Posted inଖେଳ

ଭାରତୀୟ ସ୍କୁଲ ଛାତ୍ରୀଛାତ୍ରଙ୍କ କଳାବାଜିରେ ଚକିତ ଅଲିମ୍ପିକ୍ସ ଚାମ୍ପିୟନ

ନୂଆଦିଲ୍ଲୀ,୩୧।୮: ଦୁଇ ଛାତ୍ରୀଛାତ୍ରଙ୍କ ରାସ୍ତାରେ କଳାବାଜି (ସମରସଲ୍ଟିଂ) କରୁଥିବାବେଳର ଏକ ଭିଡିଓ କିଛିଦିନ ହେବ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି। ଉକ୍ତ ଭିଡିଓରେ ପ୍ରଥମେ ଛାତ୍ର ଓ ପରେ ଛାତ୍ରୀ ରାସ୍ତାରେ ନିଜର କଳାବାଜି ଦେଖାଉଛନ୍ତି। ଏହାକୁ ଶେୟାର କରିଛନ୍ତି ୫ ଅଲିମ୍ପିକ୍ସ ପଦକ ବିଜେତା ଜିମ୍ନାଷ୍ଟ ନାଡିଆ କୋମାନେସି। ସେ ଏହାର କ୍ୟାପଶନରେ ଲେଖିଛନ୍ତି, ଏହା ଅତି ଚମତ୍କାର। ଏପର୍ଯ୍ୟନ୍ତ ଭିଡିଓକୁ ଏକ ନିୟୁତ ୟୁଜର୍ସ ଦେଖିସାରିଛନ୍ତି। ୭୪ ହଜାରରୁ ଅଧିକ ୟୁଜର୍ସ ପସନ୍ଦ କରିଛନ୍ତି। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ମଧ୍ୟ ଏହାକୁ ଦେଖିସାରିଛନ୍ତି। ସେ କହିଛନ୍ତି, ଦୁଇ ଛାଛ୍ରୀଛାତ୍ରଙ୍କ ନିକଟରେ ଲୁକ୍କାୟିତ ପ୍ରତିଭା ରହିଛି। ସେମାନଙ୍କ ସହ ଯୋଗାଯୋଗ କରାଯିବ। ଯଦି ସେମାନଙ୍କୁ କେହି ମୋ ପାଖକୁ ଆଣନ୍ତି, ତେବେ ଦୁହିଁଙ୍କୁ ଜିମ୍ନାଷ୍ଟ ଏକାଡେମୀରେ ଟ୍ରେନିଂ ଦିଆଯିବ। ଉଲ୍ଲେଖଥାଉ କି, ରୋମାନିଆନ ଜିମ୍ନାଷ୍ଟ ନାଡିଆ ୧୯୭୬ ମଣ୍ଟ୍ରିଲ ଓ ୧୯୮୦ ମସ୍କୋ ଅଲିମ୍ପିକ୍ସରେ ୫ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖାତା ଖୋଲିପାରିଲେନି କୋହଲି, ଜବରଦସ୍ତ ଫର୍ମରେ ରୋହିତ

ଚେନ୍ନାଇ,୧୩।୨: ଭ୍ରମଣକାରୀ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଭାରତ। ହେଲେ ପ୍ରାରମ୍ଭରୁ ଦଳର ବ୍ୟାଟିଂ ବିପର୍ଯ୍ୟୟ ଦେଖିବାକୁ ମିଳିଛି।...

ଅଷ୍ଟ୍ରେଲିଆନ୍‌ ଓପନ୍‌ରେ ଭାରତୀୟ ଅଭିଯାନ ଶେଷ

ମେଲବୋର୍ନ, ୩୦।୧ (ପି.ଟି.)- ଚଳିତ ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍‌ ଓପନ୍‌ରୁ ଭାରତର ରୋହନ ବୋପାନ୍ନା ବିଦାୟ ନେଇଛନ୍ତି। ଗୁରୁବାର ଖେଳାଯାଇଥିବା ମିକ୍ସଡ...

