ଭାରତୀୟ ପନିପରିବା ଓ ଫଳ ଉପରେ ନେପାଳର କଟକଣା: ଲ୍ୟାବ୍‌ ଟେଷ୍ଟ ପରେ ପ୍ରବେଶ ପାଇଁ ମିଳିବ ଅନୁମତି

କାଠମାଣ୍ଡୁ,୨୩।୬: ନେପାଳରେ ଭାରତୀୟ ପନିପରିବା ଓ ଫଳ ଉପରେ କଟକଣା ଲାଗୁ ହୋଇଛି। ଲ୍ୟାବ୍‌ ଟେଷ୍ଟ ପରେ ପନିପରିବା ଓ ଫଳକୁ ନେପାଳରେ ଏଣ୍ଟ୍ରି ଅନୁମତି ମିଳିବ। ଭାରତୀୟ ପନିପରିବା ଓ ଫଳରେ ବିଭିନ୍ନ ରସାୟନିକ ପଦାର୍ଥ ଥିବା ଅଭିଯୋଗ ହେବା ପରେ ନେପାଳ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଫଳରେ ସୋନୌଲି ସୀମାରେ ଏବେ ଶହ ଶହ ଟ୍ରକ୍‌ ଅଟକି ରହିଛି। ନେପାଳକୁ କର୍ନାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, କାନପୁର, ବସ୍ତି, ବନାରସ୍‌, ଗୋରଖପୁର, କୁଶୀନଗର, ଦେବରିଆ, ମହାରାଜଗଞ୍ଜ ଆଦି ସ୍ଥାନରୁ ବିଭିନ୍ନ ସାମଗ୍ରୀ ରପ୍ତାନୀ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ପୋଲିସକୁ ୨୮ଟି ସ୍ଥାନରେ ମିଳିଲା ସନ୍ଦିଗ୍ଧ ପ୍ୟାକେଟ

କାଠମାଣ୍ଡୁ,୨୫।୬: ନେପାଳ ପୋଲିସକୁ ୨୮ଟି ସ୍ଥାନରୁ ସନ୍ଦିଗ୍ଧ ପ୍ୟାକେଟ ମିଳିଥିବା କହିଛନ୍ତି ପୋଲିସ ପ୍ରବକ୍ତା ବିଶ୍ୱରାଜ ପୋଖରେଲ। ଏହାପରେ ସବୁଠି ଭୟର ବାତାବରଣ ଦେଖାଯାଇଛି। ତେବେ...

ଉଚ୍ଚ ରକ୍ତଚାପ ଦୂର କରେ ସଙ୍ଗୀତ

ଉଚ୍ଚ ରକ୍ତଚାପ ବା ହାଇପର୍‌ ଟେନସନ୍‌ ଏକ ଗମ୍ଭୀର ରୋଗ। ରକ୍ତଚାପ ବୃଦ୍ଧି ହେଲେ ହୃଦ୍‌ରୋଗ, କିଡ୍‌ନୀ ସମ୍ଯଯା, ଷ୍ଟ୍ରୋକ୍‌ ଏବଂ ଅନେକ ଗମ୍ଭୀର ରୋଗର...

କ୍ୟାମେରା ସାମ୍ନାରେ ଉଦାରତା, ଅସଲରେ ବର୍ବରତା

କାବୁଲ,୨୧ ।୯: ଆଫଗାନ ମହିଳାଙ୍କୁ ସେମାନଙ୍କ ଅଧିକାରରୁ ବଞ୍ଚିତ ନ କରିବା କଥା କହିଥିବା ତାଲିବାନ କିନ୍ତୁ ଏବେ ତା’ର ଅସଲ ଚେହେରା ଦେଖାଇଛି ।...

ଭାରତୀୟ ନାଗରିକଙ୍କ ସଚ୍ଚୋଟତା; ଫେରାଇଲେ ୧୦ ଲକ୍ଷ ଟଙ୍କା ସହ ସୁନା ଭର୍ତ୍ତି ବ୍ୟାଗ୍‌

ନୂଆଦିଲ୍ଲୀ, ୧୩।୯: ଜଣେ ଭାରତୀୟ ନାଗରିକଙ୍କ ସଚ୍ଚୋଟତାକୁ ନେଇ ଦୁବାଇରେ ବେଶ୍‌ ଚର୍ଚ୍ଚା। ରିତେଶ ଜେମ୍ସ ଗୁପ୍ତା ନାମକ ଏହି ଭାରତୀୟ ନାଗରିକଜଣଙ୍କ ଏକ ବ୍ୟାଗ୍‌...

କୁକୁର ସୁଙ୍ଘିଲେ ଜାଣିପାରୁଛି କିଏ କରୋନା ପଜିଟିଭ

ୱାଶିଂଟନ,୧୩ ।୧: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ସାରିଲାଣି । କରୋନା ଟେଷ୍ଟ କରିବାକୁ ହେଲେ ବି ଏବେ ପର୍ଯ୍ୟନ୍ତ କେତେକ...

ଜେଲେନସ୍କିଙ୍କ ହାତ ଛାଡ଼ିଲା ନାଟୋ…

କ୍ୱିଭ୍‌, ୫।୩ : ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ବଡ଼ ଝଟ୍‌କା ଲାଗିଛି। ନାଟୋ ନୋ ଫ୍ଲାଏ ଜୋନ୍‌ ଘୋଷଣା କରିବାକୁ ମନା କରିଛି। ଫଳରେ...

କରୋନାଭାଇରସ ସଂକ୍ରମଣରେ ୬ ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ, ୧୭୧୬ ଆକ୍ରାନ୍ତ

ବେଜିଂ,୧୪।୨: କରୋନାଭଇରସ। ଏହି ନାଁ ଏବେ ବିଶ୍ୱ ବ୍ୟାପୀ ବେଶ୍‌ ପରିଚିତ। ଚାଇନାରୁ ପ୍ରଥମେ ଏହି ନାଁ ଶୁଣିବାକୁ ମିଳିଥିବା ବେଳେ ଏବେ ବିଶ୍ୱବାସୀ ଏହାସହ...

ପକ୍ଷୀଙ୍କ ପରେ ଏବେ ମଣିଷ ବି ବାର୍ଡ ଫ୍ଲୁର ଶିକାର, ଏହି ଦେଶରେ ଦେଖିବାକୁ ମିଳିଲା ପ୍ରଥମଥର

ଓ୍ବାଶିଂଟନ,୨୧।୨: ବର୍ତ୍ତମାନ ସୁଦ୍ଧା ଆପଣ ଶୁଣି ଆସିଥିବେ ବାର୍ଡ ଫ୍ଲୁ କେବଳ ପଶୁପକ୍ଷୀଙ୍କୁ ହୋଇଥାଏ। ମାତ୍ର ପ୍ରଥମ ଥର ପାଇଁ ବାର୍ଡ ଫ୍ଲୁ ଭାଇରସ ମଣିଷଠାରେ...

Advertisement
Archives

Model This Week