ଭାରତୀୟ ସେନାର କରୋନା ମୁକାବିଲା: ପ୍ରଥମଥର ପାଇଁ ୩୫% ଅଧିକାରୀ-୫୦% ଜେସିଓ ସପ୍ତାହେ ପାଇଁ ଘରେ ରହି କରିବେ କାମ

ନୂଆଦିଲ୍ଲୀ,୨୧।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ସେନା ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ପ୍ରଥମଥର ପାଇଁ ୩୫ ପ୍ରତିଶତ ଅଧିକାରୀୟ ଏବଂ ୫୦ ପ୍ରତିଶତ ଜେସିଓ ମାର୍ଚ୍ଚ ୨୩ରୁ ସପ୍ତାହେ ପାଇଁ ଘରେ ରହି କାମ କରିବେ। ଏହାପରେ ଦ୍ୱିତୀୟ ପର୍ଯ୍ୟାୟରେ ଅନ୍ୟମାନଙ୍କୁ ମାର୍ଚ୍ଚ ୩୦ଠାରୁ ଆଇସୋଲେଶନରେ ପଠାଯିବ। ସେହିପରି ଯବାନଙ୍କ ଛୁଟି ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏନେଇ ଭାରତୀୟ ସେନା ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। କେବଳ ଜରୁରୀକାଳୀନ ସେବା ସହିତ ଜଡ଼ିତ ସେନା କର୍ମଚାରୀ ମାର୍ଚ୍ଚ ୨୩ ପରେ କାର୍ଯ୍ୟାଳୟକୁ ଆସି ପାରିବେ ବୋଲି ସେନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଗନର ଯୁଦ୍ଧ ପ୍ରସ୍ତୁତି: ଏଲ୍‌ଏସିରେ ଟ୍ୟାଙ୍କ୍‌ ମୁତୟନ କଲା ଚାଇନା

ଲେହ,୫।୧: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖର ଏଲ୍‌ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଚାଇନା ସୈନ୍ୟ ବାହିନୀ ପକ୍ଷରୁ ଭାରତ ସହିତ ଯୁଦ୍ଧ କରିବା ଲାଗି...

ସୀମାରେ ଚାଇନା ନିର୍ମାଣ କଲାଣି ୬୮୦ ଗ୍ରାମ

ଗାନ୍ଧୀନଗର, ୨୬।୯: ଭାରତ ସୀମାରେ ଚାଇନା ୬୮୦ଟି ସମୃଦ୍ଧ ଓ ଅତ୍ୟାଧୁନିକ ଗ୍ରାମ ନିର୍ମାଣ କରିଛି, ଯାହାକୁ ନେଇ ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି। ବେଜିଂର...

ପ୍ରାର୍ଥୀ ତାଲିକା ଘୋଷଣା ପରେ ଭାଜପା ଅଫିସରେ ଭଙ୍ଗାରୁଜା

ଗୁଆହାଟି,୩୦।୧: ଆସନ୍ତା ମାସରେ ହେବାକୁ ଥିବା ବିଧାନସଭା ମଣିପୁର ନିର୍ବାଚନ ଲାଗି ଭାଜପା ପକ୍ଷରୁ ରବିବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହି ଘୋଷଣା ପରେ...

ଦେଶ ସାରା ଏନ୍‌ଏଆର୍‌ସି ଲାଗୁ ପାଇଁ ଏବେ ନାହିଁ ଯୋଜନା: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୪।୨: ଦେଶ ସାରା ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଏଆର୍‌ସି) ଲାଗୁ କରିବା ପାଇଁ ଏବେ ଯୋଜନା ନାହିଁ। ଏନେଇ ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ...

୩ ଜୈଶ୍‌ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୭।୫(ପି.ଟି.):ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗୁରୁବାର ସୁରକ୍ଷା ବଳର ଏନ୍‌କାଉଣ୍ଟରରେ ଜୈଶ୍‌-ଇ-ମହମ୍ମଦ(ଜେଇଏମ୍‌)ର ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଗୁଳି ବିନିମୟ ବେଳେ ଜଣେ ଯବାନ ଶହୀଦ ହୋଇଥିବାବେଳେ...

ଗଣେଶ ବିସର୍ଜନବେଳେ ଅଘଟଣ:ବୁଡିଲା ଡଙ୍ଗା,୧୧ ମୃତ

ଭୋପାଳ,୧୩।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ଖଟଲାପୁରା ମନ୍ଦିର ଘାଟରେ ଏକ ଅଘଟଣ ଘଟିଛି। ଶୁକ୍ରବାର ଭୋର ପ୍ରାୟ ସାଢେ ଚାରିଟା ସମୟରେ ଏହି ଘଟଣା ଘଟିଛି।...

ଲକ୍‌ଡାଉନ୍‌ରେ ଦର୍ଶକଙ୍କ ପାଇଁ ଖୁସିଖବର: ଶନିବାରଠାରୁ ପୁନଃ ପ୍ରସାରଣ ହେବ ରାମାୟଣ

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। ଏଥିରୁ ବର୍ତ୍ତିବା ପାଇଁ କେନ୍ଦ୍ରସରକାର ସାରା ଦେଶରେ ୨୧ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଭଳି...

ମହିଳା ଟ୍ରେନ୍ ଯାତ୍ରୀଙ୍କ ନିକଟରୁ ଶହେ ଜିଲୋଟିନ୍ ଛଡ, ୩୫୦ ଡିଟୋନେଟର ଜବତ

କୋଝିକୋଡ,୨୬ ।୨: କେରଳର କୋଝିକୋଡ ରେଲୱେ ଷ୍ଟେଶନରୁ ଜଣେ ମହିଳା ଯାତ୍ରୀଙ୍କ ନିକଟରୁ ୧୦୦ ଜିଲୋଟିନ ଛଡ ଓ ୩୫୦ ଡିଟୋନେଟର ଜବତ ହୋଇଥିବା ସୂଚନା...

Advertisement
Archives

Model This Week