ଭାରତୀୟ ବାୟୁସେନାର ଗୌରବ କାହାଣୀ କହିବ ‘ବାଲାକୋଟ’: ବିବେକ

ମୁମ୍ବାଇ: ବଲିଉଡ୍‌ ଅଭିନେତା ବିବେକ ଓବରଏ କହିଛନ୍ତି ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ବାଲାକୋଟ’ ଲକ୍ଷ ଲକ୍ଷ ପିଲାଙ୍କୁ ପ୍ରେରଣା ଯୋଗାଇବ। ଭାରତୀୟ ବାୟୁସେନା ଦ୍ୱାରା ପାକିସ୍ତାନର ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ସତ କାହାଣୀ ଉପରେ ପର୍ଯ୍ୟବେଷିତ ହୋଇଛି ଫିଲ୍ମ। ତେଣୁ ଏଥିରେ ଭାରତୀୟ ବାୟୁସେନାର ବୀରତ୍ୱକୁ ପ୍ରଦର୍ଶନ କରାଯାଇଛି ଯାହା ଆଗାମୀ ପିଢିକୁ ପ୍ରେରଣା ଦେବ ବୋଲି ବିବେକ କହିଛନ୍ତି। ଏହାସହ ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ପାକିସ୍ତାନ କିପରି ମୁକୁଳାଇଥିଲା ତାହା ମଧ୍ୟ ବର୍ଣ୍ଣନା କରାଯାଇଛି। ଗତ ଫେବୃୟାରୀ ୧୪ରେ ଭାରତୀୟ ବାୟୁସେନା ଦ୍ୱାରା ବାଲାକୋଟରେ ଆକ୍ରମଣ କରାଯାଇଥିଲା। ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ଏହି ବାୟୋପିକକୁ ନେଇ ବିବେକ ବେଶ୍‌ ଉତ୍ସାହିତ ଅଛନ୍ତି। ନିକଟରେ ସେ ମୁମ୍ବାଇ ଆର୍ଟ ଫେୟାର ୨୦୧୯ ଦ୍ୱିତୀୟ ସଂସ୍କରଣରେ ଯୋଗ ଦେବା ଅବସରରେ ବାଲାକୋଟକୁ ନେଇ ବେଶ୍‌ କିଛି କଥା କହିଛନ୍ତି। ସେ କହିଛନ୍ତି, ଏବେ ଉପଯୁକ୍ତ ସମୟ ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ଓ ଭାରତୀୟ ବାୟୁ ସେନାର ବୀରତ୍ୱର କାହାଣୀ ସହ ସମସ୍ତଙ୍କୁ ପରିଚିତ କରାଇବା। ଏହି ଫିଲ୍ମର ଅଧିକାଂଶ ଭାଗ କଶ୍ମୀର, ଦିଲ୍ଲୀ ଓ ଆଗ୍ରାରେ ଶୁଟିଂ କରାଯିବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri