Posted inଖେଳ

ଭାରତୀୟ ମହିଳା ଦଳକୁ ଶୁଭେଚ୍ଛା ଜଣାଇଲେ କୋହଲି

ନୂଆଦିଲ୍ଲୀ,୫ା୩(ପି.ଟି.)- ଭାରତୀୟ ମହିଳା ଦଳ ପ୍ରଥମ ଥର ପାଇଁ ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି। ଏହି ଅବସରରେ ହରମନପ୍ରୀତ କୌରଙ୍କ ନେତୃତ୍ବାଧୀନ ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି ଭାରତୀୟ ପୁରୁଷ ଦଳର ଅଧିନାୟକ ବିରାଟ କୋହଲି। ଫାଇନାଲରେ ପ୍ରବେଶ କରିଥିବାରୁ ଭାରତୀୟ ମହିଳା ଦଳକୁ ଶୁଭେଚ୍ଛା। ଆମେ ତୁମ ପାଇଁ ଗର୍ବିତ। ଫାଇନାଲ ପାଇଁ ଶୁଭକାମନା ବୋଲି କୋହଲି ଟୁଇଟ୍‌ କରିଛନ୍ତି। ଏଥିସହ ପୂର୍ବତନ ଓପନର ବୀରେନ୍ଦ୍ର ସେହ୍ବାଗ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଏହି ତାଲିକାରେ ଭିଭିଏସ୍‌ ଲକ୍ଷ୍ମଣ, ପୂର୍ବତନ ମହିଳା ଦଳର ଅଧିନାୟିକା ମିଥାଲି ରାଜ, ଝୁଲନ ଗୋସ୍ବାମୀ ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟ୍‌ରେ ଉରୁଗୁଏ, ପାରାଗୁଏ

ସାଓ ପାଉଲୋ,୨୬।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଉରୁଗୁଏ ଓ ପାରାଗୁଏ ନକ୍‌ଆଉଟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି। ଗ୍ରୁପ୍‌ ଏ’ରେ ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ଗୁଡିକରେ ଏହି...

ନାଚିଲେ ସୌରଭ ଗାଙ୍ଗୁଲି

ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ସେ ଭାରତୀୟ ଦଳର ପୂର୍ବତନ ଲେଗ୍‌...

କଳିଙ୍ଗରେ ଫାୟାର ଆର୍ମ ଟ୍ରେନିଂ ପ୍ରୋଗ୍ରାମ

ଭୁବନେଶ୍ୱର, ୨।୩ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମର ୫୦ ମିଟର ଫାୟାର ଆର୍ମ ଶୁଟିଂ ରେଞ୍ଜରେ ଫାୟାର ଆର୍ମ ଟ୍ରେନିଂ ସାର୍ଟିଫିକେଟ ପ୍ରୋଗ୍ରାମ ଅନୁଷ୍ଠିତ ହୋଇଯାଇଛି।...

ନ୍ୟୁଜିଲାଣ୍ଡ ନିୟନ୍ତ୍ରଣରେ ଓ୍ବେଲିଂଟନ ଟେଷ୍ଟ

ଓ୍ବେଲିଂଟନ,୨୩।୨- ସ୍ଥାନୀୟ ବାସିନ ରିଜର୍ଭ ଗ୍ରାଉଣ୍ଡରେ ଚାଲିଥିବା ପ୍ରଥମ ଟେଷ୍ଟ ତୃତୀୟ ଦିନ ସୁଦ୍ଧା ନ୍ୟୁଜିଲାଣ୍ଡ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସରେ ଭାରତ ୧୬୫ ରନ୍‌ରେ...

ଉଗାଣ୍ଡା ପାରା ବ୍ୟାଡ୍‌ମିଣ୍ଟନରେ ଭାଗନେବେ ପ୍ରମୋଦ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଉଗାଣ୍ଡା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ କାମ୍ପାଲାସ୍ଥିତ ଲୁଗୋଗୋ ଇନ୍‌ଡୋର ଷ୍ଟାଡିୟମରେ ଚଳିତମାସ ୨୩ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ବିଶ୍ୱର...

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଦୂତୀ ଭାଗନେବେ

ଭୁବନେଶ୍ୱର, ୧୩।୯(କ୍ରୀଡ଼ା ପ୍ରତିନିଧି)-ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦଙ୍କ ପାଇଁ ଆସିଛି ଆଉ ଏକ ବଡ଼ ସୁଯୋଗ। ଦୋହାରେ ହେବାକୁ ଯାଉଥିବା ବିଶ୍ୱ ଆଥଲେଟିକ୍ସ...

ଜାଡେଜା ଶ୍ରେଷ୍ଠ ଫିଲ୍‌ଡର

ମେଲବୋର୍ନ, ୧୬ା୬ (ପି.ଟି.)- ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ବର୍ତ୍ତମାନ ବିଶ୍ୱ କ୍ରିକେଟର ଶ୍ରେଷ୍ଠ ଫିଲ୍ଡର ବୋଲି ଅଭିହିତ କରିଛନ୍ତି ଅଷ୍ଟ୍ରେଲିଆର ବ୍ୟାଟିଂ ଷ୍ଟାର ଷ୍ଟିଭ୍‌...

କରୋନା ଭାଇରସ୍‌: କ୍ଲବ, ଫୁଟ୍‌ବଲର ଭବିଷ୍ୟତ ଅନିଶ୍ଚିତ

ଲଣ୍ଡନ, ୧୮।୩ (ପି.ଟି.)- କରୋନା ଭାଇରସ୍‌ ସାରା ବିଶ୍ୱରେ ଏବେ ମହାମାରୀ ରୂପ ନେଇଥିବା ବେଳେ କ୍ରୀଡ଼ା ଏଥିରେ ସାଂଘାତିକ ଭାବେ ପ୍ରଭାବିତ ହୋଇଛି। ଖାସ୍‌...

Advertisement
Archives

Model This Week