କୋଭିଡ୍‌-୧୯: ବ୍ୟାଟ୍‌ ନିଲାମ କରିବେ ମୁଶଫିକର

ଢାକା,୨୦।୪ (ପି.ଟି.): କୋଭିଡ୍‌-୧୯ ମହାମାରୀ ପାଇଁ ପାଣ୍ଠି ସଂଗ୍ରହ ଉଦ୍ଦେଶ୍ୟରେ ବାହାରକୁ ବାହାରିଛନ୍ତି ବାଂଲାଦେଶ ଉଇକେଟକିପର ବ୍ୟାଟ୍ସମ୍ୟାନ ମୁଶଫିକର ରହିମ। ସେ ତାଙ୍କ ବ୍ୟାଟକୁ ନିଲାମ...

ବିରାଟ କୋହଲିଙ୍କୁ ଘୃଣା କରିବାକୁ ପସନ୍ଦ କରନ୍ତି ଅଷ୍ଟ୍ରେଲିୟ ଖେଳାଳି: ଟିମ୍‌ ପୈନ୍‌

ସିଡନୀ,୧୪।୧୧: ଡିସେମ୍ବର ୧୭ରୁ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ସିରିଜ୍‌ ଖେଳାଯିବ। ୪ ଟେଷ୍ଟ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଖେଳିବା ପାଇଁ ଭାରତୀୟ ଟିମ୍‌ ଅଷ୍ଟ୍ରେଲିଆରେ ପହଞ୍ଚି...

କୁନି ଝିଅର ଜୀବନ ପାଇଁ ଆଗେଇ ଆସିଲେ ସୌଦି

ଅକଲାଣ୍ଡ,୨୯।୬: ଟିମ୍‌ ଇଣ୍ଡିଆ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ନ୍ୟୁଜିଲାଣ୍ଡ ପେସର ଟିମ୍‌ ସୌଦି ପିନ୍ଧିଥିବା ଜର୍ସିକୁ ନିଲାମ କରିବାକୁ ଯାଉଛନ୍ତି। ଏହି ପ୍ରକ୍ରିୟାରୁ...

କୋଭିଡ-୧୯: ଫ୍ରେଞ୍ଚ୍‌ ଫର୍ମୁଲା-୧ ଗ୍ରାଁ ପ୍ରି ବାତିଲ

ପ୍ୟାରିସ୍‌,୨୭।୪ (ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣ କାରଣରୁ ଫ୍ରେଞ୍ଚ୍‌ ଗ୍ରାଣ୍ଡ ପ୍ରିକ୍ସ କାର୍ଯ୍ୟସୂଚୀକୁ ବାତିଲ କରାଯାଇଛି। ସୋମବାର ଏ ନେଇ ଆୟୋଜକମାନେ ସୂଚନା ଦେଇଛନ୍ତି। ଜୁନ୍‌ ୨୮ରୁ...

ଦୂର ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡର ସମସ୍ୟା

କାର୍ଡିଫ,୨୯ା୫- ଦୀର୍ଘ ଦିନ ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡରର ୪ର୍ଥ ସ୍ଥାନରେ କେଉଁ ବ୍ୟାଟ୍ସମ୍ୟାନ ଖେଳିବା ନେଇ ଚାଲିଥିବା ସମସ୍ୟା ଦୂର ହୋଇଛି। ଏଠାରେ...

ଅନୁଷ୍କାଙ୍କ ପୂର୍ବରୁ ଏହି ସୁନ୍ଦରୀଙ୍କ ପ୍ରେମରେ ପାଗଳ ଥିଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ତଥା ବ୍ୟାଟସ୍‌ମ୍ୟାନ ବିରାଟ କୋହଲିଙ୍କ ଜୀବନ ଏକଦା ଦୁଃଖରେ ଭରପୂର ଥିଲା। ତେବେ ବିରାଟଙ୍କ ଏହି କାହାଣୀ ବିଷୟରେ ଖୁବ୍‌...

Advertisement
Archives

Model This Week