ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାରତୀୟ କ୍ରିକେଟ୍‌ ଦଳ କଟକସ୍ଥିତ ବାରବାଟୀରେ ହେଉଥିବା ଦିନିକିଆରେ ବିଜୟୀ ହୋଇଛି। ଏହି ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚମତ୍କାର ବିଜୟ ପାଇଁ ଭାରତୀୟ ଦଳକୁ ଶୁଭେଚ୍ଛା। ଦଳଗତ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ଭାରତ ୨-୧ରେ ଇଣ୍ଡିଜ୍‌କୁ ପରାସ୍ତ କରିପାରିଥିବାରୁ ଭାରତୀୟ ଦଳକୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ, ପୂର୍ବତନ କ୍ରିକେଟ ତାରକା ବୀରେନ୍ଦ୍ର ସେହ୍ବାଗ୍‌, ସଞ୍ଜୟ ମଞ୍ଜରେକର, ଇର୍‌ଫାନ ପଠାନ୍‌, ହରଭଜନ ସିଂ, ଆକାଶ ଚୋପ୍ରା ପ୍ରମୁଖ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳୁନି ଶିଶୁ କନ୍ୟାଙ୍କ ଭାଗ୍ୟ: ‘ବେଟି ବଚାଓ ବେଟି ପଢ଼ାଓ’ ଦିଶାହୀନ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): କନ୍ୟା ଭ୍ରୂଣ ହତ୍ୟା ରୋକିବା ଏବଂ ଝିଅମାନଙ୍କୁ ଶିକ୍ଷିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ‘ବେଟି ବଚାଓ ବେଟି ପଢ଼ାଓ’ ଅଭିଯାନ କାର୍ଯ୍ୟକାରୀ ହେଉଛି।...

ଯୁକ୍ତ୨: ଆଜି ସ୍ପଟ୍‌ ମେଧା ତାଲିକା

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ରେ ନାମଲେଖା ଲାଗି ଗୁରୁବାର ଅପରାହ୍ନ ୨ଟାରେ ସ୍ପଟ୍‌ ମେଧା ତାଲିକା ପ୍ରକାଶ ପାଇବ। ଏହି ତାଲିକାରେ ବଳକା...

ରାଜଧାନୀରୁ ଉଠିବ ଆଇସିସିଆର କାର୍ଯ୍ୟାଳୟ

ଭୁବନେଶ୍ୱର,୧୬ା୬(ବ୍ୟୁରୋ): ଭୁବନେଶ୍ୱରରୁ ଆଇସିସିଆର ବା ଇଣ୍ଡିଆନ କାଉନସିଲ୍‌ ଫର୍‌ କଲଚୁରାଲ ରିଲେଶନ କାର୍ଯ୍ୟାଳୟ ଉଠିଯିବ। ୨୦୧୫ରୁ ଏହି କାର୍ଯ୍ୟାଳୟ ପଳାସପଲ୍ଲୀରେ ରହିଛି। ତେବେ କେନ୍ଦ୍ର ସରକାର...

ମିଲ୍‌ଖାଙ୍କ ଓଡ଼ିଶା ଲିଙ୍କ୍‌: ବାରବାଟୀରେ ୨ ସ୍ବର୍ଣ୍ଣ ଜିତିଥିଲେ

ଭୁବନେଶ୍ୱର,୨୦।୬: ମିଲ୍‌ଖାଙ୍କ ଓଡ଼ିଶା ଲିଙ୍ଗ୍‌ ବହୁ ପୁରୁଣା। ଯେତେବେଳେ ସେ ତାରକା ହୋଇ ନ ଥିଲେ ମିଲ୍‌ଖା ଐତିହାସିକ ବାରବାଟୀ ଷ୍ଟାଡିୟମ ଟ୍ରାକ୍‌ରେ ଦୌଡ଼ି ଦୁଇଟି...

ପଡିଆରେ ମୁଣ୍ଡ ବୁଲାଉଥିଲା, ହାସଲ କଲେ ଶତକ

ସିଡନୀ,୧।୧୨: ଭାରତ ବିପକ୍ଷ ପ୍ରଥମ ଏବଂ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଅଷ୍ଟ୍ରେଲିଆର ଶୀର୍ଷ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଶତକ ହାସଲ କରିଛନ୍ତି। ଭାରତ ବିପକ୍ଷ ଦ୍ୱିତୀୟ...

ସୁମୋ ରେସ୍‌ଲରଙ୍କ ମୃତ୍ୟୁ

ଟୋକିଓ, ୧।୫ (ଏପି): ଜାପାନର ଜଣେ ସୁମୋ ରେସ୍‌ଲର ମିତ୍‌ସୁକି ଆମାନୋଙ୍କ ୨୮ବର୍ଷ ବୟସରେ ମୃତ୍ୟୁ ଘଟିଛି। ମାର୍ଚ୍ଚ ୨୬ରେ ଏକ ଟୁର୍ନାମେଣ୍ଟରେ ବାଉଟ୍‌ ବେଳେ...

‘ମୋ କଲେଜ ଅଭିଯାନ’ ଶୁଭାରମ୍ଭ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):‘ମୋ ସ୍କୁଲ୍‌’ର ସଫଳତା ପରେ ରାଜ୍ୟ ସରକାର ‘ମୋ କଲେଜ ଅଭିଯାନ’ ଆରମ୍ଭ କରିଛନ୍ତି। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅଭିଯାନକୁ ଭିଡିଓ...

ଦିଲ୍ଲୀ ଗସ୍ତରେ କଂଗ୍ରେସ ନେତା

ଭୁବନେଶ୍ବର,୮।୫(ବ୍ୟୁରୋ): ଦଳୀୟ ହାଇକମାଣ୍ଡଙ୍କ ଡାକରାରେ ଦିଲ୍ଲୀ ଗସ୍ତ କଲେ କଂଗ୍ରେସ ନେତା। ରବିବାର ଶରତ ପଟ୍ଟନାୟକ, ବିଧାୟକ ମହମ୍ମଦ ମୋକିମ, ସୁରେଶ ରାଉତରାୟ, ସନ୍ତୋଷ ସିଂହ...

Advertisement
Archives

Model This Week