Posted inଖେଳ

ଭାରତ ଆଗରେ ବିଶାଳ ବିଜୟଲକ୍ଷ୍ୟ

ଅକ୍‌ଲାଣ୍ଡ,୨୪।୧- ଭାରତ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମେ ବ୍ୟାଟିଂ କରି ୨୦୪ ରନ୍‌ର ବିଶାଳ ବିଜୟଲକ୍ଷ୍ୟ ଛିଡ଼ା କରିଛି। ଦୁଇ ଓପନର ମାର୍ଟିନ ଗୁପ୍ଟିଲ ଓ କଲିନ ମୁନ୍‌ରୋଙ୍କ ଧୂଆଁଧାର ଆରମ୍ଭ ପରେ ଅଧିନାୟକ କେନ ଓ୍ବିଲିୟମସନ ଓ ଅଭିଜ୍ଞ ରସ ଟେଲରଙ୍କ ଅର୍ଦ୍ଧଶତକୀୟ ଇନିଂସ ଯୋଗୁ ଘରୋଇ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୨୦୩ ରନ୍‌ କରିଛି। ଦଳ ପାଇଁ ମୁନ୍‌ରୋ ସର୍ବାଧିକ ୫୯, ଟେଲର ୫୪*, ଓ୍ବିଲିୟମସନ ୫୧ ଓ ଗୁପ୍ଟିଲ ୩୦ ରନ୍‌ କରିଥିଲେ। ଦଳୀୟ ବ୍ୟାଟ୍ସମ୍ୟାନମାନେ ମ୍ୟାଚ୍‌ରେ ମୋଟ ୧୦ ଛକା ଓ ୧୭ ଚୌକା ଲଗାଇଥିଲେ। ଭ୍ରମଣକାରୀ ଦଳର ରବୀନ୍ଦ୍ର ଜାଡେଜା, ଶିବମ ଦୁବେ, ୟୁଜବେନ୍ଦ୍ର ଚହଲ, ଶାର୍ଦ୍ଦୁଳ ଠାକୁର ଓ ଯଶପ୍ରୀତ ବୁମରା ଗୋଟିଏ ଲେଖାଏ ଉଇକେଟ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri