Posted inଜାତୀୟ

ଭାରତୀୟ ଯବାନଙ୍କୁ କରୋନା ସଂକ୍ରମଣ

ଲେହ,୧୮।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮କୁ ବୃଦ୍ଧି ପାଇଛି। ଭାରତୀୟ ସେନାରେ ପ୍ରଥମ କରୋନା ସଂକ୍ରମଣ ଘଟଣା ଦୃଷ୍ଟିକୁ ଆସିଛି। ଲଦାଖର ଲେହଠାରେ ଥିବା ଜଣେ ଭାରତୀୟ ଯବାନଙ୍କ ନମୁନା ପରୀକ୍ଷଣରେ ପଜେଟିଭ୍‌ ରିପୋର୍ଟ ମିଳିଛି। ଯବାନଙ୍କ ପିତା ଇରାନ ତୀର୍ଥଯାତ୍ରା କରିବାକୁ ଯାଇଥିଲେ। ତାଙ୍କଠାରୁ ଯବାନଙ୍କ କରୋନା ସଂକ୍ରମଣ ହୋଇଥିବା ଅନୁମାନ କରାଯାଉଛି। ସୁରକ୍ଷା ଦୃଷ୍ଟିରୁ ସମ୍ପୃକ୍ତ ଯବାନଙ୍କ ସାଙ୍ଗସାଥିଙ୍କୁ ମଧ୍ୟ କ୍ୱାରାଣ୍ଟାଇନ୍‌ କରାଯାଇଛି। ସଂକ୍ରମିତ ଯବାନଙ୍କୁ ଲଦାଖର ସ୍କାଉଟ୍‌ ରେଜିମେଣ୍ଟାଲ ସେଣ୍ଟରରେ ଆଇସୋଲେଶନ୍‌ କରି ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀକୁ ବାଟ ଛାଡ଼

ନୂଆଦିଲ୍ଲୀ,୧୫ା୧୦: ହାତୀ ଏକ ଜେଣ୍ଟଲମ୍ୟାନ। ମଣିଷ ହାତୀକୁ ବାଟ ଛାଡ଼ିଦେବା ଉଚିତ। ହାତୀ ଏକ ବିଶାଳକାୟ ଜୀବ ହେଲେ ମଧ୍ୟ ଭଙ୍ଗୁର। ଆମେ ଏକ ଭଙ୍ଗୁରପ୍ରବଣ...

ରଣବୀରରେ ବିସ୍ଫୋରଣ: ୩ ମୃତ

ମୁମ୍ବାଇ,୧୯।୧: ଭାରତୀୟ ନୌସେନାର ମୁମ୍ବାଇ ଡକ୍‌ୟାର୍ଡରେ ଥିବା ଆଇଏନ୍‌ଏସ୍‌ ରଣବୀରରେ ମଙ୍ଗଳବାର ରାତିରେ ବିସ୍ଫୋରଣ ଘଟିଛି। ଏଥିରେ ୩ ନାବିକଙ୍କ ଜୀବନ ଯାଇଥିବାବେଳେ ଅନେକେ ଆହତ...

ୟୁନିଫର୍ମ ସିଭିଲ୍‌ କୋଡ୍‌ ଲାଗୁ ପାଇଁ କମିଟି ଗଠନ କଲା ଉତ୍ତରାଖଣ୍ଡ

ଡେରାଡୁନ୍‌,୨୮।୫: ଉତ୍ତରାଖଣ୍ଡରେ ସମାନ ନାଗରିକ ସଂହିତା(ୟୁନିଫର୍ମ ସିଭିଲ୍‌ କୋଡ୍‌) ଲାଗୁ କରିବା ପାଇଁ ରାଜ୍ୟ ସରକାର ଏକ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ସୁପ୍ରିମକୋର୍ଟର ଅବସରପ୍ରାପ୍ତ...

ଆକାଶ ଅମ୍ବାନୀ ସମ୍ଭାଳିବେ ରିଲାଏନ୍ସ ଜିଓର ଦାୟିତ୍ୱ

ନୂଆଦିଲ୍ଲୀ,୨୮।୬: ଦେଶର ବୃହତ୍ତମ କର୍ପୋରେଟ ହାଉସ ମଧ୍ୟରୁ ରିଲାଏନ୍ସ ଗ୍ରୁପରେ ପରବର୍ତ୍ତୀ ପିଢ଼ିକୁ ଦାୟିତ୍ୱ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର...

ନବବଧୂଙ୍କ ପିଆଜ ଚିନ୍ତା ଦୂର କଲେ ସମ୍ପର୍କୀୟ

ଝାନ୍ସି,୧୪।୧୨: ସାରା ଦେଶରେ ବର୍ଦ୍ଧିତ ପିଆଜ ଦରକୁ ନେଇ ବଜାରରେ ନିଆଁ ଲାଗିଛି। ଲୋକଙ୍କ ପାଇଁ ପିଆଜ ଏତେ ମୂଲ୍ୟବାନ ହୋଇଯାଇଛି ଯେ, ଏବେ ଏହାକୁ...

ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଧାର୍ମିକ ସ୍ଥଳ ବନ୍ଦ ରହିଛି। ଧାର୍ମିକସ୍ଥଳ ଖୋଲିବା ନେଇ ଦାଖଲ କରାଯାଇଥିବା ଏକ ଆବେଦନ ଉପରେ...

ମୋଦିଙ୍କୁ ଶହୀଦ ପତ୍ନୀଙ୍କ ଅନୁରୋଧ: ଆମକୁ ବିଜୟୀ ହେବାକୁ ପଡିବ

ନୂଆଦିଲ୍ଲୀ,୩।୭: ଲଦ୍ଦାଖ ସୀମାରେ କର୍ନଲ ସନ୍ତୋଷ ବାବୁଙ୍କ ବଳିଦାନ ସମଗ୍ର ଦେଶବାସୀଙ୍କ ଆକ୍ରୋଶକୁ ଦ୍ୱିଗୁଣା କରିଥିଲା। ଏବେ ପ୍ରତିଟି ଭାରତୀୟ ଚାଇନାକୁ ବୁଦ୍ଧି ଶିଖାଇବାକୁ ଚାହୁଁଛନ୍ତି।...

ଚାଷୀଙ୍କୁ ଉପହାର, ବଢ଼ିଲା ରବି ଫସଲ ଏମ୍‌ଏସ୍‌ପି…

ନୂଆଦିଲ୍ଲୀ,୮।୯: କନ୍ଦ୍ର ସରକାର ଚାଷୀଙ୍କ ପାଇଁ ଉପହାର ଘୋଷଣା କରିଛନ୍ତି। ଏହା ଅନ୍ତର୍ଗତ ରବି ଫସଲରେ ସର୍ବନିମ୍ନ୍‌ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) କୁ ବୃଦ୍ଧି କରାଯାଇଛି। ଗହମର...

Advertisement
Archives

Model This Week