Posted inଜାତୀୟ

ବାୟୁସେନା ବିମାନ ବନ୍ଦରରେ ହାଇ ଆର୍ଲଟ: ଆତ୍ମଘାତୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ,୨୫।୯: ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ର ଏକ ଧମକପୂର୍ଣ୍ଣ ଚିଠି ମିଳିବା ପରେ ଭାରତୀୟ ବାୟୁସେନା ବିମାନବନ୍ଦରରେ ହାଇ ଆର୍ଲଟ ଜାରି କରାଯାଇଛି। ଏସବୁ ବିମାନ ବନ୍ଦର ଉପରେ ୨୪ ଘଣ୍ଟିଆ କଡ଼ା ନଜର ରଖାଯାଇଛି। ଶ୍ରୀନଗର, ଅଓ୍ବନ୍ତୀପୋରା, ଜମ୍ମୁ, ପଠାଣକୋଟ୍‌. ହିଣ୍ଡନ୍‌ ଏୟାର ବେସ୍‌ଠାରୋ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏସବୁ ଅଞ୍ଚଳରେ ଆତ୍ମଘାତୀ ଆକ୍ରମଣର ଆଶଙ୍କା ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୧,୦୭୪ ସୁସ୍ଥ

ନୂଆଦିଲ୍ଲୀ, ୫ା୫: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଭାରତରେ ବଢ଼ିବା ସହ ପରିସ୍ଥିତିକୁ ଗୋଳମାଳିଆ କରିପକାଇଛି। ଏହା ଭିତରେ ଏକ ଖୁସିଖବର ମଧ୍ୟ ସାମ୍ନାକୁ ଆସିଛି। ତାହାହେଲା...

ଭାଜପା-ଶିବସେନା ୨୨୫ ଆସନରେ ଜିତିବ ବୋଲି ଦାବି କଲେ ଗୋୟଲ

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ସୋମବାର ଭୋଟ ଗ୍ରହଣ କରାଯାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ କହିଛନ୍ତି ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମେଣ୍ଟ...

ପରପାରିରେ ଶିଲା ଦୀକ୍ଷିତ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶିଲା ଦୀକ୍ଷିତଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା।...

ଆର୍ଥିକ ପ୍ୟାକେଜର ଚତୁର୍ଥ ପର୍ଯ୍ୟାୟ: ଅପରାହ୍ନ ୪ଟାରେ ଖବରତାଦା ସମ୍ମିଳନୀରେ ଯୋଗଦେବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: କରୋନା ସଙ୍କଟ ସମୟରେ ଦେଶରେ ବିଗିଡି ଯାଇଥିବା ଅର୍ଥନୀତିକୁ ଶକ୍ତି ଯୋଗାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତ୍ମନିର୍ଭର ଭାରତ ଅଭିଯାନର ଆହ୍ବାନ ଦେଇଥିଲେ। ଏଥିପାଇଁ...

ଅଯୋଧ୍ୟା ଯିବେ ନାହିଁ ଉଦ୍ଧବ

ମୁମ୍ବାଇ,୧୮।୧୧: ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଅଯୋଧ୍ୟା ଗସ୍ତ କରିବେ ନାହିଁ ବୋଲି ଜଣାପଡିଛି। ତେବେ ସୁରକ୍ଷା ଦୃଷ୍ଟିରୁ ସେ ଅଯୋଧ୍ୟା ଗସ୍ତ କରିବେ ନାହିଁ...

୨ ସ୍ବାଧୀନ ବିଧାୟକଙ୍କୁ ଦିଲ୍ଲୀ ନେଲା ଭାଜପା

ସିର୍ସା,୨୫-୧୦: ହରିୟାଣା ବିଧାନସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ନ ଥିବା ଭାଜପା ପକ୍ଷରୁ ୨ ଜଣ ସ୍ବାଧୀନ ବିଧାୟକଙ୍କୁ ଦିଲ୍ଲୀ ନିଆଯାଇଛି। ମୋଟ ୮...

ବଙ୍ଗଳା ଖାଲି କରିବାକୁ ପ୍ରିୟଙ୍କାଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୭: ଅଗଷ୍ଟ ପହିଲାରୁ ସରକାରୀ ବଙ୍ଗଳା ଖାଲି କରିବାକୁ କେନ୍ଦ୍ର ସରକାର କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଗତବର୍ଷ ନଭେମ୍ବରରେ ପ୍ରିୟଙ୍କାଙ୍କ...

ଏମ୍‌ପି କି ମନ୍ତ୍ରୀ ହେବାକୁ ଚାହୁଁନାହାନ୍ତି ଗୁଲାମ ନବି

ନୂଆଦିଲ୍ଲୀ,୧୧ ।୨: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ ରାଜ୍ୟ ସଭାରୁ ବିଦାୟ ନେଇଛନ୍ତି । ଏହାପରେ ସେ କହିଛନ୍ତି ଲୋକେ ଏବେ ତାଙ୍କୁ...

Play 250+ Trending Games
Archives

Model This Week

Why Dharitri