Posted inଖେଳ

ଭାରତୀୟ ସେନାଙ୍କ ସହ ଲେହରେ ପହଞ୍ଚିଲେ ଧୋନୀ, ଅଗଷ୍ଟ ୧୫ରେ ଉଡାଇବେ ତ୍ରିରଙ୍ଗା

ଶ୍ରୀନଗର,୧୪।୮:ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ପାଇଁ ଦୂରେଇ ଯାଇଛନ୍ତି। ଏହି ସମୟ ମଧ୍ୟରେ ନିଜକୁ ସେନାରେ ସାମିଲ କରିଛନ୍ତି ମାହି। ଧୋନୀ ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ କରୁଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର କମାଣ୍ଡର ୟୁନିଟରେ ନିୟୋଜିତ ରହିଛନ୍ତି। ନିକଟରେ ସେ ଭାରତୀୟ ସେନାଙ୍କ ସହ ଲେହରେ ପହଞ୍ଚିଛନ୍ତି। ଏଠାରୁ ଧୋନୀଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇଛି। ସେ ପାରା କମାଣ୍ଡୋ ଡ୍ରେସ୍‌ରେ ନଜର ଆସିଛନ୍ତି। ସେ ସ୍ବାଧୀନତା ଦିବସରେ ଏଠାରେ ତ୍ରିରଙ୍ଗା ପତାକା ଉତ୍ତୋଳନ କରିବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଧୋନୀଙ୍କ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଅଗଷ୍ଟ ୧୫ରେ ହିଁ ଶେଷ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri