Posted inଖେଳ

‘ଭାରତୀୟ ଦଳକୁ ଶୀଘ୍ର ଫେରିବେ ପନ୍ତ’

ମେଲବୋର୍ନ,୨୭।୧(ପି.ଟି.)- ଭାରତୀୟ ଦଳରୁ ବାଦ୍‌ ପଡ଼ିଥିବା ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଉପରେ ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ତଥା ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସ କୋଚ୍‌ ରିକି ପଣ୍ଟିଂଙ୍କ ସମ୍ପୂର୍ଣ୍ଣ ଭରସା ରହିଛି। ପନ୍ତ ଜଣେ ପ୍ରତିଭାସମ୍ପନ ଯୁବ ଖେଳାଳି। ମୁଁ ପୁଣି ଥରେ ତାଙ୍କ ସହ ଆଇପିଏଲରେ କାର୍ଯ୍ୟ କରିବାକୁ ଉତ୍ସାହିତ। ସେ ଭାରତୀୟ ଦଳକୁ ଶୀଘ୍ର ଫେରିବେ, ମୋର ବିଶ୍ୱାସ ଅଛି ବୋଲି ଟୁଇଟରରେ ଏକ ପ୍ରଶ୍ନ-ଉତ୍ତର କାର୍ଯ୍ୟକ୍ରମରେ କହିଛନ୍ତି। ୨୨ ବର୍ଷୀୟ ପନ୍ତ ଏପର୍ଯ୍ୟନ୍ତ ଭାରତ ପାଇଁ ୧୧ ଟେଷ୍ଟ, ୧୬ ଦିନିକିଆ ଓ ୨୮ ଟି୨୦ ଖେଳିସାରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଗତବର୍ଷ ଦିଲ୍ଲୀ କ୍ୟାପିଟାଲ୍ସ ଆଇପିଏଲ ପ୍ଲେ ଅପ୍‌ରେ ପ୍ରବେଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହରମନପ୍ରୀତଙ୍କୁ ମିଳିଲା ବଡ଼ ଉପଲବ୍ଧି

ମେଲବୋର୍ନ,୨୪।୧୧: ମେଲବୋର୍ନ ରେନେଗାଡେସ ଷ୍ଟାର ହରମନପ୍ରୀତ କୌର ପ୍ରଥମ ଭାରତୀୟ ଖେଳାଳି ଭାବେ ମହିଳା ବିଗ୍‌ ବାଶ ଲିଗ୍‌ (ଡବ୍ଲ୍ୟୁବିବିଏଲ)ରେ ପ୍ଲେୟାର ଅଫ୍‌ ଦି ଟୁର୍ନାମେଣ୍ଟ...

ରାଜ୍ୟରେ ହେବ ଖୋ ଖୋ ଷ୍ଟାଡିୟମ

ଭୁବନେଶ୍ୱର, ୮।୯(କ୍ରୀଡ଼ା ପ୍ରତିନିଧି): କ୍ରୀଡ଼ାକ୍ଷେତ୍ରରେ ଓଡ଼ିଶା ଏବେ ଆଗକୁ ବଢ଼ୁଛି। ରାଜ୍ୟ ସରକାର କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବାରୁ ଏଠାରେ ଏବେ ହକି, ଆଥ୍‌ଲେଟିକ୍ସ, ଫୁଟ୍‌ବଲ, ଟେନିସ୍‌...

ଶେଷ ୬ ସେକେଣ୍ଡରେ ଅଟକି ଯାଇଥିଲା ସମସ୍ତଙ୍କ ହୃଦସ୍ପନ୍ଦନ; ଦେଖନ୍ତୁ ଭାରତର ଐତିହାସିକ ବିଜୟର ସେହି ଭିଡିଓ…

ନୂଆଦିଲ୍ଲୀ,୫।୮: ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତର ପୁରୁଷ ହକି ଦଳ। ଗୁରୁବାର ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ୍‌ରେ ଜର୍ମାନୀକୁ ୫-୪ରେ ପରାସ୍ତ କରି ବ୍ରୋଞ୍ଚ ପଦକ ହାସଲ...

ୟୁରୋକପ୍‌ ଫୁଟ୍‌ବଲ: ବେଲ୍‌ଜିୟମର ହ୍ୟାଟ୍ରିକ ବିଜୟ

ସେଣ୍ଟ ପିଟର୍ସବର୍ଗ,୨୩।୬: ୟୁରୋକପ୍‌ରେ ବେଲ୍‌ଜିୟମ ତା’ର ଆଧିପତ୍ୟ ବଜାୟ ରଖିଛି। ଗ୍ରୁପ୍‌ ବି’ରେ ବେଲ୍‌ଜିୟମ ସବୁ ୩ଟି ଯାକ ମ୍ୟାଚ୍‌ରେ ବିଜୟୀ ହୋଇ ହ୍ୟାଟ୍ରିକ ଅର୍ଜନ...

ଚୟନରେ ତ୍ରୁଟି, ରକ୍ଷଣଶୀଳ ସ୍ବଭାବରୁ ବିପର୍ଯ୍ୟୟ

ମେଲବୋର୍ନ, ୧୨ା୧୧(ପି.ଟି.): ଚଳିତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରୁ ଭାରତ ବିଦାୟ ନେଇଛି। ମାତ୍ର ଇଂଲଣ୍ଡଠାରୁ ଯେପରି ୧୦ ଉଇକେଟରେ ଲଜ୍ଜାଜନକ ପରାଜୟ ମିଳିଲା ତାହାକୁ...

କୋହଲି କହିଲେ, ଦୌଡରେ ମୁଁ ଏହି ଖେଳାଳିଙ୍କଠାରୁ ପଛରେ

ନୂଆଦିଲ୍ଲୀ, ୨୫।୧୧: ବିରାଟ କୋହଲିଙ୍କୁ ଭାରତୀୟ ଦଳରେ ଫିଟ୍‌ନେସ୍‌ ଗୁରୁ ଆଖ୍ୟା ଦିଆଯାଇଛି। ବିରାଟ ମଧ୍ୟ ନିଜ ଫିଟନେସ୍‌କୁ ବେଶ୍‌ ସଚେତନ। ନିଜକୁ ଫିଟ୍‌ ରଖିବା...

ବିସିସିଆଇର ‘ଟିମ୍‌ ମାସ୍କ ଫୋର୍ସ’ ଭିଡିଓରେ କୋହଲି, ସଚିନଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୮।୪(ପି.ଟି.)- ବର୍ତ୍ତମାନ ସାରା ଦେଶ କୋଭିଡ୍‌-୧୯ ମୁକାବିଲାରେ ବ୍ୟସ୍ତ ଥିବାବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସରକାରଙ୍କୁ ସାହାଯ୍ୟ ସମର୍ଥନ କରିବାରେ ପଛରେ ପଡିନାହିଁ।...

ଆଇପିଏଲ୍‌ର ଟପ୍‌-୫ ଉଇକେଟ୍‌ ହାସଲକାରୀ ବୋଲର ତାଲିକାରେ ୪ ଭାରତୀୟ

ନୂଆଦିଲ୍ଲୀ, ୧୦।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ଆରମ୍ଭ ହେବ। ଚଳିତ...

Advertisement
Archives

Model This Week