ଭାରତୀୟ ସଡ଼କରେ ଦୌଡ଼ିପାରେ ଟେସ୍‌ଲା କାର୍‌

ନୂଆଦିଲ୍ଲୀ,୨୧-୫: ଭାରତରେ ଟେସ୍‌ଲା କାର୍‌ ଲଞ୍ଚକୁ ନେଇ ଦ୍ୱିଧାରେ ଥିବା ସିଇଓ ଏଲନ ମସ୍କଙ୍କ ମୁଣ୍ଡବ୍ୟଥା ହ୍ରାସ କରିଛି ଭାରତୀୟ କମ୍ପାନୀ ଅଶୋକ ଲେଲ୍ୟାଣ୍ଡ। ଭାରତୀୟ ସଡ଼କରେ ଟେସ୍‌ଲାର ଇଲେକ୍ଟ୍ରିକ କାର୍‌ ଦୌଡାଇବାକୁ ନେଇ ଲେଲ୍ୟାଣ୍ଡ ପକ୍ଷରୁ ପାର୍ଟନରସିପ୍‌ ପାଇଁ ପ୍ରସ୍ତାବ ଦିଆଯାଇଛି। ଏ ସମ୍ପର୍କରେ କମ୍ପାନୀର ସିନିୟର ଭାଇସ ପ୍ରେସିଡେଣ୍ଟ ଭେଙ୍କଟେଶ ନଟରାଜନ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଭାରତୀୟ ସଡ଼କରେ ଇଲେକ୍ଟ୍ରିକ କାର୍‌ ଦୌଡାଇବାକୁ ହେଲେ ଏକାଧିକ କମ୍ପାନୀଙ୍କ ସହାୟତା ଆବଶ୍ୟକ ହେବ। ଯେ କୌଣସି କମ୍ପାନୀର ନୂଆ ଟେକ୍ନୋଲୋଜିକୁ ଅଶୋକ ଲେଲ୍ୟାଣ୍ଡ ଆପଣାଇବାକୁ ପ୍ରସ୍ତୁତ ବୋଲି ସେ କହିଛନ୍ତି। କମ୍ପାନୀ ଅଧିକ ଅର୍ଥ ରୋଜଗାର କରିବାକୁ ଚାହୁଁଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ହଜାର ଶାଖା ଖୋଲିବାକୁ ବ୍ୟାଙ୍କଗୁଡିକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭-୧: ଆର୍ଥିକ ଅନ୍ତର୍ଭୁକ୍ତିକରଣକୁ ପ୍ରାଥମିକତା ସ୍ବରୂପ ୨୦୨୦-୨୧ ଆର୍ଥତ୍କ ବର୍ଷରେ ସାରା ଦେଶରେ ୧୫ ହଜାର ନୂଆ ଶାଖା ଖୋଲିବାକୁ ବ୍ୟାଙ୍କଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। କେଉଁ...

ସ୍ପେକ୍ଟ୍ରମ ଦେୟ ପ୍ରଦାନ କଲା ରିଲାଏନ୍ସ ଜିଓ

ମୁମ୍ବାଇ,୨୦।୧: ଦେଶର ଅଗ୍ରଣୀ ଟେଲିକମ୍‌ ସଂସ୍ଥା ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌ (ଆର୍‌ଜେଆଇଏଲ୍‌) ପକ୍ଷରୁ ବୁଧବାର ଘୋଷଣା କରାଯାଇଛି ଯେ ଏହା ୨୦୧୪,୨୦୧୫, ୨୦୧୬ ବର୍ଷରେ...

ଫେସ୍‌ବୁକ୍‌ ଏମ୍‌ଡିଙ୍କୁ ଅକ୍ଟୋବର ୧୫ ଯାଏ ଆଶ୍ୱସ୍ତି

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ପ୍ରସଙ୍ଗରେ ଫେସ୍‌ବୁକ ଇଣ୍ଡିଆ ଏମ୍‌ଡି ଅଜିତ ମୋହନଙ୍କୁ ସୁପ୍ରିମକୋର୍ଟ ଅକ୍ଟୋବର ୧୫ ଯାଏ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଦଙ୍ଗା ଘଟଣାରେ...

ଥେରି ଡେଲାପୋର୍ଟେ ଓ୍ବିପ୍ରୋର ନୂଆ ସିଇଓ

ବାଙ୍ଗାଲୋର,୩୦।୫ : ଦେଶର ପ୍ରମୁଖ ଆଇଟି ସେବା ପ୍ରଦାନକାରୀ କମ୍ପାନୀ ଓି୍ବପ୍ରୋ କାପ୍‌ଜେମିନୀ ଗ୍ରୁପ୍‌ର ବରିଷ୍ଠ କାର୍ଯ୍ୟନିର୍ବାହୀ ଥେରି ଡେଲାପୋର୍ଟେଙ୍କୁ ଏହାର ନୂଆ ଏମ୍‌ଡି ତଥା...

ବିଦେଶୀ ନିବେଶକ ଉଠାଇନେଲେଣି ୧ ଲକ୍ଷ କୋଟି

ମୁମ୍ବାଇ,୨୩-୩: ଫରେନ ପୋର୍ଟଫୋଲିଓ ନିବେଶକ (ଏଫ୍‌ପିଆଇ) ଦେଶର ପୁଞ୍ଜି ବଜାରରୁ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ କୋଟି ଟଙ୍କା ଉଠାଇ ନେଇଛନ୍ତି। କରୋନା ଭାଇରସ ଯୋଗୁ...

ଜାନୁୟାରୀ ୧୬ ଷ୍ଟାର୍ଟ ଅପ୍‌ ଡେ

ନୂଆଦିଲ୍ଲୀ,୧୬।୧: ଗତବର୍ଷ ଦେଶରେ ୪୨ ୟୁନିକର୍ନ ଷ୍ଟାର୍ଟ ଅପ୍‌ ସୃଷ୍ଟି ହୋଇଥିଲା। ଏହି ସଫଳତା ସହ ଭାରତ ଏକ ବିଲିୟନ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ମାଇଲଖୁଣ୍ଟକୁ ସ୍ପର୍ଶ କରିବ।...

ବାଣିଜ୍ୟ ବିବାଦର ସମାଧାନ ଲାଗି ଆସନ୍ତା ମାସରେ ଆମେରିକା ଯିବେ ଗୋୟଲ

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ଆସନ୍ତା ମାସରେ ଆମେରିକା ଯିବେ। ଓ୍ବାଶିଂଟନରେ ପହଞ୍ଚତ୍ବା ପରେ ଆମେରିକା ବାଣିଜ୍ୟ ପ୍ରତିନିଧି(ୟୁଏସ୍‌ଟିଆର୍‌) ମୁଖ୍ୟ...

୨୬ କମ୍ପାନୀର ଘରୋଇକରଣ ହେବ

ନୂଆଦିଲ୍ଲୀ,୭।୯ : ପ୍ରାୟ ୨୩ ରାଷ୍ଟ୍ରାୟତ୍ତ କମ୍ପାନୀର ଘରୋଇକରଣ କରିବା ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଜୁଲାଇ ୨୭ରେ ଘୋଷଣା କରିଥିଲେ। ଏ ନେଇ ସରକାର...

Advertisement
Archives

Model This Week