Posted inଖେଳ

ଭାରତୀୟ ବ୍ୟାଡ୍‌ମିଣ୍ଟନ ମୁଖ୍ୟ ହିମନ୍ତ ବିଏସି ଉପସଭାପତି

ନୂଆଦିଲ୍ଲୀ,୨୬।୫(ପିଟି)- ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବିଏଆଇ)ର ସଭାପତି ହିମନ୍ତ ବିଶ୍ୱଶର୍ମା ବ୍ୟାଡ୍‌ମିଣ୍ଟନ ଏସିଆ କାଉନସିଲ(ବିଏସି)ର ଉପସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୫୦ ବର୍ଷୀୟ କ୍ରୀଡ଼ା ପ୍ରଶାସକ ମୋଟ ୪୦ରୁ ୩୫ ଖଣ୍ଡ ଭୋଟ ପାଇଥିଲେ। ହିମନ୍ତ କାଉନ୍‌ସିଲ କମିଟିର ସଦସ୍ୟ ହେବା ବିଏଆଇ ଲାଗି ନିଶ୍ଚିତ ସହାୟକ ହେବ ବୋଲି ବିଏଆଇ ସାଧାରଣ ସମ୍ପାଦକ ଅଜୟ ସିଙ୍ଘାଣିଆ କହିଛନ୍ତି। ଆସାମର ସ୍ବାସ୍ଥ୍ୟ ଓ ଶିକ୍ଷାମନ୍ତ୍ରୀ ହିମନ୍ତ ଗତ ବର୍ଷ ଅପ୍ରତିଦ୍ୱନ୍ଦ୍ୱୀ ଭାବେ ବିଏଆଇ ସଭାପତି ପଦରେ ନିର୍ବାଚିତ ହୋଇଥିଲେ। ବିଏସି ସଭାପତି ଆଣ୍ଟୋନ ସୁବୋ ବାଇ ସମ୍ପାଦକ ଓମାର ରଶିଦଙ୍କୁ ଏସିଆର ଡେଭଲପମେଣ୍ଟ କମିଟିର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବି ବିଜୟୀ…

ମୁମ୍ବାଇ, ୧୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୩୧ ତମ ମ୍ୟାଚ୍‌ରେ ମଙ୍ଗଳବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ବିଜୟ...

ଆଇପିଏଲ୍‌ ଖେଳୁ ନ ଥିବାରୁ ଅବସୋସ ନାହିଁ: ଷ୍ଟାର୍କ

ମେଲବୋର୍ନ,୪।୮(ପି.ଟି.): ଚଳିତ ବର୍ଷ ୟୁନାଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଅଷ୍ଟ୍ରେଲୀୟ ବାମହାତୀ ଦ୍ରୁତ ବୋଲର ମିଚେଲ...

ଲିଭରପୁଲକୁ ମାଞ୍ଚେଷ୍ଟର ସିଟି ଗାର୍ଡ ଅଫ୍‌ ଅନର ଦେବ

ଲଣ୍ଡନ,୨୮।୬(ଏପି): ଦୀର୍ଘ ୩୦ ବର୍ଷପରେ ଇଂଲିଶ୍‌ ପ୍ରିମିୟର ଲିଗ୍‌ ଟାଇଟଲ ହାସଲ କରିଥିବା ଲିଭରପୁଲ କ୍ଲବକୁ ମାଞ୍ଚେଷ୍ଟର ସିଟି ଗାର୍ଡ ଅଫ୍‌ ଅନର ଦେବ। ଏ...

ଜନ୍ତର ମନ୍ତରରେ ଉତ୍ତେଜନା, କେତେଜଣ କୁସ୍ତିଯୋଦ୍ଧା ଅଟକ, ବଜରଙ୍ଗ ପୁନିଆ କହିଲେ ଆମକୁ ଗୁଳି କର

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀର ଜନ୍ତର ମନ୍ତରରେ ନୂଆ ସଂସଦ ଭବନ ସାମ୍ନାରେ ରେସଲରମାନେ ମହାପଞ୍ଚାୟତ କରିବାକୁ ଯାଉଥିବା ସମୟରେ ପୋଲିସ ସେମାନଙ୍କୁ ଅଟକାଇ ଦେଇଛି। ଏହାପରେ ସେଠାରେ...

ବୋଟାସଙ୍କୁ ପୋଲ୍‌ ପୋଜିଶନ

ସିଲଭରଷ୍ଟୋନ୍‌, ୯ା୮ (ଏପି)-ଫର୍ମୁଲା ଓ୍ବାନ୍‌ର ୭୦ତମ ବାର୍ଷିକୀ ଗ୍ରାଁ ପ୍ରି ପାଇଁ ମର୍ସିଡିଜ୍‌ ଟିମ୍‌ମେଟ୍‌ ଲିଓ୍ବିସ ହାମିଲଟନଙ୍କୁ ପଛରେ ପକାଇ ଭାଲଟେରି ବୋଟାସ ଏଠାରେ ପୋଲ...

ଲୌରିୟସ ପୁରସ୍କାର ଦୌଡ଼ରେ ନାଡାଲ, ଓସାକା, ମୁରେ

ବର୍ଲିନ,୧୬।୧(ପି.ଟି.)-ସମ୍ମାନଜନକ କ୍ରୀଡ଼ା ପୁରସ୍କାର ଦୌଡ଼ରେ ଏ ବର୍ଷ ସାମିଲ ହୋଇଛନ୍ତି ସ୍ପେନ୍‌ ଟେନିସ ତାରକା ରାଫାଲ ନାଡାଲ ଓ ଆମେରିକା ମହିଳା ତାରକା ନାଓମି ଓସାକା,...

ରଶିଦଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୬।୭: ଷ୍ଟାର ଲେଗ୍‌ ସ୍ପିନର ରଶିଦ ଖାଁଙ୍କୁ ମଙ୍ଗଳବାର ଆଫଗାନିସ୍ତାନ ଟି୨୦ ଦଳର ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି। ୟୁଏଇରେ ଅକ୍ଟୋବର ୧୭ରୁ ନଭେମ୍ବର ୧୪...

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା ଏଫ୍‌ସିରେ ସାହିଲ, ସେବାଷ୍ଟିଆନ

ଭୁବନେଶ୍ୱର,୧୫।୫ (ସ୍ପୋଟର୍‌ସ ବ୍ୟୁରୋ): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଅଷ୍ଟମ ସଂସ୍କରଣ ଆରମ୍ଭ ହେବା ପୂର୍ବରୁ ଓଡ଼ିଶା ଏଫ୍‌ସି ଦୁଇ ତାରକା ଖେଳାଳିଙ୍କୁ ଦଳରେ ସାମିଲ...

Advertisement
Archives

Model This Week