Posted inଖେଳ

ଭାରତୀୟ ମହିଳା ଫେନ୍ସର ଭବାନୀଙ୍କୁ ରୌପ୍ୟ ପଦକ

ଚେନ୍ନାଇ,୩୦।୯(ପି.ଟି)- ବେଲଜିୟମର ବନ୍ଦର ସହଜର ଘେଣ୍ଟଠାରେ ଅନୁଷ୍ଠିତ ଟୋରନୋଇ ସାଟ୍‌ଲାଇଟ୍‌ ଫେନ୍ସିଙ୍ଗ ପ୍ରତିଯୋଗିତା (ବିଶ୍ୱ ସ୍ତରୀୟ)ରେ ରବିବାର ଭାରତୀୟ ମହିଳା ଫେନ୍ସର ଭବାନୀ ଦେବୀ ରୌପ୍ୟ ପଦକ ହାସଲ କରିଛନ୍ତି। ଚେନ୍ନାଇ ଜନ୍ମିତ ଭବାନୀ ଫାଇନାଲରେ ଆଜରବୈଜାନର ବସ୍ତା ଆନ୍ନାଙ୍କଠାରୁ ୧୦-୧୫ରେ ପରାସ୍ତ ହୋଇ ରୌପ୍ୟରେ ସନ୍ତୁଷ୍ଟ ହୋଇଛନ୍ତି। ସେମିଫାଇନାଲରେ ସେ ଇଟାଲୀର ମାର୍ଟିନା ପେର୍ଟାଗଲିଆଙ୍କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲେ। ଭବାନୀ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ରେ ଏବେ ୪୪ତମ ସ୍ଥାନରେ ରହିଛନ୍ତି। ର଼୍ୟାଙ୍କିଙ୍ଗରେ ଉନ୍ନତି ଆଣି ଭାବନୀ ଅଲିମ୍ପିକ୍ସ ଯୋଗ୍ୟତା ହାସଲ ଲକ୍ଷ୍ୟରେ ରହିଥିଲେ। ଆସନ୍ତାବର୍ଷ ସେ ଏକାଧିକ ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପର୍ତ୍ତୁଗୀଜ୍‌ ଫୁଟବଲ ସେସନ ଜୁନ୍‌ ୪ରୁ

ଲିସବନ,୧୩।୫(ଏଏଫ୍‌ପି): କୋଭିଡ-୧୯ ମହାମାରୀ କାରଣରୁ ସ୍ଥଗିତ ରହିଥିବା ପର୍ତ୍ତୁଗାଲର ଫୁଟବଲ୍‌ ସେସନ ପୁଣି ଆରମ୍ଭ ହେବାକୁ ଯାଉଛି। ଜୁନା ୪ରୁ ପ୍ରିମିରା ଲିଗ୍‌ ଆରମ୍ଭ ହେବ...

ବର୍ନାଲ ଜିତିଲେ ଗିରୋ ଡି’ ଇଟାଲିଆ ଟାଇଟଲ

ରୋମ୍‌: ଗିରୋ ଡି’ ଇଟାଲିଆ ସାଇକେଲ ରେସ୍‌ ଉଦ୍‌ଯାପିତ ହୋଇଯାଇଛି। ରବିବାର ସେନାଗୋଠାରୁ ମିଲାନ ପର୍ଯ୍ୟନ୍ତ ୩୦. ୩ କିଲୋମିଟର ବିଶିଷ୍ଟ ଅନ୍ତିମ ରେସ୍‌ରେ ଇଟାଲୀର...

ଆଇପିଏଲ୍‌ରେ ରୋହିତଙ୍କ ସ୍ବତନ୍ତ୍ର ମିଶନ: ପିନ୍ଧୁଛନ୍ତି ନିଆରା ଜୋତା

ମୁମ୍ବାଇ,୧୪।୪: ୨୦୨୧ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସକୁ କ୍ରମାଗତ ତୃତୀୟ ଏବଂ ଷଷ୍ଠ ଟାଇଟଲ ଦେବାକୁ ଚାହୁଁଛନ୍ତି ଅଧିନାୟକ। ଚଳିତ ଆଇପିଏଲରେ ପଡିଆକୁ ଏକ ସ୍ବତନ୍ତ୍ର ମିଶନ...

