ୟାନେଲକୁ ବ୍ୟାନ କରାଯିବା ପରେ କରାଚିରେ ଥିବା ଗାର୍ଡନ କେବଳ ଟେଲିଭିଜନ ନେଟଓ୍ବର୍କ ଏହାକୁ ଅଣଦେଖା କରିଥିଲା। ସେ ଭାରତୀୟ ଚ୍ୟାନେଲ ପ୍ରସାରଣ କରୁଥିବା ଜାଣିବା ପରେ ପାକିସ୍ତାନ ଇଲକ୍ଟ୍ରୋନିକ ମିଡିଆ ରେଗୁଲେଟୋରୀ ଅଥରିଟି(ପିଇଏମ୍‌ଆର୍‌ଏ) ଏହାକୁ ଜବତ କରିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଭାରତ ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇବାକୁ ନେଇ ଚିନ୍ତିତ ହୋଇ ପଡିଥିବା ପାକିସ୍ତାନ ଭାରତ ସହ ଥିବା କିଛି ସମ୍ପର୍କକୁ କାଟି ଦେଇଥିଲା। ସେଥିମଧ୍ୟରେ ଗୋଟିଏ ଥିଲା ପାକିସ୍ତାନରେ କୌଣସି ଭାରତୀୟ ଚ୍ୟାନେଲ ପ୍ରସାରଣ ହୋଇପାରିବ ନାହିଁ। ଏହାସହ ଯେଉଁ ବିଜ୍ଞାପନରେ ଭାରତୀୟ କଳାକାର ରହିଥିବେ ତାହା ମଧ୍ୟ ପାକିସ୍ତାନରେ ପ୍ରଚାର ପ୍ରସାର ହେବ ନାହିଁ ବୋଲି ପାକିସ୍ତାନ ସରକାର ନିର୍ଦ୍ଦେଶ ଦେଇଥିଲେ। ତେବେ ସୁରକ୍ଷା ଦୃଷ୍ଟିରୁ ପାକିସ୍ତାନ ଏଭଳି ପଦକ୍ଷେପ ନେଇଥିବା ସଫେଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ଝୁଲା ପାର୍ଲାମେଣ୍ଟ ହୋଇପାରେ

କାଠମାଣ୍ଡୁ,୧୮।୧୧:ଆସନ୍ତା ୨୦ରେ ନେପାଳ ପାର୍ଲାମେଣ୍ଟ ଏବଂ ରାଜ୍ୟ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଝୁଲା ପାର୍ଲାମେଣ୍ଟ ହୋଇପାରେ ବୋଲି ରାଜନୈତିକ ବିଶ୍ଳେଷକ ପୂର୍ବାନୁମାନ କରିଛନ୍ତି। ଫଳରେ...

ମହାତ୍ମାଗାନ୍ଧୀଙ୍କ ଅଣନାତୀ ସତୀଶଙ୍କ କରୋନାରେ ମୃତ୍ୟୁ

ଜୋହନିସ୍‌ବର୍ଗ,୨୩।୧୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଅଣନାତି ତଥା ଦକ୍ଷିଣ ଆଫ୍ରିକାର ମୂଳବାସୀନ୍ଦା ସତୀଶ ଧୁପେଲିଆଙ୍କ କରୋନାରେ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬...

ଶତ୍ରୁତା-ଯୁଦ୍ଧ ଶେଷ କରି ଶାନ୍ତି ଆଲୋଚନା କରନ୍ତୁ ରୁଷିଆ-ୟୁକ୍ରେନ: ଭାରତର ପରାମର୍ଶ…

ଜେନେଭା,୭।୧୨ : ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧୀ ରୁଚିରା କାମ୍ବୋଜ କହିଛନ୍ତି ଯେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଜାରି ଶତ୍ରୁତାକୁ ତୁରନ୍ତ ବନ୍ଦ...

ଟୁଇଟ୍‌ ଦେଖି ରାଗିଗଲେ ଏଲନ ମସ୍କଙ୍କ ମା’

କାଲିଫର୍ଣ୍ଣିଆ,୯।୫: ଟେସଲା କମ୍ପାନୀର ସିଇଓ ଏଲନ ମସ୍କ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ସୋମବାର ସେ ମୃତ୍ୟୁ ସମ୍ପର୍କରେ ଏକ ଟୁଇଟ କରିଛନ୍ତି। ଯାହାକୁ ନେଇ ସାରା...

ମିଡ଼ିଆକୁ ପୁଟିନ୍‌ଙ୍କ ନାଲି ଆଖି, ଆକ୍ରମଣ-ଅନୁପ୍ରବେଶ-ଯୁଦ୍ଧ ଶବ୍ଦର ବ୍ୟବହାର କଲେ ଜେଲ ସହିତ ଜରିମାନା…

ମସ୍କୋ, ୨୬।୨ : ୟୁକ୍ରେନ୍‌ ଉପରେ ଆକ୍ରମଣ କରିବା ସହିତ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ମିଡ଼ିଆକୁ ନାଲି ଆଖି ଦେଖାଇଛନ୍ତିି। ପୁଟିନ୍‌ ଧମକ ଦେଇ...

ଫେରିଆସିଲେ ସ୍ବାଗତ କରିବୁ: ପ୍ରିନ୍ସ ହ୍ୟାରିଙ୍କୁ ମହାରାଣୀ କହିଲେ

ଲଣ୍ଡନ,୪ା୩: ତୁମେ ଯେତେବେଳେ ବି ଫେରିଆସିବ ଆମେ ତୁମକୁ ସ୍ବାଗତ କରିବୁ। ରାଜକୀୟ ଉତ୍ତରଦାୟିତ୍ୱରୁ ଦୂରେଇ ଯାଇଥିବା ବ୍ରିଟେନର ମହାନ ରାଜବଂଶର ଅନ୍ୟତମ ଦାୟାଦ ପ୍ରିନ୍ସ...

୨୦୨୫ରେ ହେବ ଭାରତ-ଚାଇନା ମଧ୍ୟରେ ମହାଯୁଦ୍ଧ!

ଓ୍ବାଶିଂଟନ୍‌,୨୯।୧: ଦୁଇ ବର୍ଷ ମଧ୍ୟରେ ଚାଇନା ଏବଂ ଆମେରିକା ମଧ୍ୟରେ ମହାଯୁଦ୍ଧ ହେବାର ସମ୍ଭାବନା ଅଛି। ଆମେରିକାର ବାୟୁସେନାର ବରିଷ୍ଠ ଜେନେରାଲଙ୍କ ଦାବି ପରେ ବିଶ୍ୱ...

୩ ହଜାର ଆମେରିକାବାସୀ ରୁଷିଆ ବିରୋଧରେ ଉଠାଇବେ ବନ୍ଧୁକ…

କ୍ୱିଭ୍‌, ୬।୩ : ୟୁକ୍ରେନ ଉପରେ ରୁଷିଆ ଆକ୍ରମଣକୁ ଇତିମଧ୍ୟରେ ୧୧ ଦିନ ବିତିଛି। ୟୁକ୍ରେନ୍‌ର ଗୋଟିଏ ପରେ ଗୋଟିଏ ସହର ରୁଷିଆ ସୈନ୍ୟ ଦଖଲ...

Advertisement
Archives

Model This Week