Posted inଖେଳ

ଭାରତୀୟ ମହିଳା ଫେନ୍ସର ଭବାନୀଙ୍କୁ ରୌପ୍ୟ ପଦକ

ଚେନ୍ନାଇ,୩୦।୯(ପି.ଟି)- ବେଲଜିୟମର ବନ୍ଦର ସହଜର ଘେଣ୍ଟଠାରେ ଅନୁଷ୍ଠିତ ଟୋରନୋଇ ସାଟ୍‌ଲାଇଟ୍‌ ଫେନ୍ସିଙ୍ଗ ପ୍ରତିଯୋଗିତା (ବିଶ୍ୱ ସ୍ତରୀୟ)ରେ ରବିବାର ଭାରତୀୟ ମହିଳା ଫେନ୍ସର ଭବାନୀ ଦେବୀ ରୌପ୍ୟ ପଦକ ହାସଲ କରିଛନ୍ତି। ଚେନ୍ନାଇ ଜନ୍ମିତ ଭବାନୀ ଫାଇନାଲରେ ଆଜରବୈଜାନର ବସ୍ତା ଆନ୍ନାଙ୍କଠାରୁ ୧୦-୧୫ରେ ପରାସ୍ତ ହୋଇ ରୌପ୍ୟରେ ସନ୍ତୁଷ୍ଟ ହୋଇଛନ୍ତି। ସେମିଫାଇନାଲରେ ସେ ଇଟାଲୀର ମାର୍ଟିନା ପେର୍ଟାଗଲିଆଙ୍କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲେ। ଭବାନୀ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ରେ ଏବେ ୪୪ତମ ସ୍ଥାନରେ ରହିଛନ୍ତି। ର଼୍ୟାଙ୍କିଙ୍ଗରେ ଉନ୍ନତି ଆଣି ଭାବନୀ ଅଲିମ୍ପିକ୍ସ ଯୋଗ୍ୟତା ହାସଲ ଲକ୍ଷ୍ୟରେ ରହିଥିଲେ। ଆସନ୍ତାବର୍ଷ ସେ ଏକାଧିକ ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋଭିଡ୍‌-୧୯: ଆଫ୍ରିକାନ୍‌ କ୍ଲବ ଫାଇନାଲ୍ସ ସ୍ଥଗିତ

କାଏରୋ,୧୯।୪(ଏଏଫ୍‌ପି): ଆଫ୍ରିକାନ୍‌ ଚାମ୍ପିୟନ୍ସ ଲିଗ୍‌ ଓ ଆଫ୍ରିକାନ କନ୍‌ଫେଡେରେଶନ କପ୍‌ ଫାଇନାଲ୍ସକୁ ସ୍ଥଗିତ ରଖାଯାଇଛି। କୋଭିଡ୍‌-୧୯ ମହାମାରୀ ରୂପ ନେଇଥିବା ବେଳେ ଏହି ଦୁଇଟି ଟୁର୍ନାମେଣ୍ଟକୁ...

ସଚିନଙ୍କ ପୁଅଙ୍କ ଯୋଗୁ ଏହି ଖେଳାଳିଙ୍କ ଭାଗ୍ୟ ଫିଟିଲା

ମୁମ୍ବାଇ,୧୬।୧୦: ଚଳିତ ବିଜୟ ହଜାରେ ଟ୍ରଫିରେ ଯଦିଓ ମୁମ୍ବାଇ ଦଳର ପ୍ରଦର୍ଶନ ସେତେଟା ଖାସ୍‌ ନାହିଁ ତଥାପି ଦଳର ଯୁବ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଯଶଓ୍ବାଲ୍‌ ସମସ୍ତଙ୍କ...

ଖାତା ଖୋଲିବା ପାଇଁ ୩୫ ବଲ ଖେଳିଲେ

ଲଣ୍ଡନ,୧୫ ।୮: ଇଂଲଣ୍ଡ ବିପକ୍ଷରେ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଚାଲିଥିବା ଟେଷ୍ଟର ଦ୍ୱିତୀୟ ଇନିଂସରେ ଖାତା ଖୋଲିବା ୩୫ ବଲ ଖେଳିଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନ ଚେତେଶ୍ୱର...

ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ବୋଲିଂ କରିବେ କି? ଟି୨୦ ବିଶ୍ୱକପ୍‌ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଲେ…

ନୂଆଦିଲ୍ଲୀ,୧୨।୬: କ୍ରିକେଟରେ ଦ୍ରୁତ ବୋଲର ଅଲରାଉଣ୍ଡର କମ୍‌ ଦେଖିବାକୁ ମିଳିଥାଏ। ଦଳରେ ଏଭଳି ଖେଳାଳି ଥିଲେ ଫାଇଦା ମିଳିଥାଏ। ଭାରତୀୟ କ୍ରିକେଟ ଟିମ୍‌ରେ ହାର୍ଦ୍ଦିକ ପାଣ୍ଡ୍ୟା...

୪ ଖେଳାଳି ଆହତ, ଫିଲ୍ଡିଂ କଲେ କୋଚ୍‌

ସାଉଥ୍‌ମ୍ପଟନ, ୨୫।୫(ପି.ଟି.)- ଦୀର୍ଘ ୮ ବର୍ଷ ପୂର୍ବେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା ଇଂଲଣ୍ଡର ପ୍ରାକ୍ତନ ଅଧିନାୟକ ତଥା ବର୍ତ୍ତମାନ ସହାୟକ କୋଚ୍‌ ଦାୟିତ୍ୱ ତୁଲାଉଥିବା ପଲ୍‌...

ବୀରେନ୍ଦ୍ର ସେହଓ୍ବାଗ୍‌ ଅଧିକାଂଶ ମ୍ୟାଚ୍‌ରେ ପିନ୍ଧୁଥିଲେ ବିନା ନମ୍ବର ବିଶିଷ୍ଟ ଜର୍ସି : କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଶାଶୁ-ବୋହୂଙ୍କ ମଧ୍ୟରେ ଝଗଡ଼ା ନ ହେଉ ସେଥିପାଇଁ ପୂର୍ବତନ ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହଓ୍ବାଗ୍‌ ବିନା ନମ୍ବର ବିଶିଷ୍ଟ ଜର୍ସି ପିନ୍ଧି ମଇଦାନକୁ ଓହ୍ଲାଉଥିଲେ। ଏ...

ଡବ୍ଲ୍ୟୁଟିସି ଫାଇନାଲ: ସ୍ପଷ୍ଟ କଲେ ଗାଙ୍ଗୁଲି

ନୂଆଦିଲ୍ଲୀ, ୮।୩ : ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ମ୍ୟାଚ୍‌ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଜୁନ ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ସାଉଥାମ୍ପଟନର...

‘ଅମ୍ଫନ୍‌’ ପ୍ରଭାବିତ ୧୦ ହଜାର ପରିବାରଙ୍କୁ ସହାୟତା କରୁଛନ୍ତି ସୌରଭ ଗାଙ୍ଗୁଲି

ଗତ ମାସରେ ଆସିଥିବା ବାତ୍ୟା ‘ଅମ୍ଫନ୍‌’ ଯୋଗୁ ପଶ୍ଚିମବଙ୍ଗରେ ପ୍ରବଳ କ୍ଷୟକ୍ଷତି ହୋଇଥିଲା। ବାତ୍ୟା ଯିବାର ପ୍ରାୟ ମାନେ ବିତିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଲୋକଙ୍କ ଅବସ୍ଥା...

Advertisement
Archives

Model This Week