ସ୍ମିଥ୍‌-କୋହଲିଙ୍କୁ ପଛରେ ପକାଇ ଶୀର୍ଷରେ ରୁଟ୍‌

ବର୍ମିଂହାମ,୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଏଜବାଷ୍ଟନ ଟେଷ୍ଟରେ ଇଂଲଣ୍ଡ ଟେଷ୍ଟ ଟିମ୍‌ର ପୂର୍ବ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ଜୋ ରୁଟ୍‌ ପୁଣି ଏକ...

ଆଇପିଏଲ ଅକ୍‌ଶନ: ଶ୍ରୀସନ୍ଥଙ୍କ ବେସ ପ୍ରାଇସ୍‌ ୭୫ ଲକ୍ଷ, ସର୍ବନିମ୍ନ ପାହ୍ୟାରେ ଅର୍ଜୁନ

ଚେନ୍ନାଇ, ୬ା୨- ଫେବୃୟାରୀ ୧୮ରେ ହେବାକୁ ଥିବା ବହୁ ପ୍ରତିକ୍ଷୀତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ନିଲାମ ପ୍ରକ୍ରିୟାରେ ୧୦୯୭ ଜଣ ଖେଳାଳିଙ୍କ ନାମ ପଞ୍ଜୀକୃତ...

ଗୋଲ୍ଡେନ ଗର୍ଲ ଚାମ୍ପିୟନଶିପ୍‌ : ଭାରତୀୟ ବକ୍ସରଙ୍କୁ ୬ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୩।୨ (ପି.ଟି.)-ସ୍ବିଡେନ୍‌ର ବୋରାସରେ ଅନୁଷ୍ଠିତ ଗୋଲ୍ଡେନ ଗର୍ଲ ଚାମ୍ପିୟନଶିପ୍‌ରେ ଭାରତୀୟ ଜୁନିୟର ଓ ୟୁ୨ତିଛି, ଯେଉଁଥିରେ ୬ ସ୍ବର୍ଣ୍ଣ ରହିଛି। ସେହିଭଳି ‘ବେଷ୍ଟ ବକ୍ସର’...

ତିନି ବର୍ଷରେ ଦ୍ୱିତୀୟ ଥର; ରାଇନାଙ୍କ ବିନା ଫିକା ପଡ଼ିଲା …

ମୁମ୍ବାଇ,୧୩।୫: ଏଯାବତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୩ଟି ସିଜନ ଖେଳିସାରିଛି ଚେନ୍ନାଇ ସୁପର କିଙ୍ଗ୍ସ। ଏଥିରୁ ୨ ଥର ଦଳ ପ୍ଲେ-ଅଫ୍‌ ଖେଳିବାରୁ ବଞ୍ଚିତ ହୋଇଛି।...

ସ୍ବଦେଶ ଫେରିଲା ନ୍ୟୁଜିଲାଣ୍ଡ ଟିମ୍‌

ଅକ୍‌ଲାଣ୍ଡ, ୧୮।୭- ଆଇସିସି ବିଶ୍ୱକପ୍‌ର ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ରେ ଆୟୋଜକ ଇଂଲଣ୍ଡ ନିକଟରୁ ବାଉଣ୍ଡାରୀ ବ୍ୟବଧାନରେ ହାରି ରନର୍ସଅପ୍‌ରେ ସନ୍ତୁଷ୍ଟ ରହିଥିବା ନ୍ୟୁଜିଲାଣ୍ଡ ଦଳ ଗୁରୁବାର...

Advertisement
Archives

Model This Week