ଢାକା,୯।୧୨: ବାଂଲାଦେଶ ବିପକ୍ଷ ତୃତୀୟ ଦିନିକିଆ ପାଇଁ ବୋର୍ଡ ଅଫ କଣ୍ଟ୍ରୋଲ ଫର୍ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଟିମ ଇଣ୍ଡିଆରେ କିଛି ପରିବର୍ତ୍ତନ କରିଛି। ଆହତ କାରଣରୁ ନିୟମିତ ଅଧିନାୟକ ରୋହିତ ଶର୍ମା, ଦ୍ରୁତ ବୋଲର ଦୀପକ ଚହର ଏବଂ କୁଲଦୀପ ସେନଙ୍କୁ ତୃତୀୟ ଦିନିକିଆରୁ ବାଦ ଦିଆଯାଇଛି। ଏଥି ସହିତ ‘ଚାଇନାମ୍ୟାାନ’ ବୋଲର କୁଲଦୀପ ଯାଦବଙ୍କୁ ଟିମ ଇଣ୍ଡିଆରେ ସାମିଲ କରାଯାଇଛି। କୁଲଦୀପ ତୃତୀୟ ଦିନିକିଆରେ ଖେଳିବେ। ଦ୍ୱିତୀୟ ଦିନିକିଆରେ ଫିଲ୍ଡିଂ କରୁଥିବା ବେଳେ ରୋହିତ ଆହତ ହୋଇଥିଲେ। ତାଙ୍କ ବାମ ହାତର ଆଙ୍ଗୁଠିରେ ଆଘାତ ଲାଗିଥିଲା। ଏହା ସତ୍ତ୍ୱେ ରୋହିତ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବାକୁ ଆସିଥିଲେ। ବିଶେଷଜ୍ଞ ପରାମର୍ଶ ପାଇଁ ସେ ମୁମ୍ବାଇ ଯାଇଛନ୍ତି। ତେଣୁ ସେ ଶେଷ ଦିନିକିଆ ଖେଲିବେ ନାହିଁ। ଆଗାମୀ ଟେଷ୍ଟ ସିରିଜ ପାଇଁ ତାଙ୍କର ଉପଲବ୍ଧତା ଉପରେ ନିଷ୍ପତ୍ତି ପରେ ନିଆଯିବ।
ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…
ନୂଆଦିଲ୍ଲୀ,୧୦।୪: ଆଇପିଏଲ୍ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…
ପର୍ପଲ-ଅରେଞ୍ଜ୍ କ୍ୟାପ୍ ରେସ୍ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍ ପରେ…
ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…
IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର
ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…
ନିଜର ଚମତ୍କାରୀ ବ୍ୟାଟ୍କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…
ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ
ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…
ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…
ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍ଅପ୍! ଖୁବ୍ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା
ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍ଅପ୍ ହୋଇଯାଇଛି। ଉଭୟ ଖୁବ୍ଶୀଘ୍ର ବିବାହ କରିବେ ବୋଲି…
MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ
ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍ରେ ୩୯ ରନ୍…
Archives

